-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ଦିଲ୍ଲୀରେ ଆଯୋଜିତ ଓଡ଼ିଶା ପରବରେ ନକୁଳ ଭୁଜା ବାଲା ଓ ରବି ଚା ଦୋକାନ, ବଲାଙ୍ଗୀର ର ମାନ ବଢ଼ାଇ ଥିବା ଦୁଇ ପ୍ରତିଭାଙ୍କୁ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ସମ୍ବର୍ଦ୍ଧନା

27-Nov-2024



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ଶ୍ରମିକ ମଙ୍ଗଳ ଭବନ ଠାରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଥିଲା l ଦିଲ୍ଲୀ ଠାରେ ଆୟୋଜିତ ଓଡିଶା ପରବରେ ବଲାଙ୍ଗୀରରୁ ନକୁଳ ଭୁଜା, ରବି ଚା ଦୋକାନ ଏବଂ କୋଶଳ ଫୋକ ଏକାଡେମୀ ର କର୍ମକର୍ତା ମାନେ ଅଂଶଗ୍ରହଣ କରି ସେଠାରେ ଉପସ୍ଥିତ ଦେଶର ମହାମହିମ ରାଷ୍ଟ୍ରପତି, ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର କେନ୍ଦ୍ରମନ୍ତ୍ରୀ ତଥା ଉପସ୍ଥିତ ଅତିଥି ମାନଙ୍କଠାରୁ ଭୁରିଭୁରି ପ୍ରଶଂସା ସାଉଁଟି ବଲାଙ୍ଗୀର ମାଟିର ଗୌରବ ବଢ଼ାଇଛନ୍ତି l ସେଥିପାଇଁ ତାଙ୍କୁ  ଆଜି ସମ୍ବର୍ଦ୍ଧନା ଦିଆଯାଇଛି l ଆଜି ଏହି ସମ୍ବର୍ଦ୍ଧନା ସମାରୋହରେ ମୁଖ୍ୟ ଅତିଥି ଭାବରେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ,ସମ୍ମାନିତ ଅତିଥି ଭାବରେ ବରିଷ୍ଠ ନେତା ଗୋପାଳଜୀ ପାଣିଗ୍ରାହୀ, ବରିଷ୍ଠ ଆଇନଜୀବୀ ରତନ ମହାରଣା, ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ଲୋଟସ ଷଡ଼ଙ୍ଗୀ, ରଶ୍ମି ରଞ୍ଜନ ପଟ୍ଟନାୟକ, ନବଘନ ଦାସ ଉପସ୍ଥିତ ଥିଲେ l  ଅନୁଷ୍ଠାନ ର ପ୍ରତିଷ୍ଠାତା ସୋମନାଥ ମିଶ୍ର ସଂଯୋଜନା କରିଥିବା ବେଳେ ସଭାପତି ମୁକେଶ ପଧାନ, ସମ୍ପାଦକ ବୁଲୁ ମହାକୁର, ୟୁଥ ଏକ୍ସନ କମିଟି ସଭାପତି ବିନୋଦ କଲସଏ, ସ୍ବେଛାସେବୀ ସଂଗଠନର ଗୋବିନ୍ଦ ଶତପଥି, ସମଲେଇ ମନ୍ଦିର କମିଟିର ବିକାଶ ସା, ବୀରେନ୍ଦ୍ର ସାହୁ, ତପନ ଜାଲ, ପ୍ରିୟା ମିଶ୍ର, ସୁନିତା ବେହେରା, ଶିବାନୀ ଜାଲ, ଶିବାନୀ ମହାପାତ୍ର, ମନୋଜ ଖମାରି, ଶୁଭ୍ରାନ୍ତ ନନ୍ଦ, ରଜତ ପଧାନ, ଅରୁଣ ନାଏକ, ସୋନୁ ମହାକୁର, ରାଜେଶ ପଧାନ, ଘନ ପଶୟତ, ପଞ୍ଚା ପଟ୍ଟନାୟକ ଉପସ୍ଥିତ ଥିଲେ l  
ମହିଳା ଶାଖାର ସଭାପତି ରୂପା ଦାସ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like