-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

୩୧ତମ ଅମରପାଲି କ୍ରିକେଟ କପ୍ ଉଦଘାଟିତ

27-Nov-2024



ବୀରମହାରାଜପୁର ,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ଭଗବାନ ସାହୁ ଗ୍ରାଉଣ୍ଡ ରେ ଫ୍ରେଣ୍ଡସ୍ କ୍ଳବ୍ ଓ ଜେମସ୍ ଷ୍ଟାର କ୍ଲବ ର ମିଳିତ ଆନୁକୁଲ୍ୟରେ ୩୧ତମ ଅମରପାଲି କ୍ରିକେଟ କପ୍ ବୁଧବାର ଉଦ୍ଘାଟିତ ହୋଇଯାଇଛି। ଟୁର୍ନାମେଣ୍ଟ ପରିଚାଳନା କମିଟିର ସଭାପତି ବିମ୍ବାଧର ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ବହଳପଦର କେ.ଏଲ ରେଞ୍ଜ ଅଧିକାରୀ ମାନସ କୁମାର ସାହୁ ମୁଖ୍ୟ ଅତିଥି ଏବଂ ସ୍ଥାନୀୟ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପଣ୍ଡା,ଆୟୋଜକ ସମ୍ପାଦକ କହ୍ନେଇ ଚରଣ ପ୍ରଧାନ , କ୍ରୀଡାବିତ ନିର୍ମଳ ଚନ୍ଦ୍ର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟ କୁ ଉଦ୍ଘାଟନ କରିଥିଲେ। ଉଦ୍ଘାଟନୀ ମ୍ୟାଚ୍ ଟି ଲୁତୁରପଙ୍କ ଓ କୁଞ୍ଜାପାଲି ମଧ୍ୟରେ ହୋଇଥିଲା। ଏଥିରେ କୁଞ୍ଜାପାଲି ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୧୦୬ ରନ କରିଥିଲା। ଜବାବରେ ଲୁତୁରପଙ୍କ ଦଳ ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୯୭ ରନ କରି ପରାସ୍ତ ହୋଇଥିଲା। ଦ୍ଵିତୀୟ ମ୍ୟାଚ୍ ଟି ତ୍ରୀବଣପୁର ଓ ଡାହୁଣିପାଲି ମଧ୍ୟରେ ହୋଇଥିଲା। ଏଥିରେ ତ୍ରୀବଣପୁର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୭ ଉଇକେଟ ହରାଇ ୧୦୪ ରନ କରିଥିଲା। ଜବାବରେ ଡାହୁଣିପାଲି ଡଳ ଆବଶ୍ୟକୀୟ ୧୦୫ରନ କୁ ୯.୫ ଓଭର ରେ ୫ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇଥିଲା। ତୃତୀୟ ମ୍ୟାଚ୍ ଟି ପ୍ରଥମ ମ୍ୟାଚ୍ ର ବିଜେତା କୁଞ୍ଜାପାଲି ଓ ଦ୍ଵିତୀୟ ମ୍ୟାଚ୍ ର ବିଜେତା ଡାହୁଣିପାଲି ମଧ୍ୟରେ ହୋଇଥିଲା। ଏଥିରେ ଡାହୁଣିପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୭ ଓଭର ରେ ୫ ଉଇକେଟ ହରାଇ ୧୧୭ରନ କରିଥିଲା। ଜବାବରେ କୁଞ୍ଜାପାଲି ଦଳ ନିର୍ଦ୍ଧାରିତ ୭ ଓଭର ରେ ସମସ୍ତ ଉଇକେଟ ହରାଇ ୬୩ ରନ କରି ପରାସ୍ତ ହୋଇଥିଲା। ପୀତାମ୍ବର ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ପୁରସ୍କାର ବିତରଣି ଉତ୍ସବରେ ଭାଜପା ମଣ୍ଡଳ ସାଧାରଣ ସମ୍ପାଦକ ଅଶୋକ କୁମାର ସାହୁ, କ୍ରୀଡା ସଂଗଠକ ସୁଶିଲ ପ୍ରଧାନ,ନାରାୟଣ ପ୍ରଧାନ ,ବିମ୍ବାଧର ସାହୁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଡାହୁଣିପାଲି ର  ଅନିଲ ପ୍ରଧାନ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଭାବେ ପୁରସ୍କୃତ କରିଥିଲେ। ମ୍ୟାଚ୍ ଗୁଡିକରେ ସୁରେଶ ବିଶି,ପ୍ରବୀଣ ଦାସ,ସବ୍ୟସାଚୀ ବଘାର,ସମ୍ବିତ ମାଝୀ ଆମ୍ପାୟର , ଶୁଭେନ୍ଦୁ ଶେଖର ସାହୁ ସ୍କୋରର, ଅଂଶୁମାନ  ପ୍ରଧାନ ଅନ ଲାଇନ ସ୍କୋରିଙ୍ଗ ଏବଂ ସୁଶିଲ ସାହୁ,ପ୍ରାଣବନ୍ଧୁ ସାହୁ ଏବଂ ପୀତାମ୍ବର ସାହୁ ଧାରାବିରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like