-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିବିର ଉଦଘାଟିତ,,,,,,, ନିଃସ୍ଵାର୍ଥପର ସେବା ହିଁ ଈଶ୍ଵର ପ୍ରାପ୍ତିର ପ୍ରକୃଷ୍ଟ ମାଧ୍ୟମ

25-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ହାଇସ୍କୁଲରେ ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ ଶିବିର ଉଦଘାଟିତ ହୋଇଯାଇଛି। ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ଉଦଘାଟନୀ ସମାରୋହରେ ଅଧ୍ୟକ୍ଷତା କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ମନୋଜ ବେହେରା, ଜିଲ୍ଲା କ୍ରୀଡା ଶିକ୍ଷା ଅଧିକାରୀ ସୁଦୀପ୍ତ କୁମାର ନାୟକ,ରେଡିଏନ୍ସ ଶିକ୍ଷାନୁଷ୍ଠାନର ଚେୟାରମେନ  ଅଜିତ କୁମାର ମେହେର,ଜାରିଂ ସରପଞ୍ଚ ପ୍ରଭାସିନୀ ବିଭାର , ଜୁନିୟର ରେଡକ୍ରସ ଅଫିସର ହେମନ୍ତ ସାମଲ,ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ ଓ ସୁଶାନ୍ତ କୁମାର ପାଣ୍ଡେ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ମଞ୍ଚାସୀନ ଥିଲେ। ନିଃସ୍ଵାର୍ଥପର ସେଵା ହିଁ ଈଶ୍ଵର ପ୍ରାପ୍ତିର ପ୍ରକୃଷ୍ଟ ମାଧ୍ୟମ। ତେଣୁ ଯିଏ ଯେଉଁ କ୍ଷେତ୍ରରେ ଥିଲେ ହେଁ ନିଜର ସେଵା କାର୍ଯ୍ୟକୁ ଅଵ୍ୟାହତ ରଖିବା ଵୋଲି ଉଦଘାଟନୀ ସମାରୋହରେ ଅତିଥିଗଣ ମତପୋଷଣ କରିଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ।ଜିଲ୍ଲାର ବାରଗୋଟି ଵ୍ଲକରୁ ୧୨୦ଜଣ ଛାତ୍ରୀ ଛାତ୍ର ଶିବିରରେ ସାମିଲ୍ ହୋଇଥିଲେ। ତିନି ଦିନ ଧରି ପିଲାଏ ରେଡକ୍ରସ ସଂପର୍କରେ ପ୍ରଶିକ୍ଷଣ ଗ୍ରହଣ କରିବେ। ସଭାକୁ ରବି ଶଙ୍କର ଗୁରୁ ପରିଚାଳନା କରିଥିଲେ। ପ୍ରାରମ୍ଭରୁ ଭଵ୍ୟ ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ରେଡକ୍ରସ ପତାକା ଉତ୍ତୋଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like