-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ା ଶିଶୁ ମନ୍ଦିର ବାର୍ଷିକ କ୍ରୀଡ଼ା ଉଦଯାପିତ

27-Nov-2024



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡ଼ା ଉଦୟାପିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଲିଙ୍ଗରାଜ ସେଠଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ କ୍ରୀଡ଼ାରେ ୧୮୯ଜଣ ଶିଶୁ ଭାଇଭଉଣୀ ଭାଗ ନେଇଥିଲେ। ଏଥିରେ ୧୦୦ମି, ୨୦୦ମି. ,୪୦୦ମି. ଦୌଡ଼, ଲମ୍ବଡିଆଁ, ଉଚ୍ଚ ଡିଆଁ, ଗୋଳାଫିଙ୍ଗା ଆଦି ପ୍ରତିଯୋଗିତା ହୋଇଥିଲା   l ଶାରୀରିକ ପ୍ରମୁଖ ବିସିକେଶନ ସାହୁ ଖେଳ ପରିଚାଳନା କରିଥିଲେ। ଗୁରୁମା ଜୟନ୍ତୀ ପ୍ରଧାନ,ସନ୍ତୋଷିନୀ ରଣା, ସୁରଭି ସେଠ୍, ରୀତା ରଣା, ମଞ୍ଜୁ ମହଲା, ଗୁରୁଜୀ ଦୁର୍ଯ୍ୟୋଧନ ସିଂ କହଁର, ହିମାଦ୍ରୀ ରଣା, ଟିଙ୍କଲ ବକ୍ସି ପ୍ରମୁଖ ଖେଳ ପରିଚାଳନାରେ ସହଯୋଗ କରିଥିଲେ। ପରେ ପ୍ରଧାନଆଚାର୍ଯ୍ୟ ଲିଙ୍ଗରାଜ ସେଠ୍ ଙ୍କ ସଭାପତିତ୍ୱରେ ପୁରସ୍କାର ବିତରଣ ସଭା

ହୋଇଥିଲା  l ପରିଚାଳନା କମିଟୀ ସଭାପତି ଅଗସ୍ତୀ ମଲିକ ମୁଖ୍ୟଅତିଥି ,ରଞ୍ଜିତ ରଣା ମୁଖ୍ୟବକ୍ତା ଓ ସମ୍ମାନୀତ ଅତିଥି ଭାବେ କୋଷାଧ୍ୟକ୍ଷ ଦେବେନ୍ଦ୍ରନାଥ ରଣା, ବିରେନ୍ଦ୍ର ପ୍ରସାଦ ଦେହୁରୀ ଉପସ୍ଥିତ ରହି ଶିକ୍ଷା ସହ ଖେଳକୁଦର ଆବଶ୍ୟକତା ନେଇ ବକ୍ତବ୍ୟ ରଖିଥିଲେ ଓ କୃତି ଭାଇଭଉଣୀଙ୍କୁ ପୁରସ୍କୃତ କରିଥିଲେ। ଗୁରୁମା ରଶ୍ମିତା ରଣା ଅତିଥି ପରିଚୟ ପ୍ରଦାନ କରିଥିବା ସ୍ଥଳେ ଗୁରୁମା ଜ୍ୟୋତିମୟୀ ଦାଶ ସ୍ୱାଗତ ଭାଷଣ ଓ ଗୁରୁମା ସୁଷମା ସାହୁ ଧନ୍ୟବାଦ ଦେଇଥିଲେ। ଗୁରୁମା ସିନି ଦେହୁରୀ ,ଗୁରୁଜୀ ଚୂଳଚକ୍ର ବର୍ଗେ ଏବଂ ସେବିକା ଅହଲ୍ୟା ରଣା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026

You Might Also Like