-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନର ଚାଷୀଙ୍କୁ ଅଣଦେଖା ଓ ଦୁର୍ବ୍ୟବହାର ପ୍ରତିବାଦରେ ଚାଷୀ ଦେବେ ଧାରଣା*- *ଆଶୋଭନୀୟ ମନ୍ତବ୍ୟ ଜିଲ୍ଲାପାଳ ଙ୍କ ପାଇଁ ସାଜିବ ନି ତ ହରଡ ଘଣା* ?

25-Nov-2024



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସର୍ବଭାରତୀୟ କିଷାନ ମୋର୍ଚ୍ଚା ଡାକରାରେ ଆସନ୍ତାକାଲି ମଙ୍ଗଳବାର ସକାଳ ୯ ଘଣ୍ଟା ରୁ ଦିନ ୧ ଘଣ୍ଟା ପର୍ଯ୍ୟନ୍ତ ଜିଲ୍ଲା  କୃଷକ ସଂଗଠନ ତରଫରୁ ରାଜ୍ୟର ସମସ୍ତ ଜିଲ୍ଲା ମାନଙ୍କରେ ଜିଲ୍ଲାପାଳଙ୍କ କାର୍ଯାଳୟ ଆଗରେ ଧାରଣା ଦିଆଯିବାକୁ ଜୋରଦାର୍ ପ୍ରସ୍ତୁତି ଚାଲିଥିବା ବେଳେ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ମଧ୍ୟ ଜିଲ୍ଲାର ହଜାର ହଜାର ଚାଷୀଙ୍କ ସମାବେଶ ହେବ ଓ ଧାରଣା ଦିଆଯିବ ବୋଲି ସଂଗଠନ ପକ୍ଷରୁ ସୁଚନା ମିଳିଛି l ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ଯରେ ଏକ ୬ ଦଫା ଦାବୀପତ୍ର ଦିଆଯିବ l ଏବଂ ଆସନ୍ତା ଡିସେମ୍ବର ୧ ତାରିଖରୁ ଜିଲ୍ଲାରେ ଧାନକ୍ରୟ ଆରମ୍ଭ କରିବା, ଅଖାବସ୍ତା ବଦଳରେ ଜରି ବସ୍ତାରେ ଧାନ ବିକ୍ରୟ ପାଇଁ ଅନୁମତି ଦେବା ଓ ଜିଲ୍ଲାର ଅଣଜଳସେଚିତ ଜମିକୁ ମରୁଡି ଘୋଷଣା କରିବା ଆଦି ୩ ଦଫା ଦାବୀପତ୍ର ନେଇ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯିବ l ଗତ ୧୯ ତାରିଖରେ ପେଡ଼ି ପ୍ରକ୍ରୋମେଣ୍ଟ ମିଟିଂ ଦିନ ଚାଷୀ ନେତ୍ରୀ ଓ ତାଙ୍କ ସମର୍ଥକଙ୍କୁ ଚାଷ ଙ୍କ ସମସ୍ୟା ନେଇ ଉପସ୍ଥାପନା କରିବାକୁ ଚାଷୀ ପ୍ରତିନିଧି ଭାବେ ସଭାକୁ ଯିବାକୁ ଅନୁମତି  ଦେବା ବଦଳରେ ଖୋଦ୍ ଜିଲ୍ଲାପାଳ ଚାଷୀ ନେତ୍ରୀ ସୋନାଲି ବିଶି ଙ୍କୁ ଯାଓ ଘର୍ ମେ ରୋଟି ସେକୋ ବୋଲି ଦେଇଥିବା ଏଭଳି ଘୋର ଅପମାନଜନକ ମନ୍ତବ୍ୟକୁ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇ ଏହାର ମଧ୍ୟ ପ୍ରଶାସନକୁ ସରକାରଙ୍କୁ ଜବାବ ମଗାଯିବ ଓ ଜିଲ୍ଲାପାଳଙ୍କ ବଦଳି ଦାବୀ କରାଯିବ ବୋଲି ଚାଷୀ ନେତା ବୈକୁଣ୍ଠ ଶତପଥି ଓ ପ୍ରଦୀପ ପୁରୋହିତ କହିଛନ୍ତି l ଜିଲ୍ଲାର ଜଣେ ଉଚ୍ଚପଦସ୍ଥ ଆଇ ଏସ ଅଧିକାରୀଙ୍କ ଏଭଳି ନୀଚ୍ଚ ବ୍ୟବହାରକୁ ଜିଲ୍ଲାର ବୁଦ୍ଧିଜୀବୀ ଘୋର ନିନ୍ଦା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like