-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ରାଜ୍ୟ

କଣ୍ଟାମାଳରେ ଜାତୀୟ ସମ୍ବିଧାନ ଦିବସ ପାଳିତ

27-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା): ସମ୍ବିଧାନ ପ୍ରଣେତା ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ନଭେମ୍ବର ୨୬ତାରିଖକୁ ସାରା ଦେଶରେ ଜାତୀୟ ସମ୍ବିଧାନ ଦିବସ ରୂପେ ପାଳନ କରାଯାଉଥିବା ବେଳେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ବିଭିନ୍ନ ସ୍ଥାନରେ ଏହି ଦିବସ ପାଳିତ ହୋଇଯାଇଛି। ସମାଜସେବୀ ଡମ୍ବରୁଧର କହଁର ଙ୍କ ନେତୃତ୍ୱରେ ଆଜି ସକାଳ ୯ଘଣ୍ଟା ସମୟରେ ସମ୍ବିଧାନ ଦିବସ ପାଳନକୁ ନେଇ ଏକ ସଚେତନତା ରାଲି ନଗର ପରିକ୍ରମା କରିଥିଲା  l ଏହିଅବସରରେ ଆୟୋଜିତ ଏକ ସଭାକୁ କଣ୍ଟାମାଳ ତହସିଲଦାର ସୁଶ୍ରୀ ଶ୍ୱେତପଦ୍ମା ଯୋଶୀ ମୁଖ୍ୟଅତିଥି ଭାବେ ଉଦଘାଟନ କରିଥିଲେ  l  ଅନ୍ୟମାନଙ୍କ ମଧ୍ୟରେ ବେଦ ଷାଣ୍ଢ, ରାମଚନ୍ଦ୍ର ତାଣ୍ଡି,ଠାକୁର ଚରଣ ନାୟକ,ଭୋଲା କହଁର,ସନ୍ତୋଷ ବେହେରା ପ୍ରମୁଖ ଯୋଗଦେଇ ଡ଼ଃ ଆମ୍ବେଦକର ଦେଶବାସୀଙ୍କ ପ୍ରତି ଯେଉଁ ସତର୍କ ସୂଚନା ଦେଇଥିଲଲେ ଓ ଆମକୁ ଅସମ୍ବିଧାନିକ ଉପାୟ ଅବଲମ୍ବନ ନକରିବାକୁ ପରାମର୍ଶ ଦେଇଥିବାବେଳେ ସର୍ବସାଧାରଣ ଆଇନ ଅମାନ୍ୟ, ବିଦ୍ରୋହରୁ ଦୁରେଇ ରହିବାକୁ ଦେଇଥିବା ପରାମର୍ଶ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ   l ସେହିପରି ଘଣ୍ଟାପଡା କଲେଜ ରାଜନୀତି ବିଜ୍ଞାନ ଅଧ୍ୟାପକ ହୃଷିକେଶ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବିଧାନ ଦିବସ ସଭାରେ କଲେଜର ପ୍ରତିଷ୍ଠାତା ସଦସ୍ୟ

ପ୍ରଭାତ କୁମାର ସାହୁ ମୁଖ୍ୟଅତିଥି,କଲେଜ ଅଧ୍ୟକ୍ଷ ଗିରିଧର ଦେହୁରୀ ମୁଖ୍ୟବକ୍ତା ଓ ଅଧ୍ୟାପକ ଟଙ୍କଧର କମ୍ପ, ଇଂରାଜୀ ଅଧ୍ୟାପିକା ଶ୍ରୀମତୀ ମଧୁସ୍ମିତା ଭୋଇ, ଅର୍ଥନୀତି ଅଧ୍ୟାପିକା ଗିତାଞ୍ଜଳି ରଣା ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ସମ୍ବିଧାନର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଏଥିରେ ଅନେକ ଛାତ୍ରଛାତ୍ରୀ ନିଜ ନିଜର ମତାମତ ରଖିଥିଲେ। ଶେଷବର୍ଷର ଛାତ୍ରୀ ଦୁର୍ଲ୍ଲଭି ରଣା ସଭା ପରିଚାଳନା କରିଥିବା ସ୍ଥଳେ ଅଧ୍ୟାପିକା କବିତା ସାହୁ ଧନ୍ୟବାଦ ଦେଇଥିଲେ। ସେହିପରି ଘଣ୍ଟାପଡ଼ା ଥାନା, ପଞ୍ଚାୟତ, ସମସ୍ତ ବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like