-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ନର୍ଲା ବ୍ଲକ ରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ଯୋଗଦେଲେ ଶ୍ରୀଯୁକ୍ତ ବିପିନ ବିହାରୀ ଦୀପ

26-Nov-2024



ନର୍ଲା (ଚିନ୍ତାମଣି ନାଏକ) 
ନର୍ଲା ବ୍ଲକ କାର୍ଯ୍ୟାଳୟ ରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରେ ବିଡ଼ିଓ ଭାବରେ କର୍ଯ୍ୟକରିଥିବା ଶ୍ରୀଯୁକ୍ତ ବିପିନ ବିହାରୀ ଦୀପ ନର୍ଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ଗତ କାଲି ଯୋଗଦାନ କରିଛନ୍ତି ଏବଂ ନର୍ଲା ରେ ପୂର୍ବରୁ କାର୍ଯ୍ୟରତ ଥିବା ବିଡ଼ିଓ ରିପୁନାଥ ସୁନା ଙ୍କୁ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ କୁ ବଦଳି ହୋଇଛି ଏହି ନୂତନ ଭାବରେ ଦାୟିତ୍ଵ ନେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ବିପିନ ବିହାରୀ ଦୀପ ଙ୍କୁ ଆଜି ସକାଳ ୧୦ ଘଣ୍ଟା ସମୟରେ ନର୍ଲା ପ୍ରେସ ଆସୋସିଏସନ୍ ର ସଭାପତି ଶ୍ରୀ ଚିନ୍ତାମଣି ନାଏକ, ସମ୍ପାଦକ ସନ୍ତୋଷ କୁମାର ପାତ୍ର , ସଂଘର ଲିଗାଲ ଏଡଭାଇଜର ଦୀପକ କୁମାର ସାହୁ , ଉପସଭାପତି ନୃପରାଜ୍ ସାହୁ , ଡୋଳାମଣି ସାହୁ , ବରିଷ୍ଠ ସଦସ୍ୟ ଭିକାରୀ ଚରଣ ଗଉଡ , ସଞ୍ଜୀବ ଦାସ , ସଦାଶିବ ନାଗ , ନରୋତ୍ତମ ପାୟା ସିଂ ପ୍ରମୁଖ ବ୍ଲକ କାର୍ଯ୍ୟାଳୟ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କୁ ପବିତ୍ର ଗୀତା  ଉପଢୌକନ ଦେଇ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି  ଏହି ଅବସରରେ ଶ୍ରୀଯୁକ୍ତ ଦୀପ କହିଛନ୍ତି ଯେ ନର୍ଲା ବ୍ଲକ ର ସାମଗ୍ରିକ ବିକାଶ ପାଇଁ ଦଳ ମତ ନିର୍ବିଶେଷରେ ସରକାର ଙ୍କ ଯୋଜନା ମାନଙ୍କୁ ସାଧାରଣ ଲୋକଙ୍କ ପାଖରେ ପହଞ୍ଚେଇବା ମୋର ପ୍ରଥମ କର୍ତ୍ତବ୍ୟ ରହିବ ବୋଲି କହିବା ସହ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like