-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||     

HOME   ଅପରାଧ

ଜୁଆ ଆଡ୍ଡାରେ ଚଢ଼ଉ, ୫ ଗିରଫ

09-Jan-2021



ମେଲଛାମୁଣ୍ତା (ପ୍ରେରଣା ଖବର): ମେଲଛାମୁଣ୍ତା ଥାନା ପୁଲିସ୍‌ ଗୁରବାର ଅପରାହ୍‌ଣରେ କୁଚିପାଲି ହାଟପଦା ପଛପଟେ ଚାଲିଥିବା ଏକ ଜୁଆ ଆଡ୍ଡାରେ ଚମଉ କରି ୫ ଜଣଙ୍କୁ ଗିରଫ କରିଥିଲା। ତେବେ ୨୦ରୁ ଅଧିକ ଜୁଆଡ଼ି ଫେରାର୍ ହୋଇଯାଇଥିବା ଜଣାପଡ଼ିଛି। ଗିରଫ ଜୁଆଡ଼ିମାନେ ହେଲେ କୁଚିପାଲି ଗ୍ରାମର ଧନପତି ସା (୬୫), ଲାଲବାହାଦୁର ବରିହା (୫୫), ଛତ୍ରପତି ବେହେରା (୫୪), ମଦନ କଅଁର (୩୫) ଓ ସିର୍ଦ୍ଧାଥ ସାହୁ (୫୪)। ଏ ନେଇ ଥାନା କେସ ନଂ. ୨/୨୧, ଦଫା ୩ ଓପିଜିରେ ମାମଲା ରୁଜୁ କରାଯାଇ ସିଆର୍‌ପିସି ଧାରା ୪୧(ଏ)ରେ ନୋଟିସ୍ ମାଧ୍ୟମରେ ଅଭିଯୁକ୍ତମାନଙ୍କୁ ଥାନାରୁ ଛାଡ଼ି ଦିଆଯାଇଛି। ଏସ୍‌ଆଇ ପ୍ରଦୀପ ସାହୁ ତଦନ୍ତ କରୁଛନ୍ତି।ଅଭିଯୁକ୍ତମାନଙ୍କ ପାଖରୁ ତାସ ସହ ୨୫୮୦ ଟଙ୍କା ମଧ୍ୟ ଜବତ କରାଯାଇଛି। ତେବେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଏଭଳି ଜୁଆ ଆଡ୍ଡା ଚାଲୁଥିବାରୁ ଗରିବ ଲୋକେ ସର୍ବସ୍ବାନ୍ତ ହେଉଛନ୍ତି। ତେଣୁ ଧରାପଡ଼ିଥିବା ଅଭିଯୁକ୍ତମାନଙ୍କୁ ଏଭଳି ଛାଡ଼ିଦିଆଯିବାକୁ ନେଇ ଅଂଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏପରିକି ପୁଲିସ୍‌ର କାର୍ଯ୍ୟଦକ୍ଷତା ପ୍ରତି ସେମାନେ ପ୍ରଶ୍ନ ମଧ୍ୟ ଉଠାଇଚନ୍ତି। ପ୍ରକାଶଯୋଗ୍ୟ କିଛି ଦିନ ପୂର୍ବରୁ ମେଲଛାମୁଣ୍ତା ପୁଲିସ ସାରଙ୍ଗପୁର ଅଂଚଳରୁ ଏକ ଜୁଆଡି ଦଳକୁ କାବୁ କରିଥିଲା। ସେମାନଙ୍କୁ ବି ଥାନାକୁ ଆଣି ନୋଟିସ ମାଧ୍ୟମରେ ଛାଡ଼ି ଦେଇଥିଲା। ଏହା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026

You Might Also Like