-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ବିନିକା ଗୋକୁଳାଷ୍ଟମୀ ଯାତ୍ରା ଉଦଯାପିତ

27-Nov-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ରଜବିହାରୀ ନୃତ୍ୟ କଳା ପରିଷଦ ଓ ପୁଣ୍ୟମାସି ଯୁବକ ସଂଘ ତରଫରୁ ଦୀର୍ଘ ୮ଦିନ ଧରି ଚାଲିଥିବା ୨୪୧ତମ ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବ ଗତକାଲି ରାତିରେ ଉଦଯାପିତ ହେବା ପରେ ଆଜି ପ୍ରଭୁ କୃଷ୍ଣ-ବଲରାମଙ୍କ ନଗର ପରିକ୍ରମା ପରେ ବିଧିବଦ୍ଧ ଭାବେ ସରିଛି ।ସ୍ଥାନୀୟ ଦୂର୍ଗା ମନ୍ଦିରରୁ କୃଷ୍ଣ ବଳରାମଙ୍କ ନଗର ଶୋଭାଯାତ୍ରା ଆରମ୍ଭ ହୋଇଥିଲା ।ନଗର ଭ୍ରମଣ ବେଳେ ବିନିକା ସହରର ବିଭିନ୍ନ ସ୍ଥାନରେ ଭକ୍ତମାନେ
କୃଷ୍ଣ-ବଳରାମଙ୍କ ପାଦ ଧୋଇ ଆଶିଷ ନେଇଥିଲେ । ବଣ ଜଙ୍ଗଲ ପରିଭ୍ରମଣରେ ଥିବା ପ୍ରଭୁ ଘରକୁ ଫେରିବା ବିଳମ୍ବିତ ଜାଣି ମା ଯୋଶଦା ଓ ବାପା ନନ୍ଦ ରାଜା ଆଖିରେ ଲୁହ ଗଡ଼ାଇ ଆକୁଳ ନୟନରେ ଖୋଜୁଥିବା ବେଳେ ବିନିକା ସ୍ଥିତ ଦଣ୍ଡସନାପଡ଼ା ଠାରେ ପ୍ରଭୁଙ୍କୁ ପାଇ ଆନନ୍ଦରେ 602 ବିଭୋର ହୋଇଥିଲେ ।ଏହି ଅବସରରେ ଧୀରେ ଘେନ କାନନରେ କୃଷ୍ଣ ବିଳମ୍ବିତ ଗୀତ ପରିବେଷଣ ସମସ୍ତଙ୍କୁ ମୁଗଧ କରିଥିଲା କୃଷ୍ଣ ଭୂମିକାରେ ଶ୍ରୀମନ ସାହୁ,ବଳରାମ କାହ୍ନା ମାହାଣା,ନନ୍ଦରାଜା ମୁକୁନ୍ଦ ସାହୁ,ଯୋଶଦା ଶଶାଙ୍କ ଦାସ ପ୍ରମୁଖ ଅଭିନୟ କରିଥିଲେ । ଲୀଳାଯାତ୍ରାର ପୂଜକ ଭାବେ ମାନଭଞ୍ଜନ ପୂଜାରୀ,ଗୁରୁ ମନୋଜ ଦାସ,ଶିବଶଙ୍କର ଦାସ,ସଭାପତି ସୀତାରାମ ଦାସ,ସମ୍ପାଦକ ସଞ୍ଜୟ ଦାସ,ସାଂସ୍କୃତିକ ସମ୍ପାଦକ ପଦ୍ମ ଲୋଚନ ସାହୁ,ଜିଶୁ ସାହୁ,ସୂର୍ଯ୍ୟ କୁମାର ଦାସ,ନିତ୍ୟା ଗୋବିନ୍ଦ ସାହୁ,ରମାକାନ୍ତ ଦାସ,ହିମାଂଶୁ ସାହୁ,ଦେବାଂଶୁ ସାହୁ,ଚନ୍ଦ୍ରଂଶୁ ସାହୁ,ଜୟନାରାୟଣ ସାହୁ, ଅନ୍ଧାରୁ ସାହୁ ପ୍ରମୁଖଙ୍କ ସମେତ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like