-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

27-Nov-2024



ବଲାଙ୍ଗିର(ଦେବାଶିଷ ବହିଦାର): ଜିଲ୍ଲା ଆଇନ ସେବା ପ୍ରାଧିକରଣ ଏବଂ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ମିଳିତ ଆୟୋଜନରେ ସମ୍ବିଧାନ ଦିବସ ପାଳନ ଏବଂ ଆଇନ ସଚେତନତା ଶିବିର ସହିତ ଏକ ସେମିନାର 'ପରମ୍ପରାରୁ ଆଧୁନିକତା ପର୍ଯ୍ୟନ୍ତ ସାମ୍ବିଧାନିକ ବ୍ୟାଖ୍ୟାର ବିକାଶ' ବିଷୟବସ୍ତୁ ଉପରେ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟରେ ଆୟୋଜିତ ହୋଇଛି  । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ ସାମଲ,  ଫ୍ୟାମିଲି କୋର୍ଟ ଜଜ୍ ବଲାଙ୍ଗିର ବିକ୍ରମ କେଶରୀ ପଟ୍ଟନାୟକ, ଭିଜିଲାନ୍ସ ନ୍ୟାୟାଳୟ ଜଜ୍ ବଲାଙ୍ଗିର ମଳୟ ରଂଜନ ଦାଶ, ଅତିରିକ୍ତ ଜିଲ୍ଲା ଜଜ୍ ପ୍ରିୟ ରଂଜନ ମିଶ୍ର, ଅତିରିକ୍ତ ଜିଲ୍ଲା ଜଜ୍ (ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ) ଶ୍ରୀମତୀ ଇତିଶ୍ରୀମାଳବିକା ଭୂୟାଁ, ସିଭିଲି କୋର୍ଟ ରେଜିଷ୍ଟାର ଶ୍ରୀଦିପ୍ ମିଶ୍ର, ସିଭିଲ୍ ଜଜ୍ (ବରିଷ୍ଠ) ଆଶିଷ କୁମାର ସାହୁ, ସିଭିଲ୍ ଜଜ୍ (ବରିଷ୍ଠ) ଶ୍ରୀମତୀ କୁମୁନ୍ ଆଚାର୍ଯ୍ୟ, ସିଭିଲ୍ ଜଜ୍ (ବରିଷ୍ଠ)ବଲାଙ୍ଗିର ଶ୍ରୀମତୀ ବୈଶାଳୀ ନାୟକ, ଅତିରିକ୍ତ ସିଭିଲ୍ ଜଜ୍ (ବରିଷ୍ଠ) ଶ୍ରୀମତୀ ଅର୍ଣ୍ଣପୂର୍ଣ୍ଣା  ଷଡଙ୍ଗୀ,

ଏସଡିଜେଏମ ଶ୍ରୀମତୀ ଦୀପାରାଣୀ ଜେନା, ସିଭିଲ୍ ଜଜ୍ (କନିଷ୍ଠ) ଶ୍ରୀମତୀ ସାସ୍ଵତୀ ମହାପାତ୍ର, ଜେ.ଏମ୍.ଏଫ୍.ସି ଶ୍ରୀମତୀ ଲକ୍ଷ୍ମୀ ବେହେରା, ଆଇନ ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀଯୁକ୍ତ ଅମରେନ୍ଦ୍ର ମିଶ୍ର, ଅଧ୍ୟକ୍ଷ ଶ୍ରୀଯୁକ୍ତ ସଂଜିବ୍ ପ୍ରଧାନ ,କିଟ ଲ କଲେଜ ର ଆସିଷ୍ଟାଣ୍ଟ ପ୍ରଫେସର ଶ୍ରୀଯୁକ୍ତ ପ୍ରତିକ୍ ମିଶ୍ର ଏବଂ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ସମସ୍ତ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ ।  ଏହାସହ ବଲାଙ୍ଗିର ଓକିଲ ସଂଘର ସଦସ୍ୟ ଓ ପ୍ରାଧିକରଣର ପି.ଏଲ୍.ଭି ମାନେ ଉପସ୍ଥିତ ଥିଲେ ।
ଉକ୍ତ ଶିବିରରେ ଜିଲ୍ଲା ନ୍ୟାୟାଧିଶ ବଲାଙ୍ଗିର ଶ୍ରୀଯୁକ୍ତ ପବିତ୍ର ମୋହନ ସାମଲ ୭୫ତମ ସମ୍ବିଧାନ ଦିବସ ସଂବନ୍ଧରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ବସ୍ତୃତ ବିବରଣୀ ପ୍ରଦାନ କରିବା ସହ ଏହାକୁ କିପରି ସେମାନେ ଦୈନନ୍ଦିନ ଜିବନରେ କାର୍ଯ୍ୟକାରୀ କରିବେ ସେଥି ନିମନ୍ତେ ଉତ୍ସାହିତ କରିଥିଲେ । ଫ୍ୟାମିଲି କୋର୍ଟ ଜଜ ଶ୍ରୀଯୁକ୍ତ ବିକ୍ରମ କେଶରୀ ପଟ୍ଟନାୟକ, ସମ୍ବିଧାନ ଦିବସର ମହତ୍ବ ସଂପର୍କରେ ନିଜସ ବିବରଣି ରଖିଥିଲେ । ଜଜ୍ ଭିଜିଲାନ୍ସ ନ୍ୟାୟାଳୟ, ବଲାଙ୍ଗିର ଶ୍ରୀଯୁକ୍ତ

ମଳୟ ରଂଜନ ଦାଶ, ବିଭନ୍ନ ଦେଶର ସମ୍ବିଧାନ ଏବଂ ଭାରତର ସମ୍ବିଧାନ ମଧ୍ୟରେ ଥିବା ପାର୍ଥକ୍ୟ କୁ ସରଳ ଭାବରେ ବୁଝାଇଥିଲେ । ଏହି କାର୍ଯ୍ୟକର୍ମର ସ୍ଵାଗତ ଭାଷଣ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦାନ କରିଥିଲେ । ମଞ୍ଚାସିନ ଅତିଥି ମାନେ ସମ୍ବିଧାନର ଡ୍ରାଫ୍ଟ ଏବଂ ଗଠନ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପବିତ୍ରାନନ୍ଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like