-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଜାନୁୟାରୀ ୧୫ରୁ ୧୯ ସମ୍ବଲପୁରୀ ଧନୁଯାତ୍ରା, ଆଜି ହେଲା କଂସବରଣ

26-Nov-2024




ସମ୍ବଲପୁର, (ସଞ୍ଜିବ ପାଣିଗ୍ରାହୀ) :ଦ୍ଵିତୀୟ ବର୍ଷ ପାଇଁ  ଆଗାମୀ ଜାନୁଆରୀ ୧୫ରୁ ୧୯ ଜାନୁଆରୀ ପର୍ଯ୍ୟନ୍ତ ସମ୍ବଲପୁର ଠାରେ ସମ୍ବଲପୁରୀ ଧନୁଯାତ୍ରା ଅନୁଷ୍ଠିତ ହେବ।ଏହି ସମ୍ବଲପୁରୀ ଧନୁଯାତ୍ରା ନିମନ୍ତେ ଆଜି ଧନୁଯାତ୍ରା କମିଟି ପକ୍ଷରୁ କଂସ ବରଣ କରାଯାଇଛି।ଚଳିତ ବର୍ଷ କଂସ ଅଭିନୟ କରୁଥିବା କଳାକାର ଫଣୀନ୍ଦ୍ର କୁମାର ପଣ୍ଡା ଙ୍କ ଶାନ୍ତିନଗର ସ୍ଥିତ ବାସ ଭବନ ରେ କଂସ ବରଣ କାର୍ଯ୍ୟକ୍ରମ ହିନ୍ଦୁ ରୀତିନୀତି ସହ ହୋଇଯାଇଅଛି।ସମ୍ବଲପୁର ବ୍ରହ୍ମମଣ୍ଡପ ପଣ୍ଡିତ ଉପେନ୍ଦ୍ର ପାଣିଗ୍ରାହୀ ପୂଜକ କାର୍ଯ୍ୟ ତୁଲାଇଥିବାବେଳେ ଧନୁଯାତ୍ରା କମିଟି ତରଫ ରୁ ସଭାପତି ସଞ୍ଜୟବାବୁ କଂସ ମହାରାଜଙ୍କୁ ରାଜମୁକୁଟ, ଖଣ୍ଡା ପ୍ରଦାନ ସହ ଉତ୍ତରୀୟ ଦେଇ ଚଳିତ ବର୍ଷ ନିମନ୍ତେ କଂସ ଭୂମିକା ପାଇଁ ବରଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ସମ୍ପାଦକ ଗୁଣରଞ୍ଜନ ସାଳିମା, ଲେଖକ ନିର୍ଦ୍ଦେଶକ ବାବଳୁ ବାଗଙ୍କ ସମେତ କମିଟିର ନିଶିକାନ୍ତ ବିଶ୍ୱାଳ, କୃଷ୍ଣଚନ୍ଦ୍ର ବାଗ, ଚୈତନ୍ୟ ନାୟକ, ଯୋଗେଶ ନନ୍ଦ, ଲଳିତ ବେଵର୍ତା, ଜୟକୃଷ୍ଣ ବେହେରା, ସୌରୀ ନାରାୟଣ ପାଣିଗ୍ରାହୀ,ରାହୁଲ ଗୁପ୍ତା, ଘୁନୁଚରଣ ପାଢ଼ୀ, କିଶୋର ଧରେଇ ପ୍ରମୁଖ ଉପସ୍ଥିତ ଥିଲେ। 
ଏଠାରେ ସୂଚନାଯୋଗ୍ୟଯେ, ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ୍ୟ ଗଙ୍ଗାଧର ମଣ୍ଡପ ମଥୁରା ନଗରୀ ଓ ଚାଉଁରପୁର ଗୋପପୁର ରେ ପରିଣତ ହେବ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like