-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତର ଦ୍ବିତୀୟ ଦିନରେ ପୂର୍ତ୍ତ ବିଭାଗ ମୁଖ୍ୟ ଶାସନ ସଚିବ

27-Nov-2024



ବଲାଙ୍ଗିର(ଦେବାଶିଷ ବହିଦାର): ଦୁଇ ଦିନିଆ ବଲାଙ୍ଗିର ଜିଲ୍ଲା ଗସ୍ତର ଦ୍ବିତୀୟ ଦିନରେ ପୂର୍ତ୍ତ ବିଭାଗ ମୁଖ୍ୟ ଶାସନ ସଚିବ ବିରବିକ୍ରମ ଯାଦବ ଗତକାଲି ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଞ୍ଚଳ ବୁଲି ଦେଖିଥିଲେ । ବଲାଙ୍ଗିର ଆକାଂକ୍ଷା ଜିଲ୍ଲା ନୋଡ଼ାଲ ଅଧିକାରୀ ରୂପେ ସେ ସକାଳୁ ଝଙ୍କାରପାଲି ସ୍ଥିତ ବଟନ ଛତୁ ୟୁନିଟ୍ ବୁଲିଦେଖିଥିଲେ । ଜୈବିକ ପ୍ରଣାଳୀରେ ଚାଷ ଏବଂ ଚାଷୀ କିପରି ଭଲ ଦାମ ରେ ବଜାରରେ ବିକ୍ରି କରିପାରିବ ସେ ବାବଦରେ ଧ୍ୟାନ ଦେବାକୁ କହିଥିଲେ । ଏହାପରେ ପାଟଣାଗଡ ଏମସିଏଚ ଏବଂ ଗଙ୍ଗାସାଗର ସରକାରୀ ଉଚ୍ଚ ବିଦ୍ୟାଳୟ ଯାଇଥିଲେ ।

ସେଠାରେ ଥିବା ଛାତ୍ର ଛାତ୍ରୀ , ଅଭିଭାବକ , ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଙ୍କ ସହ ଆଲୋଚନା କରିଥିଲେ । ପିଲାଙ୍କ ପାଇଁ ଉଦ୍ଧିଷ୍ଟ ସରକାରୀ ଯୋଜନା ପ୍ରଣୟନ କଥା ପଚାରିବୁଝିଥିଲେ । ପରେ ଭାରୁଆମୁଣ୍ଡା ଆଦର୍ଶ ବିଦ୍ୟାଳୟ ଯାଇଥିଲେ । ବଡକେଲା ପ୍ରାଥମିକ ସ୍ବାସ୍ଥ୍ଯ କେନ୍ଦ୍ର ରେ ଡାକ୍ତର ଏବଂ ଷ୍ଟାଫ ଙ୍କ ସହ କଥା ହୋଇଥିଲେ । ସ୍ବାସ୍ଥ୍ୟ ସେବାକୁ ଲୋକଙ୍କ ସେବା କରି ଆହୁରି ଲୋକାଭିମୁଖୀ କରିବାକୁ ପ୍ରସ୍ତାବ ଦେଇଥିଲେ । ଏହାପରେ ତୁରେକେଲା ଆଶ୍ରମ ସ୍କୁଲ ରେ ଅଧିବାସୀଙ୍କ ସୁବିଧା ପଚାରିବା ସହ ଏକ ସ୍ଵପ୍ନ ନେଇ ବଞ୍ଚିବାକୁ ପ୍ରେରିତ କରିଥିଲେ । ଦାବରୀ ଅଙ୍ଗନବାଡିରେ ପିଲାଙ୍କୁ ମିଳୁଥିବା ଖାଦ୍ୟ, ମା ମାନଙ୍କୁ ମିଳୁଥିବା ସୁବିଧା ସଠିକ ପ୍ରଣୟନ ପାଇଁ ନିର୍ଦେଶ ଦେଇଥିଲେ । ଏହାପରେ ସିଦ୍ଧେକେଲାସ୍ଥିତ ଗ୍ରାମୀଣ ଇଣ୍ଡସତ୍ରୀଆଲ ପାର୍କ ରେ ବିଭିନ୍ନ ସ୍ଵୟଂସହାୟକ ଗୋଷ୍ଠୀଙ୍କ ଦ୍ବାରା ବନାଯାଉଥିବା ଦ୍ରବ୍ୟ ର ବିକିବା ମୂଲ୍ୟ , ବନେଇବାକୁ ଲାଗୁଥିବା ସମୟ ଏବଂ ରୋଜଗାର ବିଷୟରେ କଥା ହେଇଥିଲେ । ଏହାପରେ ଖୋଲାନ ଗ୍ରାମପଞ୍ଚାୟତ ଅଫିସ ଏବଂ ଖୋଲାନ ଅମୃତ ସରୋବର ବୁଲିଦେଖିଥିଲେ । ପାର୍କ ନିକଟରେ ଆନୁଷଙ୍ଗିକ ବ୍ୟବସ୍ତା ରେ ଖୁସି ହୋଇଥିଲେ ଏବଂ

ସବୁଜ ବିଦ୍ୟୁତକୁ ପ୍ରାଧ୍ୟାନ୍ୟ ଦେଇ ସୋଲାର ବିଦ୍ୟୁତ ଲଗେଇବାକୁ ଅନୁରୋଧ କରିଥିଲେ । ତାଙ୍କର ଏହି ଗସ୍ତ ବେଳେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା , ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର, ଆସିଷ୍ଟାଣ୍ଟ କଲେକ୍ଟର ସୋନିଆଶ୍ରି ମଲ୍ଲିକ, ଜିଲ୍ଲା ସାମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର, ଟିଟିଲାଗଡ ଉପଜିଲ୍ଲାପାଳ ରେହାନ ଖେତ୍ରୀ, ଅରମାସ ଯୁଗ୍ମ ସିଏଇଓ କମଳେନ୍ଦୁ ପଲ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ବାଳ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like