-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ବିଜେପୁର ମହାବିଦ୍ୟାଳୟରେ ଜାତୀୟ ସମ୍ବିଧାନ ଦିବସ ମହାସମାରୋହରେ ପାଳିତ

28-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ବିଜେପୁର ମହାବିଦ୍ୟାଳୟ, ବିଜେପୁରରେ  ଜାତୀୟ ସମ୍ବିଧାନ ଦିବସ ରାଜନୀତି ବିଜ୍ଞାନ ଏବଂ ଜାତୀୟ ସେବା ଯୋଜନାର ମିଳିତ ଉଦ୍ୟମରେ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ସମାରୋହରେ ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ମିଶ୍ରଙ୍କର ସଭାପତିତ୍ୱରେ ପରିଚାଳିତ ହୋଇଥିଲା l ସମାରୋହର ଆରମ୍ଭ ରାଜନୀତି ବିଭାଗର ଛାତ୍ରୀମାନଙ୍କ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ଏବଂ ମଂଚାସୀନ ଅତିଥିମାନଙ୍କ ଦ୍ୱାରା ଡ଼. ବି. ଆର ଆମ୍ବେଦକରଙ୍କର ଫୋଟୋଚିତ୍ର ପୁଷ୍ପମାଲ୍ୟ ଦେବା ସହ ଦୀପ ପ୍ରଜ୍ବଳନ କରିଥିଲେ l ରାଜନୀତି ବିଜ୍ଞାନର ଅଧ୍ୟାପକ ଶ୍ରୀଯୁକ୍ତ ରମେଶ ସାହୁ ମଂଚାସୀନ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ l ସଭାପତି ଶ୍ରୀଯୁକ୍ତ ମିଶ୍ର ସମ୍ବିଧାନିକ ନୀତି ନିୟମ ପ୍ରତି ସମସ୍ତ ଛାତ୍ରଛାତ୍ରୀ ତଥା ଅଧ୍ୟାପକ-ଅଧ୍ୟାପିକାମାନଙ୍କୁ  ସଚେତନ କରିଥିଲେ l ଏହି ସଭା ସମ୍ମାନିତ ଅତିଥି ସରୋଜ କୁମାର ପାଣିଗ୍ରାହୀ ବୃହତ ଜନତାଙ୍କ ଶୃଙ୍ଖଳିତ ଜୀବନଯାପନ ପାଇଁ ସମ୍ବିଧାନର ଆବଶ୍ୟକତା ସମ୍ପକରେ ନିଜର ଅଭିଭାଷଣ ରଖିଥିଲେ l ଏହି ସଭାର ମୁଖ୍ୟବକ୍ତା ଶ୍ରୀଯୁକ୍ତ ଅମୁଲ୍ୟନିଧି ପଧାନ ସମ୍ବିଧାନ ସମ୍ପର୍କୀୟ ପୁଙ୍ଖାନୁପୁଙ୍ଖ ବିବରଣୀ ସମ୍ପର୍କରେ ଅବଗତ କରିଥିଲେ l 
ଏହି ସଭାର ସଂଯୋଜନା କରିଥିଲେ ଜାତୀୟ ସେବା ଯୋଜନାର ସଂଯୋଜିକା ଇଂରାଜୀ ବିଭାଗର ଅଧ୍ୟାପିକା ଶ୍ରୀମତୀ ପ୍ରତୀକ୍ଷା ସେଠ୍ ଏବଂ ଧନ୍ୟବାଦ ଅର୍ପଣ କରିବା ସହିତ ସମସ୍ତ ଦାୟିତ୍ୱର ଭାର ନେଇଥିଲେ ରାଜନୀତି ବିଜ୍ଞାନର ଅଧ୍ୟାପିକା ମଣ୍ଟି ବିଶି l ଏହି ସଭାରେ ପ୍ରାଧ୍ୟାପକ ମହେନ୍ଦ୍ର ପଧାନ, ପ୍ରାଧ୍ୟାପକ ପ୍ରଶାନ୍ତ ସାହୁ, ପ୍ରାଧ୍ୟାପକ ଯୋଗେଶଚନ୍ଦ୍ର ଭୋଇ, ଡକ୍ଟର ଦିନେଶ ଅଗ୍ରୱାଲା, ଅଧ୍ୟାପକ ସୁରେନ୍ଦ୍ର ସାହୁ, ଅଧ୍ୟାପକ ଶାନ୍ତନୁ ସାହୁ, ଅଧ୍ୟାପକ ରବିକାନ୍ତ ମହାନନ୍ଦ,ଅଧ୍ୟାପକ ଗଣେଶ ସାହୁ, ଅଧ୍ୟାପକ ପଦ୍ମଲୋଚନ ଷାଣ୍ଢ, ପି.ଇ.ଟି ସାନନ୍ଦ ସେଠ୍, ଅଧ୍ୟାପିକା ଅନୁକମ୍ପା ପଧାନ, ଝରଣା ମହାକୁର, ସନ୍ତୋଷିନୀ ପଧାନ, ମାନସୀ ମହାରଣା, ସ୍ଵାଗତିକା ଗଡ଼ତିଆ, ନମ୍ରତା ପଧାନ, ମିନାକ୍ଷୀ ପଧାନ l ସମ୍ବିଧାନ ଦିବସ ଅବସରରେ ଡକ୍ଟର ଦିନେଶ ଅଗ୍ରୱାଲାଙ୍କ କଳ୍ପିତା (ହିନ୍ଦୀ ଅନୁବାଦ) ଉନ୍ମୋଚିତ ହୋଇଥିଲା l ସଭାଶେଷରେ ଶ୍ରୀଯୁକ୍ତ ଅଧ୍ୟକ୍ଷଙ୍କ ସହିତ ସମସ୍ତ ଅଧ୍ୟାପକ-ଅଧ୍ୟାପିକା, ଛାତ୍ରଛାତ୍ରୀ ସମ୍ବିଧାନର ପ୍ରସ୍ତାବନା ପାଠ କରିଥିଲେ l ସଭାର ଦ୍ଵିତୀୟ ଅଧିବେଶନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଭିତ୍ତିକ ପ୍ରତିଯୋଗିତା କରାଯିବା ସହିତ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like