-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ସିନାପାଲି ବ୍ଲକରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l

25-Nov-2024



ସିନାପାଲି (ଚିନ୍ତାମଣି  ନେତାମ ) ନୂଆପଡା ଜିଲ୍ଲା 
ସିନାପାଲି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଏସ୍ ପି  ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। 
 ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ  ଶିବିରରେ  ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ବସିବା ଯାଗା , ଛାୟା ଓ ପିଇବା ପାଣି ସୁବିଧା ହୋଇଥିଲା । ଆଜି ଶିବିରରେ ମୋଟ ୬୩ ଟି ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ , ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବ୍ଲକ୍ ଅଧ୍ୟକ୍ଷା ମାଧୁରୀ ମାଝୀ, ଉପାଧ୍ୟକ୍ଷା  ମିନା ଘିବେଲା  ପ୍ରମୁଖ ଉପସ୍ଥିତ ଥିଲେ lବିଡ଼ିଓ କାର୍ମି ଓରାମ, ତହସିଲଦାର ଉପାଞ୍ଜଳୀ ମାଝୀ ଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ,ଲାଇନ୍ 
ଡିପାର୍ଟମେଣ୍ଟର ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ।  ସମସ୍ତ ଅଭିଯୋଗର   ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ଆହ୍ବାନ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like