-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ସହୃଦୟ ବ୍ୟକ୍ତି ହରିଶଙ୍କର ଙ୍କ ପରଲୋକ

27-Nov-2024



ଅତାବିରା (ଆକାଶ ମିଶ୍ର): ଅତାବିରା ବ୍ଲକ ଅନ୍ତର୍ଗତ ପୋଡବାଡି ଗ୍ରାମର  ହରିଶଙ୍କର ଖେତିଙ୍କ ଆଜି ବିୟୋଗ ଘଟିଛି।ସେ , ଜଣେ ଜଳଖିଆ ଦୋକାନୀ , ପୋଡ଼ବlଡି ଛକରେ ତାଙ୍କର ଜଳଖିଆ ଦୋକାନ ରହିଛି । କିନ୍ତୁ ସେ ଜଣେ ଅଦୃଶ୍ୟ ସମାଜ ସେବୀ କହିଲେ ଅତ୍ୟୁକ୍ତି ହେବ ନାହିଁ ।  ଜଳଖିଆ ଦୋକାନ କୁ ଯିଏ ଆସନ୍ତି ,  ଜଳଖିଆ ଖାଆନ୍ତି,ଇଚ୍ଛା ହେଲେ ପୌଷ ଦିଅନ୍ତି , ନ ହେଲେ ଚାଲିଯାଆନ୍ତି।ସେ କାହାକୁ କିଛି କହନ୍ତି ନାହିଁ ।ଏମିତି ତାଙ୍କ ଜୀବନରେ କେତେ ଲୋକ ଙ୍କୁ ସେ ମାଗଣାରେ ଜଳଖିଆ ଦେଇଛନ୍ତି ତାର କୌଣସି ହିସାବ ନାହିଁ ।କିନ୍ତୁ ସେ କେବେ ହେଲେ କାହାକୁ ଏ ବିଷୟରେ ମଧ୍ୟ କିଛି କହନ୍ତି ନାହିଁ ।ଏହି ଜଳଖିଆ  ଦୋକାନରେ ଯାହା ପାଆନ୍ତି ସେଥିରେ ତାଙ୍କର ପରିବାର ପ୍ରତିପୋଷଣ କରୁଥିଲେ । ତାଙ୍କୁ ଯିଏ ନିକଟରୁ ଜାଣିଛି ସି କେବଳ ତାଙ୍କର ସହୃଦୟ ତା ବିଷୟରେ ଜାଣିଚି ।ମୃତ୍ୟୁ ବେଳକୁ ତାଙ୍କୁ  ୭୦ ବର୍ଷ ହେଉଥିଲା ।ତାଙ୍କର ଦୁଇ ପୁଅ ଓ ଗୋଟିଏ ଝିଅ ।  ଗ୍ରାମ ନିକଟସ୍ଥ ଝାଉଁ ନଦୀ କୂଳରେ ଥିବା ସ୍ବର୍ଗ ଦ୍ଵାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି ।ବଡ ପୁଅ ହେମନ୍ତ ମୁଖlଗ୍ନି ଦେଇଛନ୍ତି । ସାମ୍ବାଦିକ ହୃଷୀକେଶ ଖମାରୀ,  ଗ୍ରାମବାସୀ ଓ ତାଙ୍କର  ବନ୍ଧୁବର୍ଗ ତାଙ୍କର ଅନ୍ତିମ ଦର୍ଶନ ଜାରି ପରିବାର ଙ୍କୁ ସମବେଦନା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like