-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ରାଜ୍ୟ

ଅତାବିରା ମହାବିଦ୍ୟାଳୟରେ ବିକଶିତ ଓଡ଼ିଶା ପାଇଁ ବିକଶିତ ଭାରତ ସଚେତନତା

27-Nov-2024



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ଏନ୍ ଏ ସି ସ୍ଥିତ ୫୩ ନମ୍ୱର୍ ଜାତୀୟ ରାଜପଥ କଡ଼ରେ ଥିବା ଅତାବିରା ମହାବିଦ୍ୟାଳୟ ସଭା କକ୍ଷ ରେ ବିକଶିତ ଓଡ଼ିଶା ପାଇଁ ବିକଶିତ ଭାରତ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅତାବିରା ମହାବିଦ୍ୟାଳୟ ର  ଅଧ୍ୟକ୍ଷ  ଅଶ୍ଵିନୀ କୁମାର ପ୍ରଧାନଙ୍କ ଅଧ୍ୟକତlରେ  ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷ ଶ୍ର ପ୍ରଧାନ ନିଜ ବକ୍ତବ୍ୟ ରେ ୧୯୩୬ ରୁ ୨୦୩୬ ମଧ୍ୟରେ ଓଡ଼ିଶାର ଗୌରବମୟ ଅଧ୍ୟାୟକୁ ବିସ୍ତୃତ ଭାବେ ଛାତ୍ର/ଛାତ୍ରୀଙ୍କୁ ବୁଝାଇଥିଲେ।ଏହା ବ୍ୟତୀତ ବ୍ୟକ୍ତିର ବିକାଶ ହେଲେ ରାଜ୍ୟ ତଥା ଦେଶର ବିକାଶ  ହୋଇବ ବୋଲି ପିଲାମାନଙ୍କୁ ଦିଗ ଦର୍ଶନ ଦେଇଥିଲେ। ସେହିପରି ଅଧ୍ୟାପକ ଡ,ମଦନ ମେହେର ,ପରମାନନ୍ଦ ରଥ ଓ ମାନଭଞ୍ଜନ ପ୍ରଧାନ

ପ୍ରମୁଖ  ଏହି ବିଷୟରେ ଅତି ସଂକ୍ଷେପରେ ନିଜର ଅଭି ଭାଷଣ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ସମାପ୍ତି ପୂର୍ବରୁ ପିଲା ମାନେ ରାଷ୍ଟ୍ରୀୟ ସଙ୍ଗୀତ ସହ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରିଥିଲେ। ଏହି ସଚେତନ କାର୍ଯ୍ୟକ୍ରମରେ ଅଧ୍ୟାପକ ସୂର୍ଯ୍ୟ ନାରାୟଣ ବିଶ୍ଵାଳ,ଲଳିତ ପ୍ରଧାନ, ପରେଶ୍ ଦ୍ଵୀପ, ଚିନ୍ତାମଣି ପ୍ରଧାନ, ତ୍ରିବିକ୍ରମ ମହାପାତ୍ର, ବାବୁଲାଲ ପ୍ରଧାନ, ବିଭୂତି ନାୟକ, ଜନାର୍ଦ୍ଦନ ପ୍ରଧାନ,ଅଧ୍ୟାପିକା ଅପର୍ଣ୍ଣା ସାହୁ, କ୍ରିଶ୍ନଞଳି ବିଶ୍ଵାଳ, ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିବା ବେଳେ ଅଧ୍ୟାପକ ପରମାନନ୍ଦ ରଥ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like