-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ପ୍ରେସ କ୍ଲୁବର ସାଧାରଣ ବୈଠକ ଅନୁଷ୍ଠିତ

28-Nov-2024



କଣ୍ଟାମାଳ(ଜୟକୁମାର ମହାରଣା): ଜ଼ିଲ୍ଲାରେ ବର୍ତମାନ ଶିକ୍ଷାର ଭିତ୍ତିଭୂମି ଓ ଆବଶ୍ୟକତା କୁ ନେଇ ଏକ ଆଲୋଚନା ଚକ୍ର ଆଗାମୀ ଡିସେମ୍ବର 6 ତାରିଖରେ ସାମ୍ବାଦିକ ଫରୋମ ପକ୍ଷରୁ ଆୟୋଜିତ ପୁସ୍ତକ ମେଳା ପରିସରରେ ଅନୁଷ୍ଠିତ ହେବା ନେଇ ଜ଼ିଲ୍ଲା ପ୍ରେସ କ୍ଲବର ସାଧାରଣ ବୈଠକରେ ଆଜି ନିଷ୍ପତ୍ତି ଗ୍ରହଣ କରାଯାଇଛି l କ୍ଲବର ଉପସଭାପତି ସମରେଶ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସାମ୍ବାଦିକ ଫରୋମ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ କ୍ଲବ ପକ୍ଷରୁ ଜ଼ିଲ୍ଲାର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ, ପର୍ଯ୍ୟଟନ, କଳା, ସଭ୍ୟତାର ବିକାଶ ଏଭଳି ଶୀର୍ଷକ ଆଲୋଚନା ଜ଼ିଲ୍ଲା ପାଇଁ ଏକ ନିଶ୍ଚିତ ଉନ୍ନତିର ପଥ ପରିସ୍କାର କରିପାରିଛି ତେଣୁ ଏଥରର ଆଲୋଚନା ମଧ୍ୟ ଜ଼ିଲ୍ଲାର ଶିକ୍ଷାର ବିକାଶ କ୍ଷେତ୍ରରେ ବେସ ସହାୟ ହେବ ବୋଲି ଉପସ୍ଥିତ ସଦସ୍ୟ ମାନେ ଆଶା ପ୍ରକଟ କରି ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ l ପ୍ରାରମ୍ଭରେ କ୍ଲବର ସାଧାରଣ ସମ୍ପାଦକ ରଘୁନାଥ ଷଡ଼ଙ୍ଗୀ ବୈଠକର ଉଦ୍ଦେଶ୍ୟ ଜ୍ଞlପନ କରିଥିବାବେଳେ ସଦସ୍ୟ ପୂର୍ଣ୍ଣଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ବୈଠକରେ ଜ଼ିଲ୍ଲାର ବିଭିନ୍ନ ଅଂଚଳରୁ କ୍ଲବର ସଦସ୍ୟ ମାନେ ଯୋଗ ଦେଇ ବିଭିନ୍ନ ପ୍ରlସଙ୍ଗିକ ଆଲୋଚନା ରେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026

You Might Also Like