-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ଅତାବିରାରେ ରାଷ୍ଟ୍ରୀୟ ଦୁଗ୍ଧ ଦିବସ ପାଳିତ

27-Nov-2024



ଅତାବିରା(ଆକାଶ ମିଶ୍ର): ଭାରତରେ ଦୁଗ୍ଧ ସମବାୟ ଆନ୍ଦୋଳନରେ ଆଜୀବନ ଉତ୍ସର୍ଗୀକୃତ ସେବା ପାଇଁ ଶ୍ୱେତ ବିପ୍ଳବର ପିତାମହ ଭାବେ ଡ. ଭର୍ଗିସ୍‌ କ୍ୟୁରିଆନ୍‌ଙ୍କୁ ଆଖ୍ୟା ଦିଆଯାଇଛି।ତାଙ୍କରି ଜନ୍ମ ଦିବସରେ ଆମ ଦେଶରେ ପ୍ରତି 
 ବର୍ଷ ଜାତୀୟ ଦୁଗ୍ଧ ଦିବସ ପାଳିତ ହେଉଅଛି। ଏହି ଅବସରରେ ଅତାବିରା ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ଆଜି ଅତାବିରା ଦୁଗ୍ଧ ସମବାୟ ସମି଼ତି ଆନୁକୁଲ୍ୟରେ ସମିତିର ସଭାପତି ଦୟାନିଧି  ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରୀୟ ଦୁଗ୍ଧ ଦିବସ ପାଳିତ ହୋଇ ଯାଇଛି । ଏଥିରେ  ଅତାବିରା ପ୍ରାଣୀ ଚିକିତ୍ସା ଅଧିକାରୀ  ରୁଦ୍ର ପ୍ରତାପ ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଥିଲେ ।ଦୁଗ୍ଧ ମାର୍ଗର କ୍ଷେତ୍ର ପରିଦର୍ଶକ  ଭରତ ବେହେରା ସଭା ପରିଚାଳନା କରିଥିଲେ ।ଚଳିତ ବିଶ୍ୱ ଦୁଗ୍ଧ ଦିବସର ବାର୍ତ୍ତାଟି ହେଲା ‘ଡେରୀ ଉପଭୋଗ କରିବା’। ଏହି ବାର୍ତ୍ତା କୁ ନେଇ ମୁଖ୍ୟ ଅତିଥି ଦୁଗ୍ଧ ର ଉପାଦାନ ଓ ତାର ଉପଯୋଗିତା  ଉପରେ ତଥା  ଗୋପାଳନ ଉପରେ ବିସ୍ତୃତ ଆଲୋଚନା କରିବା ସହ ଦୁଗ୍ଧ ଚାଷୀଙ୍କୁ ଉତ୍ସାହିତ କରିଥିଲେ । ଶେଷରେ  ସମିତିର ସମ୍ପାଦକ ରବୀନ୍ଦ୍ର ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ  ସମିତିର ସହାୟକ ଓ ଦୁଗ୍ଧ ପରୀକ୍ଷକ  ସାହାଯ୍ୟ   କରିଥିଲେ । ବହୁ ସଂଖ୍ୟକ ଦୁଗ୍ଧ ଚାଷୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like