-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ପୁରୁଷ ବନ୍ଧ୍ୟାକରଣ ପକ୍ଷ ରଥର ଶୁଭାରମ୍ଭ

28-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ ଅବସରରେ ଆଜି   ଭାର ପ୍ରାପ୍ତ ଚିକିତ୍ସାଧିକାରୀ  ଡା.ସୁଶାନ୍ତ ମେହେର ସବୁଜ ବାନା ଉଡ଼ାଇ ସୁସଜ୍ଜିତ ରଥର ଶୁଭାରମ୍ଭ କରିଥିଲେ। ଏକ୍ରମରେ ସଚେତନତା ସପ୍ତାହ ପୁରୁଷ ବନ୍ଧ୍ୟାକରଣ ପକ୍ଷ ୨୧ ନଭେମ୍ବର ରୁ ୨୭ ନଭେମ୍ବର, ୨୦୨୪ ସେବା ପ୍ରଦାନ ସପ୍ତାହ: ୨୮ ନଭେମ୍ବର ରୁ ୨୪ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ "ପତିପତ୍ନୀ ମିଶି କରନ୍ତୁ ଆରମ୍ଭ, ପରିବାର ନିୟୋଜନ ଚର୍ଚ୍ଚାର ଶୁଭାରମ୍ଭ ବୋଲି ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଉଛି। ଏହି ରଥ ସମଗ୍ର ବିଜେପୁର ବ୍ଲକ ଅଞ୍ଚଳର ସମସ୍ତ ଗ୍ରାମକୁ ଯାଇ ଡ଼ାକବାଜି ଯନ୍ତ୍ରରେ ପ୍ରଚାର କରିବା ସଙ୍ଗେ ସଙ୍ଗେ ପ୍ରଚାର ପତ୍ର ବଣ୍ଟନ କରି ସଚେତନତା ସୃଷ୍ଟି କରିବା ହେଉଛି ଏହାର ମୂଳ ଲକ୍ଷ୍ୟ ବୋଲି ଡା.ମେହେର ସୂଚନା ପ୍ରଦାନ କରିଛନ୍ତି। ଏଅବସରରେ ଆୟୁଷ ବିଭାଗୀୟ ଡ଼ା.ସୁଦିପ୍ର ପଧାନ,ବି.ଏନ.ଏଲ.ଡବ୍ୟୁ ଅମିତ କୁମାର ସାହୁ, ଏମ.ଆର.ଏ କମ ଡି.ଇ.ଓ ଆଇଡିଏସପି କ୍ଷିରୋଦ ସାହୁ, କୁନା ମେହେର, ବ୍ଳକ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀ, କନିଷ୍ଠ ସହାୟକ ପ୍ରଦୀପ  ପାଣିଗ୍ରାହୀ, ବି.ଏ.ଏମ ବାଲଗୋପାଳ ପଣ୍ଡା,ଏସ.ଟି.ଏସ ଦେବାଶିଷ ଦେବତା,ଭିଏସ କ୍ଲାର୍କ ବବୁଲ ପରଡିଆ କୁମାର ସାହୁ,ଆଶା ତପସ୍ୱିନୀ ବେହେରା, ଜାନକୀ ମେହେର ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like