-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଗୋଣ୍ଡୱାନା ଭବନ ଠାରେ ସମ୍ବିଧାନ ଦିବସ ପାଳିତ

27-Nov-2024



ବଲାଙ୍ଗୀର (ପ୍ରେରଣା ଖବର):  ସ୍ଥାନୀୟ ଗୋଣ୍ଡୱାନା ଭବନ ଠାରେ ସମ୍ବିଧାନ ଦିବସ ପାଳିତ ହୋଇ ଯାଇଛି, ଭାରତର ସମ୍ବିଧାନ ହେଉଛି ପୃଥିବୀର ସର୍ବ ବୃହତ୍ ଓ ସଜୀବ | ଏହାର ଉପଯୋଗିତା ହିଁ ଦେଶକୁ ସମୃଦ୍ଧ ଓ ସଶକ୍ତ କରିବ | ଏହାର ପରିଚାଳନା ଉପରେ ଲୋକଙ୍କ ଚିନ୍ତାଧାରା ନିର୍ଭର କରିଥାଏ, ଆମେ ଯେମିତି ପ୍ରୟୋଗ କରିବା, ସେମିତି ଫଳ ମିଳିବ | ନ୍ୟାୟ, ସମତା , ସ୍ଵାଧୀନତା ଓ ଭାତୃତ୍ବ ହେଉଛି ସମ୍ବିଧାନର ମୂଳ | ପ୍ରସ୍ତାବନାରେ ଉଲ୍ଲିଖିତ ବିଷୟ ହିଁ ସମ୍ବିଧାନର ଆତ୍ମା | ଏଭଳି ବିଭିନ୍ନ ମତ ଉପସ୍ଥିତ ବ୍ୟକ୍ତିଗଣ ପ୍ରଦାନ କରିଥିଲେ | ଡ଼. କୌତୁକ ପନ୍ଦର ମୁଖ୍ୟବକ୍ତା ଭାବେ ଯୋଗ ଦେଇ ସମ୍ବିଧାନ ପାଳନର ଉଦ୍ଦେଶ୍ୟ ଓ ଏହାର ପ୍ରଚାର ପ୍ରସାର ପାଇଁ ସମସ୍ତ ଜନତା ଆଗେଇ ଆସିବା ଉଚିତ ବୋଲି କହିଥିଲେ, ମୌଳିକ ଅଧିକାରକୁ ଯୋର୍ ଦେବା ସହିତ ମୌଳିକ କର୍ତ୍ତବ୍ୟକୁ ପାଳନ କଲେ ସମ୍ବିଧାନ ପ୍ରଣେତାମାନଙ୍କ ପ୍ରତି ଉଚିତ୍ ଶ୍ରଦ୍ଧାଞ୍ଜଳି ହେବ ବୋଲି ପ୍ରକାଶ କରିଥିଲେ, ଦେଶର ବିଭିନ୍ନ ଅଂଶରୁ ଆସିଥିବା ବିଶିଷ୍ଟ ବୁଦ୍ଧିଜୀବୀ ତଥା ବଲାଙ୍ଗିରରୁ ପ୍ରତିନିଧିତ୍ଵ କରିଥିବା ଯୁଧିଷ୍ଠିର ମିଶ୍ରଙ୍କୁ ମନେ ପକାଇଥିଲେ | ଅଜିତ୍ କୁମାର ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠତ ଏହି ସଭାରେ ସମ୍ବିଧାନ ଓ ବାବା ସାହେବ୍ ଭୀମ ରାଓ ଆମ୍ବେକରଙ୍କ ଫୋଟୋରେ ପୁଷ୍ପମାଲ୍ୟ ଦେଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା, ପ୍ରଥମେ ସମ୍ବିଧାନର ପ୍ରସ୍ତାବନାକୁ ଉପସ୍ଥିତ ସମସ୍ତ ବ୍ୟକ୍ତି ଶପଥ ପାଠ କରିଥିଲେ | ସଭାକୁ ନୀଳକଣ୍ଠ ସୁନା ପରିଚାଳନା କରିଥିବା ବେଳେ ହୋଲିଶ୍ୱର ଧରୁଆ ଧନ୍ୟବାଦ୍ ଅର୍ପଣ କରିଥିଲେ | ଅକ୍ଷୟ କୁମାର ସେଠ୍, ସଦାନନ୍ଦ ମଲ୍ଲିକ, ହୃଷୀକେଶ ଦାସ, କମଳ ଲୋଚନ ବିଶ୍ଵାଳ, ରବୀନ୍ଦ୍ର ସୁନା, ସହଦେବ ଧରୁଆ, ଛବିନ୍ଦ୍ର ବେହେରା, ସୁରେନ୍ଦ୍ର ସେଠ୍, ଦହିତ ଧରୁଆ, ବିଶ୍ଵାମିତ୍ର ନାଗ, ମହେନ୍ଦ୍ର ବାଗ ବୃନ୍ଦାବନ ନାଗ ପ୍ରମୁଖ ଯୋଗ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like