-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଘଣ୍ଟିଗୁଡା ପଞ୍ଚାୟତ ରେ ସମ୍ବିଧାନ ଦିବସ ପାଳିତ.

26-Nov-2024



ସିନାପାଲି,(ଚିନ୍ତାମଣି ନେତାମ )
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଘଣ୍ଟିଗୁଡା ପଂଚାୟତ ପରିସରରେ ସ୍ଥାନୀୟ ସରପଞ୍ଚ ଖୁଟୁରାମ ସୁନାନୀଙ୍କ ଅଧ୍ୟକ୍ଷତାରେ ୭୫ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟା ମନ୍ଦାକିନୀ ବଘେଲ ଯୋଗଦାନ କରଥିବା ବେଳେ ମୁଖ୍ୟବକ୍ତା ଭାବେ ସିନାପାଲି ମହାବିଦ୍ୟାଳୟର ଅଧ୍ୟାପକ ବିରେନ୍ଦ୍ର ବେହେରା ଓ ସମ୍ମାନିତ ଅତିଥି ଭାବରେ ଅଧ୍ୟାପକ କ୍ଷେତ୍ରମୋହନ ଦୁରିଆ, ହେମକାନ୍ତ ଭୋଇ, ସାମ୍ବାଦିକ ସନ୍ତୋଷ ବାଗ, ଶିକ୍ଷକ ଉପେନ୍ଦ୍ର ସୁନାନୀ, ଏମବିକେ ଦ୍ରୌପଦୀ ତାଣ୍ଡି, ସାମାଜିକ କର୍ମୀ ମନୁରାମ ସୁନାନୀ,ପୂର୍ବତନ ସରପଞ୍ଚ ମାର୍କଣ୍ଡ ଗହୀର ପ୍ରମୁଖ ମଞ୍ଚଆସିନ ଥିଲେ। କାର୍ଯ୍ୟକ୍ରମ ରେ ସମ୍ବିଧାନକୁ ସମସ୍ତେ ବୁଝି ସଚେତନ ହେବାପାଇଁ ପରାମର୍ଶ ଦେଇଥିଲେ। ସମ୍ବିଧାନ ଦ୍ୱାରା ହିଁ ସମସ୍ତଙ୍କ ହକ ଓ ଅଧିକାର ବଜାୟ ରହିଛି ବୋଲି ମଞ୍ଚଆସିନ ଅତିଥି ମତ ପ୍ରକାଶ କରିଥିଲେ। ଆଗାମୀ ଦିନରେ ସମ୍ବିଧାନ ଦିବସ କୁ ଯେଭଳି ସାର୍ବଜନୀନ କରି  ପୁରପଲ୍ଲୀରେ ପାଳନ କରିବା ନେଇ ମତ ପ୍ରକାଶ ପାଇଥିଲା। ସେହିପରି ଘଣ୍ଟିଗୁଡା ଉଚ୍ଚ ବିଦ୍ୟାଳୟ ଠାରେ ମଧ୍ୟ ପ୍ରଧାନ ଶିକ୍ଷକ ସତ୍ୟବାନ ମେହେରଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ କ୍ରମରେ ଶିକ୍ଷକ ଉପେନ୍ଦ୍ର ସୁନାନୀ, ତୋଷଣ ବୈଠାରୁ, ଡୋଳାମଣି ମେହେର,ବଳରାମ ମେହେର, ବିପିନ ଜଗତ,ରୁଚିସ୍ମିତା ରଥ,ନମିତା ମେହେର,ଶଶୀ ମେହେର,ଗଣେଶ ପଟେଲ,ଉମେଶ ମାଝୀ, ରୁଷଭ ମେହେର,ବିଜୟ ଜଗତ,ଶରତ ବନ୍ଦୀଛୋର ପ୍ରମୁଖ ଉପସ୍ଥିତ ରହି ସମ୍ବିଧାନ ଓ ସମ୍ବିଧାନ ପ୍ରତି  ଆମ୍ବେଦକରଙ୍କ ଅବଦାନ ଉପରେ ବିଶେଷ ମତ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like