-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ରାଜ୍ୟ

ହୀରାକୁଦରେ ୯୮ ପ୍ରଜାତିର ୧ ଲକ୍ଷ ୨୫ ହଜାର ପକ୍ଷୀ

09-Jan-2021



ସମ୍ବଲପୁର (ପ୍ରେରଣା ଖବର): ହୀରାକୁଦ ଜଳଭଣ୍ଡାର ଓ ଏହାର ପରିପାର୍ଶ୍ବକୁ ଚଳିତ ଶୀତ ଋତୁରେ ୯୮ଟି ପ୍ରଜାତିର ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ଆସିଥିବା ଜଣା ପଡ଼ିଛି। ଗୁରୁବାର ହୋଇଥିବା ପକ୍ଷୀ ଗଣନାରୁ ଏହି ଚିତ୍ର ମିଳିଥିବା ବେଳେ ସେମାନଙ୍କ ମଧ୍ୟରେ ୪୧ଟି ପ୍ରଜାତିର ୧ ଲକ୍ଷ ୩ ହଜାର ୧୧୭ଟି ବହିରାଗତ ପକ୍ଷୀ ଅଛନ୍ତି। ଉକ୍ତ ବହିରାଗତ ପକ୍ଷୀଙ୍କ ମଧ୍ୟରେ ଅଧିକାଂଶ ବିଦେଶୀ ଓ କିଛି ହିମାଳୟ ଅଞ୍ଚଳରୁ ଆସିଥିବା ଜଣା ପଡ଼ିଛି। ଏହି ପକ୍ଷୀଙ୍କ ମଧ୍ୟରେ ଲେସର୍‌ ହ୍ବିସିଲିଂ ଡକ୍‌, କମନ୍ କୁଟ୍, ଗ୍ରେଟ୍ କ୍ରିଷ୍ଟେଡ୍‌ ଗ୍ରିବ୍‌, ରେଡ୍ ହେଡେଡ୍ ପୋଚାର୍ଡ, କମନ୍ ପୋଚାର୍ଡ ଆଦି ପ୍ରଜାତିର ସର୍ବାଧିକ ପକ୍ଷୀ ଅଛନ୍ତି। କିଛି ନୂଆ ପ୍ରଜାତିର ପକ୍ଷୀ ମଧ୍ୟ ଚିହ୍ନଟ ହୋଇଛନ୍ତି ବୋଲି ହୀରାକୁଦ ବନ୍ୟପ୍ରାଣି ଡିଏଫ୍‌ଓ କେ ପ୍ରତାପ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ଗଣନା ଦିନ ପାଗ ଖରାପ ହୋଇ ନଥିଲେ ଏଥର ପକ୍ଷୀ ସଂଖ୍ୟା ଆହୁରି ବୃଦ୍ଧି ପାଇଥାନ୍ତା ବୋଲି ବିଶେଷଜ୍ଞ ମାନେ ମତ ଦେଇଛନ୍ତି। ଚଳିତ ବର୍ଷ ପକ୍ଷୀ ଗଣନାରେ ବାହାରୁ ଆସିଥିବା ବିଶେଷଜ୍ଞ, ବନ ବିଭାଗ କର୍ମଚାରୀ, ଓୟୁଏଟି ଓ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ, ସ୍ଥାନୀୟ ଚଢ଼େଇ କ୍ଲବ୍‌ର ସଦସ୍ୟ ବୃନ୍ଦ ସାମିଲ ହୋଇଥିଲେ। ଅନୁଗୁଳ ବନଖଣ୍ଡର ଏସିଏଫ୍‌ ତଥା ଚଢ଼େଇ ଘର ସଦସ୍ୟ ସରୋଜ ପଣ୍ଡା ଗଣନା ପୂର୍ବରୁ ତାଲିମ ଦେଇଥିଲେ। ସମ୍ବଲପୁର, ଝାରସୁଗୁଡ଼ା ଓ ହୀରାକୁଦ ବନ୍ୟପ୍ରାଣୀ ଆଦି ୩ଟି ବନଖଣ୍ଡ ଅଞ୍ଚଳ‌ରେ ବିସ୍ତୃତ ହୀରାକୁଦ ଜଳଭଣ୍ଡାର ଓ ପାୱାର୍‌ ଚାନେଲ୍ ଜଳାଶୟକୁ ମୋଟ ୨୧ଟି ସେକ୍ଟର୍‌ରେ ବିଭକ୍ତ କରି ପକ୍ଷୀ ଗଣନା ହୋଇଥିଲା। ପୂର୍ବ ବର୍ଷ ଗୁଡ଼ିକ ତୁଳନାରେ ଚଳିତ ବର୍ଷ ପକ୍ଷୀ ଗଣନା ବେଶ ବ୍ୟବସ୍ଥିତ ଢଙ୍ଗରେ ହୋଇଥିବା ତଥା ଗଣନା ସମୟରୁ ହିଁ ପ୍ରଜାତି ଅନୁଯାୟୀ ପକ୍ଷୀ ଗୁଡ଼ିକୁ ଅଲଗା ଅଲଗା କରି ଲେଖା ଯାଇଥିବାରୁ ତଥ୍ୟ ଗୁଡ଼ିକ ଅଧିକ ନିର୍ଭୁଲ ହୋଇ ପାରିଥିବା ଚଢ଼େଇ ଘର ସଦସ୍ୟ ଆଶିଷ ପ୍ରଧାନ ମତ ଦେଇଛନ୍ତି। ପ୍ରଥମଥର ପାଇଁ ବହିରାଗତ ପକ୍ଷୀ ଓ ସ୍ଥାନୀୟ ପକ୍ଷୀଙ୍କୁ ଅଲଗା ଅଲଗା କରି ଗଣନା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like