-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||     

HOME   ଜିଲ୍ଲା

ଦ୍ବିତୀୟ ପର୍ଯ୍ୟାୟ ପ୍ରୟୋଗ ତାଲିମ ସମାପିତ

27-Nov-2024



ତୁରେକେଲା (କୈଳାସ ସଗ୍ରିଆ) ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଳକ ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ତିନି ଦିନିଆ ପ୍ରୟୋଗ ତାଲିମ କାର୍ଯ୍ୟକ୍ରମ ବାଳକ ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜି ଠାର ଅନୁଷ୍ଠିତ ହୋଇ ଥିଲା।ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ ତତ୍ତ୍ୱାବଧାନରେ ଓ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ମାର୍ଗ ଦର୍ଶନରେ ମୌଳିକ ସାକ୍ଷରତା, ସଂଖ୍ୟା ଜ୍ଞାନ, ଡିକୋଡିଂ,ପଠନ,ଲିଖନ ଓ ମୌଖିକ ଭାଷାର ବିକାଶ ଉପରେ ସାଧନକର୍ମୀ ମମତା ପଣ୍ଡା, ଅଞ୍ଜଳି ମାଝୀ, ଅନୁପ କୁମାର ଦାସ, ଅମରକାନ୍ତ ବେହେରା ତାଲିମ ପ୍ରଦାନ କରି ଥିଲେ।ଏହି ତାଲିମରେ ଶିକ୍ଷୟିତ୍ରୀ ସବିତା ମହାପାତ୍ର, କୁସୁମ ନାଗ,ଶାନ୍ତିଲତା ଭୋଇ,ପୁଷ୍ପାଞ୍ଜଳି ମହାପାତ୍ର, ସଂଘମିତ୍ରା ପାଣିଗ୍ରାହୀ, ସବିତା ପାଣିଗ୍ରାହୀ,ଜୟନ୍ତୀ ଷଡ଼ଙ୍ଗୀ,ରୀନା ଦୀପ, ଶୋଭାଗିନି ମେହେର,ସୁଧା ଜାଲ, ସୀମା ମୁଗ୍ରୀ,ପ୍ରମିଳା ମାଝୀ, ଶାନ୍ତିପ୍ରିୟା ଦାସ, ଶିକ୍ଷକ ପ୍ରଦୀପ ପାଣିଗ୍ରାହୀ, ମୋହନ ମହାପାତ୍ର, ସୌରଭ ବେହେରା, ଡିଙ୍ଗର ମାଝୀ ସମେତ ଅନ୍ୟ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026

You Might Also Like