-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||     

HOME   ଜିଲ୍ଲା

ସମ୍ବିଧାନ ଦିବସ ପାଳନ 

27-Nov-2024



ବଲାଙ୍ଗୀର (ଦେବାଶିଷ ବହିଦାର): ସରକାରୀ ମହିଳା ମହାବିଦ୍ୟାଳୟର ପ୍ରେକ୍ଷାଳୟରେ  ନେହେରୁ ଯୁବକେନ୍ଦ୍ର ବଲାଙ୍ଗିର ଶାଖା, ଜାତୀୟ ସେବା ଯୋଜନା, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ, ସରକାରୀ ମହିଳା ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ  ସମ୍ବିଧାନ ଦିବସ ପାଳିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା, ଡ଼ଃ ସଦାଶିବ ମଲ୍ଲିକ, ବିଭୂତିଭୂଷଣ ସାହୁ, ଏନ୍ ଏସ୍ ଏସ୍ କାର୍ଯ୍ୟକ୍ରମ

ଅଧିକାରିଣୀ ଡ଼ଃ ମିନତୀ ଦେବତା ପ୍ରମୁଖ ମଞ୍ଚାସୀନ ରହି ସମ୍ବିଧାନ ଦିବସର ମହତ୍ତ୍ୱ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ I କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଅଧ୍ୟାପକ ଡ଼ଃ ରାଜେଶ କୁମାର କର୍ଣ୍ଣ I ଏହି କାର୍ଯ୍ୟକ୍ରମ ଅବସରରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକାମାନେ ଯଥା ଡ଼ଃ ଅନୁରାଧା ମିଶ୍ର, ଅକ୍ଷୟ କୁମାର ସେଠ୍, ଦେବଦତ୍ତ ପାଣିଗ୍ରାହୀ  ପ୍ରମୁଖ ସମ୍ବିଧାନ ଦିବସର ମହତ୍ତ୍ୱ ଉପରେ ନିଜର ମତବ୍ୟକ୍ତ କରିଥିଲେ I ଏହି ଅବସରରେ ଚିତ୍ରାଙ୍କନ ଏବଂ ପ୍ରବନ୍ଧ ପ୍ରତିଯୋଗିତା ଛାତ୍ରୀମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଥିଲା I ଚିତ୍ରାଙ୍କନରେ ଯଥାକ୍ରମେ ଶ୍ରଦ୍ଧାଞ୍ଜଳି ବେହେରା, ସିମ୍ରନ୍‌  ଦଳେଇ ଏବଂବର୍ଷା ଗହିର ପ୍ରଥମ ଦ୍ବିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିଲେ I ସେହିପରି ପ୍ରବନ୍ଧ ଲିଖନରେ ପ୍ରଥମ

ସ୍ଥାନ କ୍ଷିତିସୁତା ପ୍ରଧାନ, ଦ୍ଵିତୀୟ ସ୍ଥାନ ଶକ୍ତିଶା ଚୌଧୁରୀ ଏବଂ ତୃତୀୟ ସ୍ଥାନ ଉଭୟ ସ୍ୱସ୍ତିକା ତ୍ରିପାଠୀ ଓ ଗାୟତ୍ରୀ ଦାଶ ଅଧିକାର କରିଥିଲେ I ଆରମ୍ଭରେ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଥିଲା ।  କାର୍ଯ୍ୟକ୍ରମର ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ଯାପିକା ସୁଚେତା ଦୋରା। ବହୁ ସଂଖ୍ଯାରେ ଛାତ୍ରୀ ତଥା ଅଧ୍ୟାପକ ଅଧ୍ୟାପିକାମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ। ଶେଷରେ ଜାତୀୟସଂଗୀତ ଗାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026

You Might Also Like