-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳିତ

26-Nov-2024



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର,ନାଇକେନପାଲି ତାଲିମ ସଭା ଗୃହ ଠାରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ -୨୦୨୪  ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାଇକେନପାଲି ଅଧ୍ୟକ୍ଷ ଡାକ୍ତର. ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟଅଧିକାରୀ (ରୋଗ ନିୟତ୍ରଣ )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଶ୍ରୀଯୁକ୍ତ ବୃନ୍ଦାବନ ସାହୁ,ଡାକ୍ତର ଶୁଭପ୍ରକାଶ ମିଶ୍ର, ଡାକ୍ତର ମାତାଙ୍ଗିନୀ ମହାନ୍ତ ଏବଂ ବ୍ଲକ କାର୍ଯ୍ୟ ପରିଚାଳକ ପ୍ରିୟ ରଞ୍ଜନ ସାହୁ, ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସମ୍ପ୍ରସlରଣ ଅଧିକାରୀ ଶାନ୍ତନୁ କୁମାର ମେହେର, ଷ୍ଟାଫ ନର୍ସ ସୁନିତା କୁଜୁର, ରିଙ୍କୁ ପଧାନ (BDM), ସୁଶାନ୍ତ ନାଏକ (MRA)ପ୍ରମୁଖ  ଯୋଗ ଦେଇ ଆଜିର ଦିବସ ରେ ଆମେ ସମସ୍ତେ ପୁରୁଷ ବନ୍ଧ୍ୟାକରଣ ବିଷୟରେ ଜନସଚେତନା ସୃଷ୍ଟି କରିବା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ l   
ଉକ୍ତ ସଭାରେ ସମସ୍ତ ଆଶା ଏବଂ ଜନ୍ମକ୍ଷମ ଦମ୍ପତି ମାନେ ଉପସ୍ଥିତ ଥିଲେ ପରି ଶେଷରେ ମୌଖିକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ଉତୀର୍ଣ୍ଣ ପ୍ରତିଯୋଗୀ ଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l ବିଗତ ବର୍ଷ ରେ ପୁରୁଷ ବନ୍ଧ୍ୟାକରଣ ପନ୍ଥା ଗ୍ରହଣ କରିଥିବା ତିନି ଜଣ ବ୍ୟକ୍ତି ଙ୍କୁ ସାର୍ଟିଫିକେଟ ଓ ଉତ୍ତରୀୟ ଦେଇ ସଂମ୍ମlନିତ କରାଯାଇଥିଲା ଏବଂ ଶେଷରେ ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସମ୍ପ୍ରସlରଣ ଅଧିକାରୀ ଶାନ୍ତନୁ କୁମାର ମେହେର,  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026

You Might Also Like