-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||     

HOME   ଜିଲ୍ଲା

ବାରଦଫା ଦାବୀ ନେଇ କୃଷକ ସଂଗଠନ ର ଦାବୀ ପତ୍ର

26-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ର ବାରପାହାଡ଼ କୃଷକ ସଂଗଠନ ଓ ଲାଲବାହାଦୁର ଶାସ୍ତ୍ରୀ କୃଷକ ସଂଗଠନ ର ମିଳିତ ଉଦ୍ୟମ କ୍ରମେ ମଙ୍ଗଳବାର ଦିନ ଅପରାହ୍ନ ସମୟରେ ସତାଧିକ ଚାଷୀ ଅମ୍ବାଭୋନା ବ୍ଲକ କାର୍ଯ୍ୟଳୟ ର ଦ୍ୱାରସ୍ଥ ହୋଇ ମହାମହିମ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର ବାଗ ଓ ତସିଲଦାର ଆନନ୍ଦ ପଣ୍ଡା ଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଥିଲେ। ସ୍ୱାମୀନାଥନ କମିଟି ଆଧାର ରେ ଫସଲ ର ମୂଲ୍ୟ।ୟନ, କୃଷିରୁଣ ସମ୍ପୂର୍ଣ ଛାଡ଼ ଧାନକିଣା ବିକା ରେ କଟଣୀ ଛଟଣି ବନ୍ଦ ମଣ୍ଡି ରେ ଧାନ ପଡିବାର ୪୮ ଘଣ୍ଟା ମଧ୍ୟରେ ଉଠାଣ ପନିପରିବା ମୂଲ୍ୟ ବୃଦ୍ଧି ଓ ଶୀତଳ ଭଣ୍ଡାର ପ୍ରତିଷ୍ଠା ୩୦୦ ୟୁନିଟ ମାଗଣା ବିଜୁଳି ପ୍ରଦାନ, କୃଷି କ୍ଷେତ୍ରରେ ଜଳସେଚନ ଆଧାର ରେ ବିଦ୍ୟୁତ ବିଲ ପ୍ରଦାନ ୩୦୦୦ ଟଙ୍କା ବାର୍ଦ୍ଧକ୍ୟ ଭତ୍ତା ସମ୍ବଲପୁରୀ ଭାଷା କୁ ସାମ୍ବିଧାନୀକ ମାନ୍ୟତା ପ୍ରଦାନ ପଶ୍ଚିମ ଓଡିଶା କୁ ଅଲଗା ରାଜ୍ୟ ମାନ୍ୟତା ଲଘୁ ବନଜାତ ଦ୍ରବ୍ୟ ର ଉଚିତ ମୂଲ୍ୟ ଓ ବଜାର ବ୍ୟବସ୍ଥା ଚାଷ ଜମିକୁ ଜଳସେଚନ ବ୍ୟବସ୍ଥା ଗୃହପାଳିତ ଗାଈ ଛେଳି ପାଇଁ ଗୁହାଲ ବ୍ୟବସ୍ଥା ଆଦି ଏହି ଦାବୀ ରହିଛି। ବାରପାହାଡ଼ କୃଷକ ସଂଗଠନ ର ସଭାପତି ଈଶାନ୍ତ ଚନ୍ଦ୍ର ଭୋଇ, ସମ୍ପାଦକ ଅଭିମନ୍ୟୁ ପଧାନ, ଲାଲବାହାଦୁର ଶାସ୍ତ୍ରୀ କୃଷକ ସଂଗଠନ ର ସଭାପତି ଠାକୁରରାମ ପଟେଲ, ସମ୍ପାଦକ ଶଙ୍କର ଖମାରୀ ଙ୍କ ସମେତ ସତାଧିକ ଚାଷୀ ମିଶି ଦାବୀ ପତ୍ର ରେ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026

You Might Also Like