-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଲୋକଉତ୍ସବ ଆୟୋଜନ ପାଇଁ ଦାବି

27-Nov-2024



ବଲାଙ୍ଗିର(ପ୍ରେରଣା ଖବର): କଳା,ସଂସ୍କୃତିର କେନ୍ଦ୍ର ହୋଇଥିବା ବଲାଙ୍ଗିର ଲୋକଉତ୍ସବ ଦିଲ୍ଲିରୁ ପଲ୍ଲୀ ପର୍ଯ୍ୟନ୍ତ କଳାକାର ମାନଙ୍କର ଏକ ମହାକୁମ୍ଭ ସଦୃଶ ଅଟେ । ଓଡିଶା ରେ ପ୍ରଥମ  ୧୯୯୯ ମସିହାରେ ବଲାଙ୍ଗିରରେ ପ୍ରଥମ କରି ଲୋକଉତ୍ସବ ଆରମ୍ଭ ହୋଇଥିଲା । କିନ୍ତୁ ଦୁଇ ବର୍ଷ ହେଲା କୋଣସି କାରଣରୁ ଲୋକ ଉତ୍ସବ ହେଉନାହିଁ । ୨୯ ଟି ଜିଲ୍ଲାରେ ପାଳନ ହେଉଥିବା ବେଳେ ମଣ୍ଡେଇ, ପରବ, ସୁବର୍ଣ୍ଣ ମହୋତ୍ସବ, ସମ୍ବଲପୁର ମହୋତ୍ସବ ସମେତ  କଟକର ବାଲିଯାତ୍ରା ଓ ଓଡିଶା ଉତ୍ସବ ଦିଲ୍ଲୀରେ ହୋଇଥିବା ବେଳେ ଗତ ଦୁଇ ବର୍ଷ ହେଲା ବଲାଙ୍ଗିର ଲୋକ ଉତ୍ସବ କାହିଁକି ବନ୍ଦ ହୋଇଯାଇଛି ? କିଛି ଦିନ ତଳେ ସ୍ଥାନୀୟ ବିଧାୟକ ଜିଲ୍ଲାପାଳଙ୍କ ସହ ଆଲୋଚନା ହୋଇଥିବା ବେଳେ ଉଭୟ ପକ୍ଷରୁ ସଂସ୍କୃୃତି ବିଭାଗକୁ ଚିଠି ଲେଖା ହୋଇଥିଲା । ଚିଠିରେ ସୀମିତ ହୋଇଯାଇଥିବା ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ସାର୍କିଟ ହାଉସରେ କଳାକାର ଏବଂ ବୁଦ୍ଧିଜୀବୀ ଆଲୋଚନା କରିଥିବା ସେ ମଧ୍ୟ ପ୍ରତିଶୃତି ଦେଇଥିଲେ ଏବଂ ପ୍ରଶାସନ ସହ ଆଲୋଚନା କରିବେ ।  ଲୋକ ଉତ୍ସବ ଆଜି ଗାନ୍ଧୀ ଭବନ ସମ୍ମୁଖରେ ଗାନ୍ଧୀ ପ୍ରତିମୂର୍ତ୍ତି ଆଗରେ ବଲାଙ୍ଗିରର କଳାକାର ଓ ବୁଦ୍ଧିଜୀବୀ ମାନଙ୍କୁ ନେଇ ଆବାହକ ଜୟକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା କଳାକାର ସମନ୍ୱୟ ସମିତି ସଂପାଦକ ସତ୍ୟ ବନଛୋର, ଦେବାଳୟ ସୁରକ୍ଷା କମିଟିର ସଂପାଦକ ନରେନ୍ଦ୍ର କବାଟ, ପ୍ରବକ୍ତା ମହାସଂଘ କୋଷାଧ୍ୟକ୍ଷ ଗଣେଶ୍ୱର ବେହେରା, ଆଇନଜୀବୀ ମାଧବ ପୁରୋହିତ,  ସାମ୍ବାଦିକ ବିଶ୍ୱମୟ ପୁଜାରୀ, ସୁନିଲ ମହାନ୍ତି,  ଯୁଧିଷ୍ଟି ମେହେର, ମହେନ୍ଦ୍ର ପଧାନ, ନିଳାଦ୍ରୀ ମହାପାତ୍ର ସମେତ ଶମ୍ଭୁ ପ୍ରସାଦ ଶତପଥି, ରାମ ପ୍ରସାଦ ମିଶ୍ର, ବିକାଶ ସା, ପ୍ରଶାନ୍ତ ମହାକୁର ପ୍ରତିବାଦ କରିଥିଲେ । ଆଗାମୀ ଦିନରେ କଳାକାର ସମନ୍ୱୟ ସମିତି ଜିଲ୍ଲାର କୋଣଅଣୁକୋଣରୁ କଳାକାର ମାନେ ଆସି ଜିଲ୍ଲାପାଳଙ୍କ ସମ୍ମୁଖରେ ଧାରଣା ଦେବାକୁ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026

You Might Also Like