-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ପାଇଁ ଇଷ୍ଟଦେବୀ ମାଁ ସମଲେଶ୍ୱରୀ ଙ୍କୁ ନିଉତା ଦେଲା ପଶ୍ଚିମାଞ୍ଚଲ ଏକତା ମଞ୍ଚ*

27-Nov-2024



 

      ସମ୍ବଲପୁର - (ସଂଜୀବ ପାଣିଗ୍ରାହୀ) - ଅଞ୍ଚଳ ର ଅଗ୍ରଣୀ ସାମାଜିକ ସାଂସ୍କୃତିକ ସ୍ବେଛାସେବୀ ଅନୁଷ୍ଠାନ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଡିସେମ୍ବର ୮ ରୁ ୧୨ ତାରିଖ ଯାଏଁ ହେବାକୁ ଥିବା ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ପାଇଁ ଆଜି ଇଷ୍ଟଦେବୀ ମାଁ ସମଲେଶ୍ୱରୀ ଙ୍କୁ ନିଉତା ପତର୍ ଦେଇ ନିମନ୍ତ୍ରଣ କରାଗଲା । ସମ୍ବଲପୁର ଜେଲ ଛକ ପାଖରେ ଥିବା ଗୁରୁଶ୍ରୀ ସତ୍ୟ ନାରାୟଣ ସମ୍ବଲପୁରୀ ଡେରା ଠାରେ ହେବ ଏହି ପାଞ୍ଚ ଦିନିଆଁ ସମ୍ବଲପୁରୀ ସମ୍ମିଳନୀ । 
     ୨୦୧୩ ମସିହା ରୁ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା ର ପରିଚୟ ଗୁରୁଶ୍ରୀ ସତ୍ୟ ନାରାୟଣ ବହିଦାର ଙ୍କ ଜନ୍ମ ଦିନ ୧-ଅଗଷ୍ଟ ରେ ଆରମ୍ଭ ହୋଇଥିବା ସମ୍ବଲପୁରୀ ଦିନ ର ଅଭୁତପୂର୍ବ ସଫଳତା ପରେ ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା କୁ ଆହୁରି ରୁଦ୍ଧିବନ୍ତ ଓ ଶାଣିତ କରିବା ପାଇଁ ୨୦୧୮ ରୁ ମଞ୍ଚ ପକ୍ଷରୁ ଏହି ଜାତୀୟ ସମ୍ବଲପୁରୀ ସମ୍ମିଳନୀ ର ଆୟୋଜନ କରାଯାଉଛି । ସମ୍ବଲପୁରୀ ନାଚ, ଗୀତ, ସଙ୍ଗୀତ, ନାଟକ, ବାନ୍ଧକଳା, ଖାଦ୍ୟପେୟ ର ଏକ ଅଭୁତପୂର୍ବ ମିଳନ ସ୍ଥଳୀ ହେବ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ବୋଲି ମଞ୍ଚ ର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି କହିଛନ୍ତି ।
      ମଞ୍ଚ ର ସମ୍ବଲପୁର ଶାଖା ସଂଯୋଜକ କିଶୋର ଧରେଇ ଙ୍କ ନେତୃତ୍ୱ ରେ ହୋଇଥିବା ଆଜିର ଏହି କାର୍ଯ୍ୟକ୍ରମ ରେ ଡ଼.ଶ୍ୟାମ ସୁନ୍ଦର ଧର, ଡ଼.ସ୍ୱୟଂ ପ୍ରକାଶ ପଣ୍ଡା, ଭବାନୀ ଶଙ୍କର ଭୋଇ, ଅମିତାଭ ମାଝୀ, ରାଜେଶ ସ୍ୱାଇଁ, ସୁରେନ୍ଦ୍ର ବଗର୍ତ୍ତୀ, ରାହୁଲ ଗୁପ୍ତା, ରାଜେଶ ବେହେରା, ପଙ୍କଜିନୀ ମେହେର, କାନ୍ତି ମେହେର, ଝୁନୁ ତ୍ରିପାଠୀ, ସୁଷମା ପ୍ରଧାନ, ପଙ୍କଜିନୀ ବୈଠାରୁ, ପ୍ରଜ୍ଞା ପଣ୍ଡା, ଲଳିତା ଭୋଇ, ଜାମିନି ଠାକୁର, ଭୁମିସୁତା ମେହେର ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like