-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ପଲ୍ସ ୨୦୨୪ " ହୋଲି ହାର୍ଟ ପବ୍ଲିକ ସ୍କୁଲ ର ଦଶମ ବାର୍ଷିକ ଉତ୍ସବ ସମ୍ପନ୍ନ

26-Nov-2024



ଅତାବିରା (ଆକାଶ ମିଶ୍ର): ଅତାବିରା ଏନ୍ ଏ ସି ସ୍ଥିତ ହୋଲି ଆର୍ଟସ୍ ସ୍କୁଲ ପରିସରରେ ଦଶମ ବାର୍ଷିକୋତ୍ସବ ସ୍କୁଲ ର ନିର୍ଦେଶକ ସମିତ ପ୍ରଧାନଙ୍କ  ଅଧ୍ୟକ୍ଷତା  ରେ ଅନୁଷ୍ଠିତ ହୋଇ ଯାଇଛି । ବରଗଡ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଶିକ୍ଷା ବିଭାଗ   ସମ୍ବଲପୁର ବିଶ୍ଵ ବିଦ୍ୟାଳୟ , ବୁର୍ଲା  ର ପ୍ରଫେସର ଡଃ ଯୁବରାଜ ଖମାରୀ  ମୁଖ୍ୟ ବକ୍ତା ତଥା ସମ୍ମାନିତ ଅତିଥି ରୂପେ ମଞ୍ଚlଷିନ ଥିଲେ ।
ଅତିଥି ମାନଙ୍କୁ ଉପଢୌକନ ଓ ଫୁଲତୋଡ଼ା ପ୍ରଦାନ କରି ସମ୍ବର୍ଦ୍ଧିତ କରିବା  ପରେ ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା । ପ୍ରଧାନ ଶିକ୍ଷକ ରବୀନ୍ଦ୍ର ପୂଜାରୀ   ସ୍ବାଗତ  ଅଭିଭାଷଣ ସହ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ  ।ସୀମା ଦେବତା ଅତିଥି  ପରିଚୟ ପ୍ରଦାନ କରିଥିଲେ ।  ଅନୁଶୟା ଦାଶ ଓ ସୃତି ଦାଶ ମଞ୍ଚ ପରିଚାଳନା କରିଥିଲେ ।  ଏହି ଅବସରରେ  ଅତାବିରା ଅବସର ପ୍ରାପ୍ତ ସୈନିକ ସଂଘ ଓ ଅତାବିରା ଜେ ସି ଆଇ  ର ସଭାପତି ନିତୁ ଅଗ୍ରୱାଲ ଙ୍କୁ ଟ୍ରଫି ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଗତ ବର୍ଷ ଏହି ଅନୁଷ୍ଠାନ ର  ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତ୍ୟେକ

ଶ୍ରେଣୀ ର ପ୍ରଥମ ସ୍ଥାନ ଅଧିକାର ଜାରିଥିବା ସୁପ୍ରିୟ ସାହୁ, ସ୍ଵସ୍ଥିକ ପ୍ରଧାନ, ରିଦ୍ଧି  ପାଣ୍ଡେ,ରୀୟାନ୍ସ ଅଗ୍ରୱାଲ, ଶ୍ରେୟାନ୍ସି ସଂସୀତା ଜେନା ଆଦି , ୫ ଜଣ  ଙ୍କୁ ଟ୍ରଫି ସହ ମାନପତ୍ର  ଦେଇ ପୁରସ୍କୃତ କରାଯାଇଥିବା । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୫ ମ ଶ୍ରେଣୀ ର ବିନୀତ ପଟେଲ, ଶ୍ରେୟନ୍ସି  ସଂଶିତା ଜେନା , ଦେବସ୍ମିତା ସ୍ୱାଇଁ  ଓ ଆୟତ ନିଶା ଆଦି ୪  ଜଣ ଙ୍କୁ ପୁରସ୍କୃତ କରାଯାଇଥିଲା ।ରାଜେଶ ଭୋଇ ଓ ମିତା ମହାକୁର ଙ୍କ ନିର୍ଦ୍ଦେଶନା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।୨୯୬  ଜଣ ଛାତ୍ର ଛାତ୍ରୀ  ବିଭିନ୍ନ ପ୍ରକାର ନୃତ୍ୟ ପରିବେଷଣ  କରି  ଦର୍ଶକ ଙ୍କୁ  ମୁଗ୍ଧ କରିଥିଲେ ।ଏହି କାର୍ଯ୍ୟକ୍ରମକୁ  ବିଦ୍ୟାଳୟ ର  ସମସ୍ତ ଶିକ୍ଷକ ,ଶିକ୍ଷୟତ୍ରୀ ,କର୍ମଚାରୀ ତଥା ଅଭିଭାବକ ଅଭିଭାବିକା ମାନେ ସହଯୋଗ କରିଥିବା ବେଳେ ଅମ୍ବିକା ମହାନନ୍ଦ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like