-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||     

HOME   ଜିଲ୍ଲା

ଜୁନିୟର  ରେଡକ୍ରସ ତରଫରୁ ମାସ୍କ ଓ ସାବୁନ ବଣ୍ଟନ

08-Jan-2021



 ସଇଁତଳା , (ପ୍ରେରଣା ଖବର) - ଶାରିରୀକ ଦୂରତା ବଜାୟ ରଖିବା, ମାସ୍କ ପିନ୍ଧିବା,  ହାତକୁ ସାବୁନ କିମ୍ବା ସାନିଟାଇଜର ଦ୍ୱାରା ବାରମ୍ବାର ଧୋଇବା ନିୟମ ଗୁଡିକ ପାଳନ କରିବା ପାଇଁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ସଇଁନ୍ତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବାଶିଷ ସାମଲ ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ତରଫରୁ ଶିକ୍ଷାର୍ଥୀମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି  ଭାବରେ ଯୋଗଦେଇ ପରାମର୍ଶ ଦେଇଥିଲେ ।    ଅନ୍ୟାନ୍ୟ ସମ୍ମାନୀତ ଅତିଥି ଭାବରେ ଡେଙ୍ଗ ସରପଞ୍ଚ ଜେମାମଣୀ ମଲ୍ଲିକ, ସଇଁନ୍ତଲା ସରପଞ୍ଚ ଭୀମସେନ ସ୍ୱାଇଁ ଯୋଗ ଦେଇଥିଲେ । କରୋନା ଭୁତାଣୁ ସଂକ୍ରମଣ ଯୋଗୁଁ ଦୀର୍ଘ ୮ ମାସରୁ ଉର୍ଦ୍ଧ୍ୱ ହେବ ବିଦ୍ୟାଳୟ ଗୁଡିକ ବନ୍ଦ ଥିଲା । ବିଦ୍ୟାଳୟ ଗଣଶିକ୍ଷା ବିଭାଗ, ଓଡିଶା ନିର୍ଦ୍ଦେଶ ଅନୁସାରେ କେବଳ ଦଶମ ଶ୍ରେଣୀ ବିଦ୍ୟାର୍ଥୀମାନଙ୍କୁ ଅଧ୍ୟୟନ ପାଇଁ ଅନୁମତି ପ୍ରଦାନ କରାଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶ୍ୱନାଥ ମେହେରଙ୍କ ଅଧ୍ୟକ୍ଷତାରେ ଓ ଜୁନିୟର ରେଡକ୍ରସ କାଉନ୍ସିଲର ରାମ ନାରାୟଣ ଦାଶଙ୍କ ପରିଚାଳନା କରିଥିବା କାର୍ଯ୍ୟକ୍ରମରେ ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।  ଏହି ଅବସରରେ ଜୁନିୟର ରେଡକ୍ରସ ତରଫରୁ ପ୍ରତ୍ୟେକ ଶିକ୍ଷାର୍ଥୀଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରାଯାଇଥିଲା । ଶିକ୍ଷାର୍ଥୀମାନଙ୍କୁ ହାତ ଧୋଇବାର ୬ଟି ସୋପାନ ପ୍ରଦର୍ଶନ ମାଧ୍ୟମରେ ଶିଖା ଯାଇଥିଲା । ତତ୍ପରେ ନୂତନ ଭାବେ ନିଯୁକ୍ତି ପାଇଥିବା ଶିକ୍ଷକ ଆଦିତ୍ୟ ରଣା, ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ, ସ୍ୱାଗତିକା ଦାସ ଓ ଯଶୋବନ୍ତି ସୁନା, ହିମାଂଶୁ ବିଶ୍ୱାଳଙ୍କୁ ବିଦ୍ୟାଳୟ ତରଫରୁ କୋଭିଡ-୧୯ ମାର୍ଗଦର୍ଶିକା ପାଳନ କରି ସ୍ୱାଗତ କରାଯାଇଥିଲା ।  ଶିକ୍ଷକ କୈବଲ୍ୟ ତରିଆ, ବ୍ରଜ ମୋହନ ମାଝି, ଲିଙ୍ଗରାଜ ନନ୍ଦ, ରେଣୁକା ସାହୁ, ଭାରତୀ ପ୍ରଧାନ, ପ୍ରକାଶ ଚନ୍ଦ୍ର ପ୍ରଧାନ, ଦୌପଦୀ ଭୋଇ, ପୂର୍ବତନ ଛାତ୍ର ବିଘ୍ନରାଜ ରଣା, ଚୁଡାମଣୀ ରଣା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026

You Might Also Like