-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁରରେ ଖାଦ୍ୟ ମେଳା ସହ ଅଭିଭାବକ ଓ ଶିକ୍ଷକ ବୈଠକ

27-Nov-2024



(ନିରଞ୍ଜନ ତ୍ରିପାଠୀ )-ବରଗଡ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫ୍ରେଜରପୁର ସ୍କୁଲ ପରିସରରେ ଆଜି ବାର୍ଷିକ ଖାଦ୍ୟ ମେଳା ଅନୁଷ୍ଠିତ ହେବା ସହ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରମରେ ସ୍କୁଲରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କଦ୍ବାରା ଏକ ନିଆରା ଖାଦ୍ୟ ମେଳା ଅନୁଷ୍ଠିତ ହୋଇଥିଲା। ଉକ୍ତ ମେଳାକୁ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀ ଚିତ୍ତରଞ୍ଜନ ପ୍ରଧାନ ଯୋଗଦାନ ପୂର୍ବକ ମେଳାକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଅତିଥି ବିଶ୍ୱବାଣୀ ସମ୍ବାଦପତ୍ରର ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ତଥା ପ୍ରେରଣା ର ବରିଷ୍ଠ ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ,କେଛୋଦାଦର ହାଇସ୍କୁଲର ପ୍ରଧାନ ଶିକ୍ଷକ ସ୍ମୃତି ରଞ୍ଜନ ପାଲ, ଧର୍ମେନ୍ଦ୍ର ବୁଡେକ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ମେଳାରେ ନିରାମିଷ, ଆମିଷ, ମିଷ୍ଟାନ୍ନ,ପେୟ,ସାଲାଟ  ପ୍ରମୁଖ ଅନେକ ପ୍ରକାରର ଖାଦ୍ୟ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସହ ପ୍ରଦର୍ଶିତ ହୋଇଥିଲା। ଶିକ୍ଷକ ଶିକ୍ଷୟିତ୍ରୀ ତଥା  ଛାତ୍ରଛାତ୍ରୀ ମାନଙ୍କ ଉଦ୍ୟମକୁ ଅତିଥିଗଣ ଭୂୟସୀ ପ୍ରଶଂସା କରିଥିଲେ।

ଏହି ମେଳାରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ କୁମାର ସାହୁ ଏବଂ ସଭା ପରିଚାଳନା କରିଥିଲେ ସାମାଜିକ ବିଜ୍ଞାନ ଶିକ୍ଷକ ତରୁଣ କୁମାର ଦାଶ। ବିଭିନ୍ନ ବିଭାଗରେ ବିଚାରକ ଭାବେ ଅବିନାଶ ମହାନନ୍ଦ, ଅଭିନନ୍ଦନ ମିଶ୍ର ସହ କଣ୍ଠେଶ୍ୱର ପ୍ରଧାନ,ରୀନା ଭୋଇ,କାନନବାଳା ସାହୁ ଓ ଭାଗ୍ୟବନ୍ତୀ ଭୋଇ ଦାୟିତ୍ଵ ତୁଲାଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ଜୟନ୍ତ ସାହୁଙ୍କ ଅଧ୍ୟକ୍ଷତାରେ  ଅଭିଭାବକ ଓ ଶିକ୍ଷକ ବୈଠକ ଅନୁଷ୍ଠିତ ହେବା ସହ ସ୍କୁଲର ବିଭିନ୍ନ ମୈାଳିକ ସମସ୍ୟା ଉପରେ ଅଧ୍ୟକ୍ଷ ଆଲୋକପାତ କରିଥିଲେ। ମୁଖ୍ୟତଃ ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନରେ ବିଶେଷ ଗୁରୁତ୍ଵ ଆରୋପ କରିବାକୁ ଅଭିଭାବକ ମାନେ ପ୍ରସ୍ତାବ ଆଗତ କରିଥିଲେ। ଶିକ୍ଷକ ମଣ୍ଡଳୀ ଅଭିଭାବକ ମାନଙ୍କ ପ୍ରସ୍ତାବକୁ ଗୁରୁତର ସହ ଗ୍ରହଣ କରି ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like