-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଅଞ୍ଚଳ ମହାବିଦ୍ୟାଳୟ ରେ ଗବେଷଣାର ବାଟ ଫିଟିଲା: ଅଞ୍ଚଳ ମହାବିଦ୍ୟାଳୟ ଏବଂ କିସ୍ ବିଶ୍ଵବିଦ୍ୟାଳୟ ମଧ୍ୟରେ ଏମ୍ ଓ ୟୁ ସ୍ବାକ୍ଷରିତ

25-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁର ଏବଂ କିସ ବିଶ୍ଵବିଦ୍ୟାଳୟ, ଭୁବନେଶ୍ୱର ମଧ୍ୟରେ ଏମ ଓ ୟୁ ସ୍ବାକ୍ଷରିତ ହୋଇଅଛି। ଅଞ୍ଚଳ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡା ଏବଂ ଆଇ କ୍ୟୁ ଏ ସି ସଂଯୋଜକ ଶ୍ରୀ ନବକୃଷ୍ଣ ମିଶ୍ର  କିସ ବିଶ୍ଵବିଦ୍ୟାଳୟ ପରିଦର୍ଶନ କରି ମାନ୍ୟବର କୁଳପତି ପ୍ରୋ. ଦୀପକ କୁମାର ବେହେରା, କୁଳସଚିବ ଡ଼ଃ ପ୍ରଶାନ୍ତ ରାଉତରାୟ ଏବଂ ଆଇ କ୍ୟୁ ଏ ସି ସଂଯୋଜକ ପ୍ରୋ. ଯୁଗଳ କିଶୋର ମିଶ୍ରଙ୍କ ଉପସ୍ଥିତିରେ  ଏମ ଓ ୟୁ ସ୍ବାକ୍ଷରିତ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ ଏହା ହେଉଛି ଅଞ୍ଚଳ ମହାବିଦ୍ୟାଳୟର ବିଶ୍ଵବିଦ୍ୟାଳୟ ସହ ପ୍ରଥମ ଏମ୍ ଓ ୟୁ । ଏହା ଫଳରେ ଅଞ୍ଚଳ ମହାବିଦ୍ୟାଳୟ ଏବଂ କିସ୍ ବିଶ୍ଵବିଦ୍ୟାଳୟ ର ମିଳିତ ଆନୁକୁଲ୍ୟରେ ବିଭିନ୍ନ ଗବେଷଣାମୂଳକ କାର୍ଯ୍ୟ ,ଆଲୋଚନା ଚକ୍ର, କର୍ମଶାଳା, ଅଧ୍ୟାପକ ଦକ୍ଷତା ବିକାଶ, ଅଧ୍ୟାପକ ବିନିମୟ, ରିଫ୍ରେସର କୋର୍ସ, ତାଲିମ ମୂଳକ କାର୍ଯ ଇତ୍ୟାଦି ଆୟୋଜିତ କରାଯାଇପାରିବ ବୋଲି ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡା କହିଛନ୍ତି। ଅଞ୍ଚଳ ମହାବିଦ୍ୟାଳୟ ଗନ୍ଧମାର୍ଦ୍ଦନ ପର୍ବତ ନିକଟରେ ଥିବାରୁ ଭାରତୀୟ ଜ୍ଞାନ ବ୍ୟବସ୍ଥା ଏବଂ ପାରମ୍ପରିକ ଉପଶମ ମୂଳକ ଗବେଷଣା ଇତ୍ୟାଦି କାର୍ଯକ୍ରମ ପାଇଁ ବାଟ ଫିଟିବ ବୋଲି ଆଶା କରାଯାଉଛି। ଏହି ଏମ ଓ ୟୁ କୁ କାର୍ଯ୍ୟାତ୍ମକ କରିବା ପାଇଁ ଅନଲାଇନ ଏବଂ ଅଫଲାଇନ ମାଧ୍ୟମରେ ବିଭିନ୍ନ କାର୍ଯକ୍ରମ ଗୁଡ଼ିକ ମିଳିତ ଆନୁକୁଲ୍ୟରେ ଆୟୋଜନ କରାଯିବ। ଏହା ପରେ ପରେ  ଅଞ୍ଚଳ ମହାବିଦ୍ୟାଳୟ ଏବଂ  କିସ୍ ବିଶ୍ଵବିଦ୍ୟାଳୟ ଶିକ୍ଷା ବିଭାଗ ମଧ୍ୟରେ ସହଯୋଗିତା ସ୍ବାକ୍ଷରିତ ହୋଇଥିଲା। ଏହି ବିଭାଗୀୟ ସହଯୋଗିତା ଟି ଉଭୟ ଶିକ୍ଷାନୁଷ୍ଠାନର ଆଇ କ୍ୟୁ ଏ ସି ସଂଯୋଜକ ଏବଂ ବିଭାଗୀୟ ମୁଖ୍ୟ ଙ୍କ ଉପସ୍ଥିତି ରେ ହୋଇଥିଲା। ଏଥିପାଇଁ ଅଞ୍ଚଳ ମହାବିଦ୍ୟାଳୟ ଶିକ୍ଷା ବିଭାଗର ଅଧ୍ୟାପକ ଡଃ ତୁଷାରକାନ୍ତ ସାହୁ, ଡଃ ଭେଙ୍କଟେଶ୍ୱର ମେହେର ଏବଂ ଅଧ୍ୟାପିକା ସୁଶ୍ରୀ ସସ୍ମିତା ମେହେର (କିସ ବିଶ୍ଵବିଦ୍ୟାଳୟର ଆଲୁମିନି), କିସ ବିଶ୍ଵବିଦ୍ୟାଳୟ ର ଡଃ ଯୁଗଳ କିଶୋର ମିଶ୍ର ଓ ଡଃ ସୁଜାତା ଆଚାର୍ଯ୍ୟ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ, ଅଞ୍ଚଳ ମହାବିଦ୍ୟାଳୟ କିସ ବିଶ୍ଵବିଦ୍ୟାଳୟ ସହ ମିଳିତ ଆନୁକୁଲ୍ୟରେ ଆଇ.ସି.ଏସ.ଏସ.ଆର, ନୂଆ ଦିଲ୍ଲୀ ଦ୍ଵାରା ପ୍ରାୟୋଜିତ ଏକ ବୃହତ୍ ଗବେଷଣା ପ୍ରକଳ୍ପ ପ୍ରାପ୍ତ କରିଛି ଏବଂ ଆସନ୍ତା ନଭେମ୍ବର ୨୯-୩୦, ୨୦୨୪ ରେ ଉଭୟ ଅନୁଷ୍ଠାନ ର ମିଳିତ ଆନୁକୁଲ୍ୟରେ ଏକ ଜାତୀୟ ଆଲୋଚନା ଚକ୍ର ମଧ୍ୟ ଅନୁଷ୍ଠିତ ହେବ। ଏହି ଏମ୍ ଓ ୟୁ ସ୍ୱାକ୍ଷର ପାଇଁ ଅଞ୍ଚଳ ମହାବିଦ୍ୟାଳୟ ର ଅଧ୍ୟକ୍ଷ,କିସ ବିଶ୍ଵବିଦ୍ୟାଳୟ ର କୁଳପତି,କୁଳସଚିବ, ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like