-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଜାରିଂରେ ଉଚ୍ଚ ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ ଶିବିର

28-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ ହାଇସ୍କୁଲରେ ବ୍ଲକସ୍ତରୀୟ ଉଚ୍ଚ ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ହାଇସ୍କୁଲର ପ୍ରଧାନଶିକ୍ଷକ ନିତ୍ୟାନନ୍ଦ ଗଡତୀୟା, ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାଦ୍ରବ ପାଣ୍ଡେ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ। ସିଆରସିସି ରାଜେଶ୍ଵର ବେହେରାଙ୍କ ଅଧ୍ୟକ୍ଷତାରେ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ବଡବାଉଁଶେନ ସିଆରସିସି ଦୁର୍ବାଦଳ ବଡଗୋଛିଆ ମନ୍ତ୍ରୋଚ୍ଚାରଣ କରିଥିବାବେଳେ ବରିଷ୍ଠ ଶିକ୍ଷକ ଅନିରୁଦ୍ଧ ସାହୁ ଭକ୍ତି ନିବେଦନ ସଂଗୀତ ପରିବେଷଣ କରିଥିଲେ।ଏହି ବ୍ଲକର ବିଭିନ୍ନ ବିଦ୍ୟାଳୟରେ ନୂତନ ଭାବେ ଯୋଗଦେଇ  ପ୍ରଥମ କରି ଶିକ୍ଷକ ପ୍ରଶିକ୍ଷଣ ଶିବିରରେ ସାମିଲ୍ ହେଇଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଥିଲା। ଶୈକ୍ଷିକ ତଥା ସ୍କୁଲ ପରିଚାଳନା ସଂପର୍କିତ ବିଭିନ୍ନ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ସହକାରୀ ଗୋଷ୍ଠୀ ଶିକ୍ଷା ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଦିବାକର ବରିହା ଶିବିର ପରିଦର୍ଶନ କରିଥିଲେ।ଆର୍ତ୍ତତ୍ରାଣ ଚୌହାନ, ସୁଶାନ୍ତ କୁମାର ପଧାନ, ଉମେଶ ଚନ୍ଦ୍ର ପଧାନ, ଯଦୁମଣି ସୁନା ପ୍ରମୁଖ ପ୍ରଶିକ୍ଷକ ଭାବେ ଯୋଗଦେଇ ଥିଲେ।ପ୍ରେମରାଜ ରଣା, ବାହାଦୁର ପଧାନ, ମିନାକ୍ଷୀ ରାଣୀ ରାଉତ, କମଳିନୀ ସାହୁ,ନିର୍ମଳା ସାହୁ, ମନ୍ଦାକିନୀ ପଧାନ , ଗୀତାଞ୍ଜଳି ସାହୁ ପ୍ରମୁଖ ଶିବିର ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like