-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଖେଲଣା ନୋଟ ଦେଇ ମୋବାଇଲ ଲୁଟ ଘଟଣାରେ ଅଭିଯକ୍ତ ଗିରଫ

26-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବର୍ତ୍ତମାନ ସମୟରେ ଗ୍ରାହକ ମାନେ ଅନଲାଇନ ସପିଙ୍ଗ ପାଇଁ ଆଗ୍ରହ ପ୍ରକାଶ କରୁଛନ୍ତି ।କିନ୍ତୁ ଏହାର ଦୁରୁପଯୋଗ କଲେ କେତେ ସାଙ୍ଘାତିକ ହୋଇପାରେ ତାହା କେବେ ଭାବିନଥିବେ ।ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଅମ୍ବାଭୋନା ଗ୍ରାମରେ । ସୋମବାର ସକାଳ ୧୦.୨୦ ମିନିଟ ସମୟରେ ଅମ୍ବାଭୋନା କେଦାରନାଥ ମନ୍ଦିର ନିକଟରେ କୋରିଅର ଡେଲିଭରି ବୟ  ଅରବିନ୍ଦ ଜାମଡୋଲିଆ ଏକ ମୋବାଇଲ  ପାର୍ସଲ ଦେବାକୁ ଆସିଥିଲେ ।ସେଠାରେ ପାର୍ସଲ ଡେଲିଭରି ବୟ ପାର୍ସଲ ମଗାଇଥିବା ଯୁବକ ଅଜୟ ସିଂଙ୍କୁ ଅନଲାଇନ ଅଡ଼ର ଥିବା ମୋବାଇଲ ଫୋନ ଟି ବାହାର କରି ତାଙ୍କ ବାଇକ ଉପରେ ରଖିଥିଲେ ।ହଠାତ ଅଜୟ ଶିଶୁ ଖେଳନା ନୋଟର ଏକ ବଣ୍ଡଳ ଧରାଇ ପାର୍ସଲ ବୟକୁ ଧକ୍କା ମାରି ମୋବାଇଲଟି ଛଡାଇ  ଅମ୍ବାଭୋନା ମନ୍ଦିର ପଛ ପଟକୁ ଦୈଡ଼ି ପଳାଇଲାଥିଲା ।ଘଟଣାଟି ସଙ୍ଗେ ସଙ୍ଗେ ଅମ୍ବାଭୋନା ପୋଲିସର ନଜର କୁ ଆସିବା ମାତ୍ରେ ଅମ୍ବାଭୋନା ଥାନାଅଧିକାରୀ ଶ୍ରୀ ବିପିନ ବାଗ ତାଙ୍କ ପୋଲିସ ବାହିନୀ ସହ ମନ୍ଦିରକୁ ପହଞ୍ଚି ଚୋରକୁ ଖୋଜିବାରେ ଲାଗିପଡିଥିଲେ ।ଏହି ଘଟଣାଟି ଅମ୍ବାଭୋନାର ଯୁବ ସ୍ବେଚ୍ଛାସେବୀ ଏବଂ ବୁଦ୍ଧିଜୀବି ମହଲରେ ପହଁଚିବା ମାତ୍ରେ ସମସ୍ତେ ମିଶି ପୋଲିସକୁ ସାହାଯ୍ୟ ପାଇଁ ବାହାରିପଡିଥିଲେ ।ଅମ୍ବାଭୋନା ଅଞ୍ଚଳବାସୀ ଏବଂ ପୋଲିସ ପ୍ରଶାସନ ର ଦୁଇ ଘଣ୍ଟା ପରିଶ୍ରମ ପରେ ଚୋରକୁ କାବୁ କରିବାରେ ସକ୍ଷମ ହୋଇଥିଲେ।ଏହି ଘଟଣାକୁ ନେଇ ଅମ୍ବାଭୋନା ଥାନାରେ କେସ ନମ୍ବର ୨୨୮/୨୫.୧୧.୨୦୨୪ ଦଫା ୩୦୯(୬) ବି.ନ.ସ ଅନୁଯାୟୀ ମାମଲା ରୁଜ୍ଜୁ କରି ଆଜି ଅପରାଧି  ଅଜୟ ସିଂ କୁ ଗିରଫ କରି ବରଗଡ଼ କୋର୍ଟକୁ ପଠାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like