-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ଆୟାପ୍ପା ଭକ୍ତଙ୍କ କେରଳର ସାବାରିମାଳା ଗ୍ରସ୍ତ

25-Nov-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଡ଼ାବୁଗାଁ ବ୍ଲକ ଅଧୀନ ଜୟନ୍ତୀନଗର ସ୍ଥିତ ରାଧାକୃଷ୍ଣ ମନ୍ଦିର ଠାରେ ଆୟାପ୍ପା ଭକ୍ତ ଙ୍କ ଇରୁମୁଡି ପୂଜା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପୂଜାରେ ଜୟପୁର ର ରାବଣା ଗୁରୁସ୍ଵାମୀ ୱାଇ. ରାବଣା ସ୍ଵାମୀ ଯୋଗ ଦେଇ ପୂଜାର୍ଚ୍ଚନା କରି ବ୍ରତଧାରି ଙ୍କ ମୁଣ୍ଡରେ ଇରୁମୁଡୁ ଧାରଣ କରାଇଥିଲେ । ଏଥିରେ ଭକ୍ତ ମାନେ ମନସ୍କାମନା କରି ଯେ କୌଣସି ଦିକ୍ଷାଧାରିଙ୍କୁ ୩ ବା ୭ମୁଠା ଚାଉଳ ଦେଇଥାନ୍ତି। ସେହି ଚାଉଳ ଓ ଘିଅ ନଡ଼ିଆ କୁ ଏକ ନୂଆ ବସ୍ତ୍ର ରେ ବାନ୍ଧି ମୁଣ୍ଡରେ ଧରି ଦୀକ୍ଷାଧାରି ମାନେ ଆୟାପ୍ପା ଙ୍କ ମନ୍ଦିରକୁ ଯାଇଥାନ୍ତି ।  ଏଥିରେ ଜଣେ ମଣିକଣ୍ଠ ସ୍ଵାମୀ ଓ ଜଣେ ସାବାରୀ ମାତାଙ୍କ ସହ ଡାବୁଗାଁ ଗୁରୁ ସ୍ଵାମୀ ପ୍ରକାଶ ଚନ୍ଦ୍ର ପଣ୍ଡା,ବିଜୟ ନିହାଲ,ଆଶୁତୋଷ ଜେନା, ବାଦଲ ଜେନା, ରାଜେଶ ରାଓ, ସୁଦର୍ଶନ ରାଓ, ଏମ୍. ମାଣିକ, ଟି. ଜୁଗୁନୁ ବାବୁ, ଜିତେନ୍ଦ୍ର କୁମାର ଖୁଣ୍ଟିଆ ଙ୍କ ସମେତ ମୋଟ ୨୮ ଜଣ ବ୍ରତ ଧାରି ସ୍ଵାମୀ ଇରୂମୁଡ଼ି ଧାରଣ କରିଥିଲେ | ସମସ୍ତ ଭକ୍ତ ମାନେ କେରଳ ର ସାବାରିମାଳା ଯାଇ ଫମ୍ପା ନଦୀରେ ସ୍ନାନ କରି ସେଠାରୁ ଚାଲି ଚାଲି ଯାଇ ଆୟାପ୍ପା ସ୍ଵାମୀ ଙ୍କ ମନ୍ଦିରରେ ଆୟାପ୍ପା ସ୍ଵାମୀ ଙ୍କୁ ଦର୍ଶନ କରିବେ। ଭକ୍ତ ମାନେ ସମସ୍ତ ଦିକ୍ଷାଧାରି ଆୟାପ୍ପା ସ୍ଵାମୀ ମାନଙ୍କୁ ରାଧାକୃଷ୍ଣ ମନ୍ଦିର ଠାରୁ ଡାବୁଗାଁ କୃଷିଫାର୍ମ ଯାଏଁ ଏକ ଶୋଭାଯାତ୍ରା ରେ ନେଇଯାଇଥିଲେ । ପରେ ସେଠାରୁ  ଆୟାପ୍ପା ସ୍ଵାମୀ ଙ୍କ ଦର୍ଶନାର୍ଥେ କେରଳ ଅଭିମୁଖେ ଯାତ୍ରା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like