-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ଯୋଗଦାନ

25-Nov-2024



ନର୍ଲା (ଚିନ୍ତାମଣି ନାଏକ )
ସୋମବାର  ନର୍ଲା ବ୍ଲକ କାର୍ଯ୍ୟାଳୟ ରେ ନୂତନ ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି ଏବଂ ଶ୍ରୀ ଦୀପ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ଦାୟିତ୍ୱ ନେବା ପରେ ତାଙ୍କୁ ପୂର୍ବ ବିଡ଼ିଓ ଶ୍ରୀଯୁକ୍ତ ରିପୁନାଥ ସୁନା ପ୍ରାଥମିକ ଦାୟିତ୍ୱ ହସ୍ତାନ୍ତର କରିଥିବା ସୂଚନା ମିଲିଛି. ନୂତନ ଭାବରେ ଦାୟିତ୍ୱ ନେଇଥିବା ବିପିନ ବିହାରୀ ଦୀପ ଙ୍କୁ ଗଣମାଧ୍ୟମ ପ୍ରତିନିଧି ମାନେ କଣ ପ୍ରାଥମିକତା ରହିବ ବୋଲି ପ୍ରଶ୍ନ ପଚାରିଥିଲେ ଉତ୍ତର ରେ ଶ୍ରୀ ଦୀପ କହିଛନ୍ତି ଶିକ୍ଷା,ସ୍ୱାସ୍ଥ୍ୟ, ଗମନା ଗମନ ବିଶେଷ କରି ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟା କୁ ଅଗ୍ରାଧିକାର ଭିତ୍ତିରେ ସମାଧାନ କରାଯିବ ବୋଲି ଶ୍ରୀ ଦୀପ ମତ ପ୍ରକାଶ କରିଛନ୍ତି ଏହି ଅବସରରେ ନୂତନ ଗୋଷ୍ଠି ଉନ୍ନୟନ ଅଧିକାରୀ ଙ୍କ ଯୋଗଦାନ କୁ ନର୍ଲା ପ୍ରେସ ଆସୋସିଏସନ ର ସମସ୍ତ ସଦସ୍ୟ ଙ୍କ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା  ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like