-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ରାଜ୍ୟ

ଜାତୀୟ ଜୁନିଅର ବ୍ୟାଡମିନ୍ଟନ ଚମ୍ପିଅନସିପ ଉଦଯାପିତ,  ବିଶାଖା ଟପ୍ପୋ - ଲାଲରାମ ସାଙ୍ଗା ମିକ୍ସଡ଼ ଡବଲସ ଚାମ୍ପିୟନ,  ବlକକ ଡବଲସ ରେ ଅର୍ଶ ମୋହମ୍ମଦ ଓ ସଂସ୍କାର ସାରସ୍ୱତ ଏବଂ ବାଳିକା ଡବଲସରେ ଲାଲ ରେମ୍ପୁଇ ତନୁ ଚନ୍ଦ୍ରା ଚାମ୍ପିୟନ

25-Nov-2024



ଭୁବନେଶ୍ୱର(ପ୍ରେରଣା ଖବର): -ଗତ ୧୯ ତାରିଖରୁ ଭୁବନେଶ୍ୱର ନିଳାଦ୍ରୀ ବିହାର ବିଜୁ ପଟ୍ଟନାୟକ ବହୁମୁଖି ଇନ୍‌ଡୋର ଷ୍ଟଡିୟମ ଠାରେ ଚାଲିଥିବା ୟନେକ୍ସ ସନରାଇଜ ୪୭ତମ ଜାତୀୟ ଜୁନିୟର ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଯାପିତ ହୋଇଯାଇଅଛି l 
୪୭ତମ ଜାତୀୟ ଜୁନିଅର ଚାମ୍ପିୟନସିପର ପ୍ରଥମ ଫାଇନାଲ ମିଶ୍ରିତ ଯୁଗଳ ରୁ ଆରମ୍ଭ ହୋଇଥିଲା, ଏହି ଖେଳ ରେ ଓଡିଶା-ମିଜୋରାମ ଯୋଡି ବିଶାଖା ଟପ୍ପୋ ଓ ଲାଲ ରାମ ସlଙ୍ଗା ତାଙ୍କ ପ୍ରତିଦ୍ବନ୍ଦୀ ଆନ୍ଧ୍ର -ତେଲେଙ୍ଗାନା ଯୋଡି ଭାର୍ଗବ ରାମ ଓ କ. ଭେନେଲାଙ୍କୁ  ୨୧/୧୬, ୧୦/୨୧, ୨୧୵୧୬,୧୦୨୧ ଓ ୨୧୧୮  ପଏଣ୍ଟ ରେ ପରାସ୍ତ କରି ଚମ୍ପିୟାନ ହୋଇଛନ୍ତି l
ସଂଘର୍ଷ ପୂର୍ଣ୍ଣ ବାଳିକା ସିଙ୍ଗଲସ ରେ ତାମିଲନାଡୁ ର ପ୍ରକ୍ରିତି ଭାରତ ମହାରାଷ୍ଟ୍ର ର ଅଲିଶା ନାଏକଙ୍କୁ ୧୮-୨୧, ୨୧-୮, ୨୧-୮  ପଏଣ୍ଟ ରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି l
ବାଳକ ସିଙ୍ଗଲ ରେ ମହାରାଷ୍ଟ୍ର ର ପ୍ରଣୟ ସେଟ୍ଟିଗାର କର୍ଣ୍ଣାଟକ ର ତୁଷାର ସୁବୀରଙ୍କୁ 21-17,21-12 ପଏଣ୍ଟ ରେପରାସ୍ତ କରି ଚମ୍ପିୟାନ ହୋଇଛନ୍ତି l
ବାଳିକା ଡବଲସ ରେ ମିଜୋରାମ -ଛତିଶଗଡ ଯୋଡି ଲାଲ ରେମ୍ପୁଇ ଓ ତନୁ ଚନ୍ଦ୍ରା ଆନ୍ଧ୍ର -ମହାରାଷ୍ଟ୍ର ଯୋଡି ଦୁର୍ଗା ଇସା କନ୍ଦରପୁ ଓ ତାରିଣୀ ସୁରି ଙ୍କୁ 23-21,21-15 ପଏଣ୍ଟ ରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି l
ବାଳକ ଡବଲସ ଫାଇନାଲ ରେ ଉତ୍ତର ପ୍ରଦେଶ ରାଜସ୍ତାନ ଯୋଡି ଅର୍ଶ ମୋହମ୍ମଦ ଓ ସଂସ୍କାର ସାରସ୍ୱତ ପାଣ୍ଡିଚେରୀ ତାମିଲନାଡୁ ଯୋଡି ମିଥିଲେସ ପି. କ୍ରିଷ୍ଣନ ଓ ଅରୁଲ ମୁରୁଗାନ ଙ୍କୁ 21-16,21-19 ପଏଣ୍ଟ ରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି l

ଆଜି ଓସବା କାର୍ଯ୍ୟକାରିଣୀ ସଦସ୍ୟ ସୁରୁଲାଲ ମଟlରି ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣ ମୁଖ୍ୟଅତିଥି ଭାବେ ଓସବା ସଭାପତି ରାଜେଶ ପ୍ରଭାକର ପାଟିଲ, ସାମ୍ନାନୀତ ଅତିଥିଭାବେ ପର୍ଯ୍ୟବେଖକ ତଥା ପାରା ବେଡ଼ମୀଣ୍ଟନ ଅଧକ୍ଷ କେ. ପ୍ରଭାକର ରାଓ, ଉପସଭାପତି ମନୋରଞ୍ଜନ ପଣ୍ଡା, ସମ୍ପାଦକ ନିଲିନ କୁମାର ଯୁଗ୍ମ ସମ୍ପାଦକ ଶୈଳେନ୍ଦ୍ର ଚୌଧୁରୀ, ମୁଖ୍ୟ ରେଫରୀ ଡି. ଦିନେଶ,କମଳ ଦାସ ପ୍ରମୁଖ ଯୋଗଦେଇ ଚାମ୍ପିୟନ ଓ ରନର୍ସ ଅପ ଖେଳାଳୀ ଙ୍କୁ ଟ୍ରଫି, ମେଡାଲ, ପ୍ରମାଣ ପତ୍ର ଓ ଅର୍ଥ ରାଶି ପ୍ରଦାନ କରି ପୁରସ୍କୃତ କରିଥିଲେ l ଓଡିଶା ର ତନଭି ପତ୍ରି ଙ୍କୁ  ଜାତୀୟ, ଆନ୍ତର୍ଜାତିୟ ପ୍ରତିଯୋଗୀତା ରେ ଅତିଉତ୍ତମ ପ୍ରଦର୍ଶନ ପାଈଁ ଓଡିଶା ରାଜ୍ୟ ବେଡ଼ମୀଣ୍ଟନ ସଙ୍ଘ ତରଫରୁ ରାଜ୍ୟ ସଭାପତି ରାଜେଶ ପ୍ରଭାକର ପାଟିଲ ଦୁଇ ଲକ୍ଷ୍ ଟଙ୍କା ର ଚେକ ପ୍ରଦାନ 
କରିଥିଲେ l 

୭ ଦିନ ଧରି ଚାଲିଥିବା ଏହି ଜାତୀୟ ଚାମ୍ପିୟନସିପ ର ସଫଳ ଆୟୋଜନ ରେ ଓସବା ସଦସ୍ୟ ଶୁଭ୍ରାଂଶୁ ପଣ୍ଡା, ତାରାକାନ୍ତ ଦାସ, ସୌଭାଗ୍ୟ ଜଗଦେବ, ଅବଦୁଲ ହାକିମ, ଦିନେଶ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ll


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like