-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ରାଜ୍ୟ

ଘର କାମ ସମୟରେ ରାଜମିସ୍ତ୍ରିଙ୍କ ମୃତ୍ୟୁ ଘଟଣା : ବିଧାୟକଙ୍କ ଗିରଫ ଦାବି କଲା ଆଦିବାସୀ ସଂଘ

09-Jan-2021



ବଲାଙ୍ଗୀର (ପ୍ରେରଣା ଖବର): ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଦୁଇମହଲା ଘର ନିର୍ମାଣ କାର୍ଯ୍ୟରେ ନିୟୋଜିତ ରାଜମିସ୍ତ୍ରି ଡିଙ୍ଗର ବରିହାଙ୍କ ୧୧କେଭି ଲାଇନ ସଂସ୍ପର୍ଶରେ ଆସି ଗୁରୁବାର ମୃତ୍ୟୁ ଘଟିଥିଲା। ଏହି ଘଟଣାକୁ ନେଇ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ୧୧କେଭି ଲାଇନ ଥିଲେ ବି ବିଧାୟକ ଶ୍ରୀ ମେହେର କାମ ବେଳେ ଲାଇନ କାଟିବାକୁ ବିଦ୍ୟୁତ ବିଭାଗଠାରୁ କୌଣସି ଅନୁମତି ନନେଇ ମିସ୍ତ୍ରିଙ୍କୁ କାମରେ ଲଗାଇଥିଲେ। ଏଣୁ ତାଙ୍କ ଦାୟିତ୍ୱହୀନ କାମ ପାଇଁ ମିସ୍ତ୍ରିଙ୍କ ମୃତ୍ୟୁ ହୋଇଛି ବୋଲି ସଂଘ ଅଭିଯୋଗ କରିଛି। ପୂର୍ବରୁ ମଧ୍ୟ ପାଟଣାଗଡ଼ ଥାନା ଅନ୍ତର୍ଗତ ପୋଡ଼ଛାପର ଗ୍ରାମର ଧନସିଂ ମେହେରଙ୍କ ଘର ଛାତ କାମ ସମୟରେ ମୁଣ୍ଡାପଲା ଗ୍ରାମର ଜଣେ ଶ୍ରମିକ ପ୍ରଦୀପ ଧରୁଆ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିଲେ ଓ ଘର ନିର୍ମାଣ କରୁଥିବା ଲୋକ ସେହି ଘଟଣାରେ ଜେଲ ଯାଇଥିଲେ। ସାଧାରଣ ଲୋକଙ୍କ ପାଇଁ ଗୋଟିଏ ଆଇନ ଥିବା ବେଳେ ବିଧାୟକଙ୍କ କ୍ଷେତ୍ରରେ ଆଇନ ପରିବର୍ତନ କାହିଁକି ହେବ ବୋଲି ସଂଘ ପ୍ରଶ୍ନ କରିଛି। ଏଣୁ ବିଧାୟକଙ୍କ ଗିରଫ ଦାବି କରିଛି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ। ଆଗାମୀ ୩ ଦିନ ମଧ୍ୟରେ ଗିରଫ କରାନଗଲେ ଜିଲ୍ଲାବ୍ୟାପୀ ଆନ୍ଦୋଳନ କରିବାକୁ ସଂଘ ନିଷ୍ପତ୍ତି ନେଇଛି। ସଂଘ ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ଯେ, ଖପ୍ରାଖୋଲ ବ୍ଲକ ଚଙ୍ଗରିଆ ଗ୍ରାମର ସମାରୁ ବରିହାଙ୍କ ପୁଅ ଡିଙ୍ଗର ବରିହା (୪୬) ଆଦିବାସୀ ସଂପ୍ରଦାୟର। ମୃତ ରାଜମିସ୍ତ୍ରି ଡିଙ୍ଗର ବରିହା ବିଧାୟକ ମେହେରଙ୍କ ଦୁଇମହଲା କୋଠାର ଛାତ କାମ କରୁଥିଲେ। ଏହି କୋଠା ନିକଟରେ ୧୧ କେଭି ବିଦ୍ୟୁତ ତାର ଟଣାଯାଇଛି। ସେହି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ରାଜମିସ୍ତ୍ରି ବରିହାଙ୍କ ମୃତ୍ୟୁ ଘଟିଥିଲା। ରାଜମିସ୍ତ୍ରି ବରିହାଙ୍କ ମୃତ୍ୟୁ ପାଇଁ ବିଧାୟକ ସରୋଜ ମେହେର ଦାୟୀ। କାରଣ ୧୧ କେଭି ବିଦ୍ୟୁତ ତାର ନିକଟରେ ଗୃହ ନିର୍ମାଣ ପାଇଁ ବିଦ୍ୟୁତ ବିଭାଗଠାରୁ ଆଗୁଆ ଅନୁମତି ନେବାକୁ ପଡ଼େ। ହେଲେ ବିଧାୟକ ଶ୍ରୀ ମେହେର ତାହା କରିନଥିଲେ। ବିଧି ନ ଜାଣି ବିଧାୟକ ହୋଇଛନ୍ତି, ଯଦି ବିଧି ବିଧାନ, ନୀତି ନିୟମ ଜାଣିଥିଲେ ତେବେ ଉଲ୍ଲଂଘନ କଲେ କାହିଁକି ବୋଲି ସଂଘ ପ୍ରଶ୍ନ ଉଠାଇଛି। ରାଜମିସ୍ତ୍ରିଙ୍କ ପରିବାର ବର୍ତମାନ ବହୁତ ଅସୁବିଧାରେ। ସେମାନଙ୍କୁ ସୁରକ୍ଷା ଦିଆଯାଉ। କାରଣ ରାଜମିସ୍ତ୍ରିଙ୍କ ମରଶରୀର ହସପିଟାଲରେ ଥିଲା। ୫ଜଣ ପୁଅ ଝିଅ ରମାକାନ୍ତ, କାନ୍ତ, ରାଧାକାନ୍ତ, ଦେବାଶିଷ ଓ ଶିବାନୀ ବରିହା ହସପିଟାଲରେ ଥିଲେ। ବିଧାୟକ ଲୋକ ପଠାଇ ସେମାନଙ୍କୁ ଉଠାଇନେଲେ। ଅପରାହ୍ନ ୪ଟାରେ ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ହେଲା। ଏପରିକି ଡିଙ୍ଗର ବରିହାଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହେଁ ବୋଲି ଲେଖାଇ ନିଆଯାଇଛି। ଏହା କଲା କିଏ? ଚାପ ପ୍ରୟୋଗ କଲା କିଏ? ଏ ସବୁର ତଦନ୍ତ କରାଯାଉ ଏବଂ ରାଜମିସ୍ତ୍ରି ଡିଙ୍ଗର ବରିହାଙ୍କ ମୃତ୍ୟୁ ପାଇଁ ଦାୟୀ ବିଧାୟକ ଶ୍ରୀ ମେହେରଙ୍କୁ ଗିରଫ କରାଯାଉ ବୋଲି ସଂଘ ଦାବି କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like