-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବରପାଲି ଗଙ୍ଗାଧର ଏନଏ ସି ହାଇସ୍କୁଲରେ ପ୍ରୟୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

26-Nov-2024



ବରପାଲି (ସୁଦାମ ଦୀପ)
ବରପାଲି ବ୍ଲକ ଗଙ୍ଗାଧର ଏନ ଏ ସି ହାଇସ୍କୁଲ ପରିସରରେ ପାଞ୍ଚଟି ପର୍ଯ୍ୟାୟରେ ତ୍ରି ଦିବସୀୟ  ପ୍ରୟୋଗ ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉତଯାପିତ ହୋଇଯାଇଛି l ଏ ବି ଇ ଓ ଦୁର୍ୟୋଧନ ସିଂ କାର୍ଯ୍ଯକ୍ରମକୁ  ଉଦଘାଟନ କରିଥିଲେ l ଏ ସି ଆର ସି ସି କ୍ଷେତ୍ର ମେହେର,ମିଥୁନ ସାହୁ,ବିନୟ ଭୋଇ,ଅଶୋକ ସାହୁ,ସରୋଜ ଦାଶ, ରବି ନାରାୟଣ ମହାପାତ୍ର, ରାଜେନ୍ଦ୍ର ମେହେର, ଶ୍ରୀନିବାସ ପଧାନ,ଉତ୍ତମ ଦେହୁରୀ ପ୍ରମୁଖ ପ୍ରଶିକ୍ଷକ ଭାବେ ଯୋଗ ଦେଇଥିଲେ l  ଶିବିରରେ ଶିକ୍ଷାର୍ଥୀ ମାନଙ୍କୁ ତୃତୀୟ ଶ୍ରେଣୀ ଉର୍ତ୍ତିର୍ଣ୍ଣ ହେବା ବେଳକୁ ନିପୁଣ କରିବା ପାଇଁ କି ଭଲି ଶିକ୍ଷାଦାନ ପନ୍ଥା ଯଥା ଭାଷା ଶିକ୍ଷଣ ପାଇଁ ମୌଖିକ ଭାଷା ର ବିକାଶ, ଡିକୋଡିଂ, ପଠନ ଓ ଲିଖନ, ପୁଣି ସଂଖ୍ୟା ଜ୍ଞାନ ପାଇଁ ସି ଆର ଏ, ଇ ଏଲ ପି ଏସ ପଦ୍ଧତି ସହ ୫ଇ ଓ ୩ସି ମୋଡେଲ ରେ ଶିକ୍ଷାଦାନ ଦିଆ ଯିବ ସେ ସଂପର୍କ ରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା l ବିଭିନ୍ନ ପର୍ଯ୍ୟାୟରେ ଆୟୋଜିତ ପ୍ରଶିକ୍ଷଣ ଶିବିର ରେ ବ୍ଲକ ର ୧୪ଟି କ୍ଲଷ୍ଟର ରୁ ମୋଟ ୨୨୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେଇଥିଲେ ଯାହା ଆଗାମୀ ଦିନ ରେ ନିଜ ନିଜ ସ୍କୁଲ ରେ ତାହାକୁ ଆଧାର କରି ଶିକ୍ଷାଦାନରେ ପ୍ରୟୋଗ କରିବେ l
ହାଇସ୍କୁଲ ପ୍ରଧାନ ଶିକ୍ଷକ ମନୋଜ ସାର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉଦଯାପନୀ ସମାରୋହ ରେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାରଙ୍କ ସହ ଏ ବି ଇ ଓ ରତ୍ନାକର ଭୋଇ ଓ ଅନ୍ୟ ଅତିଥି ମାନେ ଯୋଗ ଦେଇଥିଲେ l
ପରିଚାଳନା ରେ ସି ଆର ସି ସି ଅନୀଲ ଦାଶ,ବି ଆର ଟି ମୁକୁନ୍ଦ ମେହେର, ତୁଲାରାମ, ସଞ୍ଜୟ ସାହୁ ଓ ସୁଦାମ ମେହେର ସହଯୋଗ କରିଥିଲେ l ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ରାଉତ ସାର ଉକ୍ତ ପ୍ରଶିକ୍ଷଣ ର ସାର୍ଥକତା ଯାହା ଶିକ୍ଷକ ଙ୍କ ମନ ରେ ଉତ୍ଜୀବିତ କରିଛି ତାହା ନିଶ୍ଚିତ ରୂପେ ସ୍କୁଲ ରେ ପ୍ରତିଫଳିତ ହେବ କହି ସମସ୍ତ ଆର ପି ସାର,ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ଷ୍ଟାଫ୍ ଙ୍କ ପ୍ରଶଂସା ସହ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like