-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ରାଇକିଆରେ ମାଣ୍ଡିଆ ସଚେତନତା ରଥ ଶୁଭାରମ୍ଭ

27-Nov-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ୱେଛାସେବୀ ଅନୁଷ୍ଠାନ ସ୍ୱାତୀ ଓ ରାଇକିିଆ ଶ୍ରୀ ଅନ୍ନ୍ କାର୍ଯ୍ୟକ୍ରମ ର ମିଳିତ ଉଦ୍ୟମ ଏବଂ ଜିଲ୍ଲା କୃଷି ବିଭାଗଙ୍କ ଆର୍ଥିକ ସହାୟତା ରେ  ରାଇକିଆ ବ୍ଲକ୍ ପରିସର ଠାରେ ମାଣ୍ଡିଆ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି  । ମୂଖ୍ୟ ଅତିଥି ଭାବେ ରାଇକିଆ ବ୍ଲକ୍ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ୍ନ ଅଧିକାରି  ଦିବ୍ୟସିଂ କହଁର ଏବଂ ଡଡିଙ୍ଗିଆ ସରପଂଚ ଅଶୋକ କୁମାର ପ୍ରଧାନ ପତାକା ଦେଖାଇ ରଥକୁ ଉଦ୍ଘାଟନ କରିଥିଲେ  । ତତସହିତ ଅତିରିକ୍ତ ବ୍ଲକ୍ କୃଷି ଅଧିକାରି ସୁଦିପ୍ତା ପ୍ରଧାନ, ପୂର୍ବତନ ଗ୍ରମପଂଚାୟତ ଅଧିକାରି କୈଳାସ ଚନ୍ଦ୍ର ପ୍ରଧାନ, ମୂଖ୍ୟ କିରାଣି ଲବ ନାୟକ ଓ ଉଦ୍ୟାନବିତ୍ ଲିପ୍ସା ରାଣୀ ଦଳବେହେରା ଯୋଗଦେଇ ଏହି ରଥଟି ଆଗାମୀ ଚାରିଦିନ ଧରି ରାଇକିଆ ବ୍ଲକ୍ର ୧୨ ଗୋଟି ଗ୍ରାମପଂଚାୟତ ବୁଲି ଜନସାଧାରଣ ମାନଙ୍କୁ ସଚେତନ କରିବ ବୋଲି କହିଥିଲେ  । ଏଥିସହ ସଚେତନତା ପାଇଁ ବିଭିନ୍ନ ବାର୍ତା ଯଥା- ମିଲେଟ୍ ହେଉଛି ଜାତୀୟ ଖାଦ୍ୟ ଏବଂ ଏହା ଦୈନନ୍ଦିନ ଖାଦ୍ୟଥାଳି ରେ ବ୍ୟବହାର କରିବାର ଲଖ୍ୟ ରହିଛି ବୋଲି ଅନୁଷ୍ଠାନର ବରିଷ୍ଠ କର୍ମୀ ଗିରିଶ ଚନ୍ଦ୍ର ସାମଲ ସୂଚନା ଦେଇଥିଲେ । ତତ୍ସହିତ ସରକାର ଙ୍କ ଦ୍ୱାରା ସଏତଦ ବ୍ୟତୀତ ମାଣ୍ଡିଆର ସର୍ବନିମ୍ନ ଦର ଏବର୍ଷ ବୃଦ୍ଦିପାଇ ୪୨୯୦ ଟଙ୍କା ହୋଇଥିବା ବେଳେ ଧାନ ଦର ଠାରୁ ଏହା ୧୧୯୦ ଟଙ୍କା ଅଧିକ ଏବଂ ଏହା ଚାଷ କରିବା ଦ୍ୱାରା ଚାଷୀ ଅଧିକ ଳାଭବାନ ହୋଇପାରିବ ବୋଲି କୃଷକ ଉତ୍ପାଦକ ଗୋଷ୍ଠିର ସଦସ୍ୟ ମାନେ ମତ ଦେଇଥିଲେ  ।  ସମନ୍ୱିତ କୃଷି କାର୍ଯ୍ୟକ୍ରମର ସଂଯୋଜକ ବିଶ୍ୱରଞନ ଦଳବେହେରା ଗ୍ରମାଂଚଳର ଚାଷୀ ମାନଙ୍କୁ ଅଧିକରୁ ଅଧିକ ସଚେତନତା କରିବା ପାଇଁ ଏହି ସଚେତନତା ରଥ  ବୁଲିବା ଦ୍ୱାରା ପୂର୍ଣ୍ଣ ପ୍ରୟାସ ହୋଇପାରିବ ବୋଲି କହିଥିଲେ । କାର୍ଯ୍ୟକ୍ରମକୁ ଅନ୍ନପୂର୍ଣ୍ଣା ପ୍ରଧାନ ପରିଚାଳନା କରିଥିବା ବେଳେ ହୃଷିକେଶ ଅମାୟତ, କୃତିବାସ ପ୍ରଧାନଙ୍କ ସହିତ ଅନ୍ୟ ଗୋଷ୍ଠୀ ସମ୍ବଳ ବ୍ୟକ୍ତି ମାନେ ସହଯୋଗ କରିଥିଲେ  ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like