-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ସାନ କୋଇଲାରୀ ଗ୍ରାମରେ ଦେଢ ଏକର ଧାନ ପୋଡି ନଷ୍ଟ

27-Nov-2024



ନବରଙ୍ଗପୁର:(-ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଳକ କୋଇଲାରୀ ଗ୍ରାମ ପଞ୍ଚାୟତ ର ସାନ କୋଇଲାରୀ ଗ୍ରାମର ଚନ୍ଦ୍ର ମାଝୀ ଙ୍କ ଦେଢ ଏକର ଧାନ ଜମିର ଧାନ ଗଦା କୌଣସି କାରଣ ରୁ ଅଗ୍ନି କାଣ୍ଡରେ ପୋଡି ଯାଉଥିବା ଗାଈ ଚରାଳିମାନେ ଦେଖି ଧାନ ଗଦା ମାଲିକ ଙ୍କୁ ଖବର ଦେଇଥିଲେ l ଜମି ମାଲିକ ସଙ୍ଗେ ସଙ୍ଗେ ଡାବୁଗାଁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ହେଁ ଡାବୁଗାଁ ଦମକଳ ଗାଡି ଖରାପ ଥିବାରୁ ପାପଡାହାଣ୍ଡି ଅଗ୍ନିଶମ ବିଭାଗକୁ ଫୋନ କରିଥିଲେ l ସେଠାରୁ ଗାଡି ଆସି ଅଗ୍ନି କୁ ଆୟତ୍ତ କରିଥିଲେ l କିନ୍ତୁ ଡାବୁଗାଁ ଦମକଳ ଠିକ୍ ସମୟରେ ପହଞ୍ଚି ଥିଲେ, ଏତେ ପରିମାଣର କ୍ଷତି ହୋଇ ନ ଥାଆନ୍ତା l ଯେହେତୁ ପାପଡାହାଣ୍ଡି ଡାବୁଗାଁ ରୁ ୧୮ କିମି ଦୁରତ୍ଵ,ଏଠାରୁ ଅନ୍ୟୁନ ଦଶ କିମି ସେହି ଗ୍ରାମ l ଏପରି ଦୁର୍ଯୋଗ ସମୟରେ ଡାବୁଗାଁ ଦମକଳ ଗାଡି ଠିକ୍ ନ ଥିବା ଯୋଗୁଁ ସମସ୍ତଙ୍କ ମନରେ ଦୁଃଖ ଓ ବିଶାଦ ଆଚ୍ଛାଦିତ ହୋଇ ଥିଲା l ପାପଡାହାଣ୍ଡି ଅଗ୍ନିଶମ ବିଭାଗ ଡ୍ରାଇଭର ରାଜେଶ କୁମାର ସେଠୀ,କର୍ମଚାରୀ ଦେବାନନ୍ଦ ଶବର,ଇଶ୍ଵର ଶବର,ଦୂରଦକ୍ଷ ବାଗ ପ୍ରମୁଖଙ୍କ ପ୍ରଚେଷ୍ଟାରେ ଅଗ୍ନି କୁ ଆୟତ୍ତ କରାଯାଇଥିଲା lଉକ୍ତ ଚାଷୀର କ୍ଷତି ପୂରଣ ଆକଳନ କରି ପ୍ରଶାସନ ତରଫରୁ ଚାଷୀ କୁ ସହାୟତା ରାଶି ଯୋଗାଇ ଦେବାକୁ ଜନସାଧାରଣରେ ଦୃଢ଼ ଦାବୀ ହେଉଛି l ଅଗ୍ନି ଲାଗିବାର କାରଣ ଏବେବି ଅସ୍ପଷ୍ଟ ହୋଇ ରହିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like