-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||     

HOME   ଜିଲ୍ଲା

ତରଭା ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳନ

28-Nov-2024



ତରଭା(କପିଳାସ ସେଠ) ତରଭା  ଏ.ଇ.ଏସ୍ ମହାବିଦ୍ୟାଳୟ ପରିସରରେ ୭୫ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟରେ ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା  I ତରଭା  ମହାବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତା କରିଥିଲେ I ଏଥିରେ  ମୁଖ୍ଯ ଅତିଥିଭାବେ ପରିଚାଳନା କମିଟିର ମୁଖ୍ଯ ଶୈଲେନ୍ଦ୍ର ସାହୁ ଯୋଗଦେଇ ଛାତ୍ର ଛାତ୍ରୀଙ୍କୁ ସମ୍ବିଧାନ କେମିତି ଭାରତୀୟ ନାଗରିକଙ୍କୁ ନ୍ଯାୟ, ସମାନତା, ସ୍ୱତନ୍ତ୍ରତା ପ୍ରଦାନ କରିଅଛି ଏବଂ ତାଙ୍କ ମଧ୍ଯରେ ଭ୍ରାତୃଭାବ ସ୍ଥାପନ ଉତ୍ସାହିତ କରୁଅଛି ବୋଲି ମତ   ରଖିଥିଲେ ।  ମୁଖ୍ଯବକ୍ତା ଭାବେ ତରଭା ଓକିଲ ସଂଘର ପୂର୍ବତନ ସଭାପତି ସୁବିଜ୍ଞ ଦରବାନ ଯୋଗଦେଇ ଭାରତୀୟ ସମ୍ବିଧାନ ଓ ଗଣତନ୍ତ୍ରକୁ ମଜଭୂତ କରିବା ସହ ଏକତା ଓ ଅଖଣ୍ଡତାକୁ ଅକ୍ଷୂର୍ଣ୍ଣ ରଖିବା ପାଇଁଁ ସମସ୍ତେ ସମ୍ବିଧାନର ନୀତି ଓ ଆଦର୍ଶର ଅନୁପାଳନ କରିବାକୁ ଆହ୍ବାନ ଦେଇଛନ୍ତି। ସମ୍ମାନିତ ଅତିଥିଭାବେ ତରଭା ଷ୍ଟେଟ ବ୍ୟାଙ୍କ ମ୍ୟାନେଜର ସୁଶାନ୍ତ ସାହୁ ଯୋଗଦେଇ ଭାରତରେ ସମ୍ବିଧାନ ଲାଗୁ ହେବା ଫଳରେ ନାରୀମାନଙ୍କୁ ,ଶୋଷିତ ସର୍ବହାର ଗୋଷ୍ଠୀଙ୍କୁ କେମିତି ହକ୍ ଅଧିକାର ମିଳିପାରିଛି ସେ ସମ୍ପର୍କରେ ଅବଗତ କରାଇ ଥିଲେ। ଅଧକ୍ଷ ଶ୍ରୀ ମିଶ୍ର ସ୍ବାଗ ତ ଭାଷଣ ସହ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ବିନତୀ ମିଶ୍ର ଅଧ୍ୟାପକ, ରୋଶନ ମେହେର ଏବଂ ମହାବିଦ୍ୟାଳୟର ଅନ୍ୟାନ୍ଯ ଅଧ୍ୟାପକ/ଅଧ୍ୟାପିକା ସହ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ I 


News Comment




Photo in News

Advertisment
Lastest News
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026

You Might Also Like