-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଜମନକିରା ଭୋଜପୁର ପି.ଡବ୍ଲୁ.ଡି ରାସ୍ତା ରୁ ଲୌହ ସାମଗ୍ରୀ ଚୋରି ଉଦ୍ୟମ

26-Nov-2024



ଜମନକିରl(ଅବଦୁଲ ଗୁଲାମ କାଦିର)::ଜମନକିରା ଭୋଜପୁର ପି.ଡବ୍ଲୁ.ଡି ରାସ୍ତା ରୁ ଲୌହ ସାମଗ୍ରୀ ଚୋରି ହେଉଥିବା ଅଞ୍ଚଳବାସୀ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ ଉକ୍ତ ପି.ଡବ୍ଲୁ.ଡି ରାସ୍ତାର ଉଭୟ ପାର୍ଶ୍ୱରେ ଲୌହ ବ୍ୟାରିକେଟ ଲଗାଯାଇଥିଲା ଓ ବିଗତ ଦିନରେ ଏହି ବ୍ୟାରିକେଟ କୁ ଦୁର୍ବୁତ୍ତ ମାନେ କଟର ରେ କାଟି ଚୋରି କରିନେଇଥିଲେ ଓ ପୋଲିସ ଦୁର୍ବୁତ୍ତ ମାନଙ୍କୁ ଧରିବାରେ ସଫଳ ମଧ୍ୟ ହୋଇଥିଲା। ବର୍ତ୍ତମାନ ଏହି ରାସ୍ତା କଲାପାଟଗ୍ରାମ ନିକଟରେ ଲାଗିଥିବା ଅବଶିଷ୍ଟାଂଶ ଲୌହ ଖୁଣ୍ଟ କୁ ଦୁର୍ବୁତ୍ତ ମାନେ ମାଟିରୁ ଉପାଡି ତାଡ଼ି ନେଇଯାଉଥିବା ଅଞ୍ଚଳ ବାସୀଙ୍କ ମନରେ ସନ୍ଦେହ ସୃଷ୍ଟି କରିଛି। କଲାପାଟଗ୍ରାମ ପାଖରେ ଥିବା ପ୍ରାୟ ୨୦ ରୁ ୩୦ ଟି ଲୌହଖୁଣ୍ଟ ନ ଥିବା ବେଳେ ଏହି ଲୌହଖୁଣ୍ଟ ରେ ଲାଗିଥିବା ଲୌହ ପ୍ଲେଟ ମଧ୍ୟ ଖୋଲିଦେଇ ରାସ୍ତାକଡରେ ପଡିଛି। ପୂର୍ବରୁ ଏହି ରାସ୍ତାର ବଡ଼ମାଲ ଘାଟି ପର୍ଯ୍ୟନ୍ତ ଚୋରିହୋଇଥିବା ବେଳେ ବର୍ତ୍ତମାନ ଦୁର୍ବୁତ୍ତ ମାନେ କଲାପାଟଗ୍ରାମରୁ କଟଙ୍ଗପାଣି ଗ୍ରାମ ପର୍ଯ୍ୟନ୍ତ ଲାଗିଥିବା ଅବଶିଷ୍ଟାଂଶ ଲୌହଖୁଣ୍ଟ ଗୁଡିକୁ ଟାର୍ଗେଟ କରିଥିବା ବେଳେ ପୋଲିସର ପେଟ୍ରୋଲିଂ କାର୍ଯ୍ୟକୁ ନେଇ ମଧ୍ୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ଅନ୍ୟପଟେ ଉକ୍ତ ଘଟଣା ସମ୍ପର୍କରେ ବିଭାଗୀୟ ଅଧିକାରୀ ଜାଣି ନ ଥିବା ବେଳେ ପୋଲିସ ରାତିରେ କିଭଳି ସୁରକ୍ଷା ଦେଉଛି ତାହା ମଧ୍ୟ ଚିନ୍ତାର ବିଷୟ। ଅନ୍ୟପଟେ ସରକାର ପରିବର୍ତ୍ତନ ହୋଇ ବିଭିନ୍ନ ଫଳକ ଓ ରଙ୍ଗ ପରିବର୍ତ୍ତନ ହେଉଥିବା ଯୋଗୁଁ ଏହି ଚୋରିକୁ ବିଭାଗୀୟ କାର୍ଯ୍ୟକ୍ରମ ବୋଲି ଗ୍ରାମବାସୀ ଚିନ୍ତା କରୁଥିବା ପ୍ରକାଶ କରିଛନ୍ତି। ତେଣୁ କରି ବିଭାଗୀୟ ଅଧିକାରୀ ଓ ପୋଲିସ ଘଟଣା କୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ଯଥାକ୍ରମେ ଏହାର ତଦନ୍ତ ସହିତ କାର୍ଯ୍ୟନୁଷ୍ଠାନ ଗ୍ରହଣ ପାଇଁ ସାଧାରଣ ରେ ଦାବି ହୋଇଛି। ଏ ସମ୍ପର୍କରେ କୁଚିଣ୍ଡା ଏସ ଡି ଓ ନବୀନ ବାଗେ ଙ୍କୁ ଯୋଗାଯୋଗ କରି ପଚାରିବାରୁ ଏଭଳି କୌଣସି କାର୍ଯ୍ୟ ବିଭାଗ ପକ୍ଷରୁ ଚାଲୁ ନାହିଁ ଓ ଆମେ ଯଥାଶୀଘ୍ର ଏହାର ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ନେବୁ ଓ ପୋଲିସ କୁ ମଧ୍ୟ ଜଣାଇବୁ ବୋଲି କହିଛନ୍ତି।
ଜମନକିରା ରୁ ଅବଦୁଲ ଗୁଲାମ କାଦିର


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like