-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ପକ୍ଷରୁ ନୂଆଁ ମୋଟର ଭାଇକିଲ ଆକ୍ଟ ସଂପର୍କିତ ସେମିନାର 

09-Jan-2021



ବଲାଙ୍ଗୀର,(ପ୍ରେରଣା ଖବର)- ସ୍ଥାନୀୟ ସିଭିଲ କୋର୍ଟ ବାର ହଲ୍ ଠାରେ ବଲାଙ୍ଗିର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ନୂଆଁ ମୋଟର ଭାଇକିଲ ଆକ୍ଟ ଲୋକଙ୍କ ପାଇଁ ବେଶୀ ଫଳପ୍ରଦ ନାଁ ହାନୀକାରକ ?(IS THE NEW MOTOR VEHICLES ACT MORE BENEFICIAL OR HARMFUL TO PEOPLE  ? )  ଶୀର୍ଷକ ବିଷୟବସ୍ତୁ ଉପରେ ଏକ ସେମିନାର ଅନୁଷ୍ଠିତ ହୋଇଥିଲା । ଓକିଲ ସଂଘର ସଭାପତି ପ୍ରବୀଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସେମିନାରରେ ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଶ୍ୟାମ ସୁନ୍ଦର ଦାସ ମୁଖ୍ୟ ଆଲୋଚକ ଭାବରେ ଯୋଗ ଦେଇ ସରକାର ପ୍ରଣୟନ କରିଥିବା ନୂଆଁ ମୋଟର ଭାଇକିଲ ଆକ୍ଟର ଆଇନଗତ ଦିଗ ଉପରେ ତର୍ଜମା କରିବା ସହ ଏହାର ଅଣୁପାଳନ ଉପରେ ସମସ୍ତଙ୍କୁ ବୁଝାଇଥିଲେ । ସମ୍ମାନିତ ବକ୍ତା ଭାବରେ  ବଲାଙ୍ଗିର ସହ ସଡକ ପରିବହନ ଅଧିକାରୀ ଯୋଗ ଦେଇ ଶୀର୍ଷକ ବିଷୟବସ୍ତୁ ଉପରେ ଆଲୋଚନା କରିଥିଲେ । ଜିଲ୍ଲା ଓକିଲ ସଂଘର ସଂପାଦକ ବାସୁଦେବ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସେମିନାରରେ ଅନ୍ୟ ମାନଙ୍କ ମଧ୍ୟରେ ଏଡ଼ଭୋକେଟ ଜୟକୃଷ୍ଣ ସାହୁ, ଭବାନୀ ଶଙ୍କର ଶତପଥୀ, ପ୍ରମୋଦ  ବହିଦାର, ଅନିମେଶ ପଣ୍ଡା, ଯାଜ୍ଞସେନୀ ମହାନନ୍ଦ, ଦେବଦତ୍ତ ଯୋଷୀ, ସ୍ମିତା ମହାପାତ୍ର, ଚନ୍ଦ୍ରଶେଖର ମିଶ୍ର ଓ ଆଇନ ଛାତ୍ର ରୋଶନ ପଣ୍ଡା ଭାଗ ନେଇ ମୋଟର  ଭାଇକିଲ ଏକ୍ଟର ସପକ୍ଷ ଓ ବିପକ୍ଷ ଦିଗ ଉପରେ ଆଲୋଚନା କରିଥିଲେ । ସରକାରଙ୍କ ନୂଆଁ ମୋଟର ଭାଇକିଲ ଆଇନ ସାଧାରଣ ଲୋକଙ୍କ ସୁବିଧା ପାଇଁ ତିଆରି ହୋଇଛି । ଜଣେ ସଚେତନ ନାଗରିକ ଭବରେ ଏହି ସବୁ ନିୟମକୁ ଆମେ ସମସ୍ତେ ପାଳନ କରିବା ଉଚିତ ବୋଲି ଆଲୋଚନାରେ ମତପ୍ରକାଶ ପାଇଥିଲା । ଏହି ସେମିନାରରେ ଜିଲ୍ଲା ଓକିଲ ସଂଘର ସମସ୍ତ ସଭ୍ୟ,ସଭ୍ୟା ଯୋଗ ଦେଇଥିଲେ । ଶେଷରେ ସଂଘ ର ସଂପାଦକ ବାସୁଦେବ ରଥ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026

You Might Also Like