-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ସମ୍ବିଧାନକୁ ସମ୍ମାନ କରିବା ପ୍ରତ୍ୟେକ ଭାରତୀୟଙ୍କ ମୌଳିକ କର୍ତ୍ତବ୍ୟ ବୀରମହାରାଜପୁର ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

26-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପରିଚାଳନା ସମିତି ସଭାପତି ସ୍ୱୟମ୍ଭୁନାଥ ଖଣ୍ଡିଗିରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସୋନପୁର ମହାବିଦ୍ୟାଳୟର ଅବସରପ୍ରାପ୍ତ ରାଜନୀତି ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ତଥା ଏହି ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ସତ୍ୟନାରାୟଣ ରଥ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ଏହି ଅବସରରେ ଶ୍ରୀ ରଥ ନିଜ ବକ୍ତବ୍ୟରେ କହିଥିଲେ ଏହି ଭୂମିର ସର୍ବୋଚ୍ଚ ଆଇନ ହେଉଛି ସମ୍ବିଧାନ । ସମ୍ବିଧାନକୁ ସମ୍ମାନ କରିବା ପ୍ରତ୍ୟେକ ଭାରତୀୟଙ୍କ ମୌଳିକ କର୍ତ୍ତବ୍ଯ। ସେହିପରି ରାଜନୀତି ବିଜ୍ଞାନ ବିଭାଗର ପ୍ରାକ୍ତନ ବିଭାଗ ମୁଖ୍ୟ କୁଞ୍ଜବନ ମେହେର ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିବା ବେଳେ ବିଭାଗ ମୁଖ୍ୟ ଅଧ୍ୟାପକ ଶିବ କୁମାର ପୁରୋହିତ, ଅଧ୍ୟାପକ ନରେନ୍ଦ୍ର ଝା, ଅଧ୍ୟାପକ ସ୍ମୃତିରଞ୍ଜନ ଭରାସାଗର ପ୍ରମୁଖ ସମ୍ବିଧାନର ଗୁରୁତ୍ୱ, ଗୋଟିଏ ଦେଶ ଗୋଟିଏ ନିର୍ବାଚନ, ସବକା ସାଥ୍ ସବକା ବିକାଶ ବିଷୟରେ ପ୍ରସଙ୍ଗ ଭିତ୍ତିକ ଆଲୋଚନା କରିଥିଲେ । ସଭାରେ ଉପସ୍ଥିତଥିବା ମଞ୍ଚାସୀନ ଅତିଥିବୃନ୍ଦ, ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷା କର୍ମଚାରୀ ବୃନ୍ଦ ତଥା ଛାତ୍ରଛାତ୍ରୀ ମାନେ ସାମୁହିକ ଭାବରେ ସମ୍ବିଧାନର ମୁଖବନ୍ଧ ପାଠ କରିବା ସହିତ ଏହାକୁ ସୁରକ୍ଷିତ ରଖିବା ପାଇଁ ସାମୁହିକ ଭାବରେ ସପଥ ଗ୍ରହଣ କରିଥିଲେ। ଏହି ଅବସରରେ ଅନୁଷ୍ଠିତ କୁଇଜ୍ ପ୍ରତିଯୋଗିତାରେ ଲକ୍ଷ୍ମୀକାନ୍ତ ସାହୁ ପ୍ରଥମ, ପ୍ରତୀକ୍ଷା ପଧାନ ଦ୍ୱିତୀୟ, କୁନା ମେହେର ଓ ପ୍ରଜ୍ଞାସ୍ମିତା ପଣ୍ଡା ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସେହିପରି ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତାରେ ଆରତୀ ବାରିକ ପ୍ରଥମ, ତୁଳସୀ ମେହେର ଦ୍ୱିତୀୟ, ବିଉଟି ସାହୁ ଓ କାଜଲ ମେହେର ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ରଙ୍ଗୋଲି ପ୍ରତିଯୋଗିତାରେ  କାଜଲ ମେହେର ପ୍ରଥମ, ପ୍ରଜ୍ଞା ପରମିତା ସାଥୁଆ ଓ ମିତାରାଣୀ ସିଂହ ଯୁଗ୍ମ ଭାବରେ ଦ୍ୱିତୀୟ, ପିଙ୍କି ମେହେର ଓ ସନ୍ତୋସିନୀ ମେହେର ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଅଧ୍ୟାପକ ନରେନ୍ଦ୍ର ଝା ସଭାପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷା କର୍ମଚାରୀ ଓ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like