-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ସୁବଳୟା କଲେଜରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

27-Nov-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଯୁକ୍ତ ଦୁଇ କଲେଜରେ ୩୯ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ବୁଧବାର ଉଦଯାପିତ ହୋଇଯାଇଛି। ପୁରସ୍କାର ବିତରଣ ଉତ୍ସବରେ ବୀରମହାରାଜପୁର ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢ଼ୀ ମୁଖ୍ୟ ଅତିଥି ଓ   ସ୍ଥାନୀୟ  ସମିତି ସଭ୍ୟା ଲିଲି ମେହେର ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଉକ୍ତ ପ୍ରତିଯୋଗିତାରେ ବାଳକ ବିଭାଗରେ ଶକ୍ତି ମଲ୍ଲିକ ଓ ବାଳିକା ବିଭାଗରେ ଅର୍ଚ୍ଚିତା ପଧାନ ଚମ୍ପିୟାନ ହୋଇଥିଲେ। କଲେଜର ଖେଳଶିକ୍ଷକ ପ୍ରଦିପ କୁମାର ପଣ୍ଡା, ଜଟେସିଂହା ହାଇସ୍କୁଲ ଖେଳ ଶିକ୍ଷକ ଉପେନ୍ଦ୍ର ସାହୁ ଓ କମିରା ହାଇସ୍କୁଲ ଖେଳ ଶିକ୍ଷକ ରଞ୍ଜିତ ପ୍ରଧାନ ପ୍ରମୁଖ ଖେଳ ପରିଚାଳନା କରିଥିଲେ। ଦେବାଶିଷ ପଧାନ ସ୍ବାଗତ ଭାଷଣ ଦେଇଥିବା ବେଳେ ରମାକାନ୍ତ ପୁରୋହିତ ସଭା ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ। କର୍ମଚାରୀ ମାନଙ୍କ ମଧ୍ୟରେ ହୋଇଥିବା ବେଡ ମିଣ୍ଟେନ ପ୍ରତିଯୋଗିତା ରେ ଦିଲ୍ଲିପ ମେହେର ଓ ୧୦୦ ମିଟର ଦୈ।ଡ ରେ ସଞ୍ଜୟ ମେଣ୍ଡିଲି ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏହି କାର୍ଯ୍ୟକ୍ରମରେ ଅର୍ପିତା ନାୟକ, ପ୍ରିୟଙ୍କା ନାୟକ,ମିତା ପ୍ରଧାନ, ଗୋପାଳ ଭୋଇ ଓ ଶମ୍ଭୁ ସାହୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like