-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

ଗଞ୍ଜେଇ ସହ ଟ୍ରକ ଜବତ,୨ ଗିରଫ*- *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ଏସପି*-

28-Nov-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଏସପିଙ୍କ ନିର୍ଦ୍ଦେଶରେ ସୋନପୁର ଥାନା ଭାରପ୍ରାପ୍ତ ଅଧିକାରୀ ରଞ୍ଜିତ କୁମାର ସାହୁ ଙ୍କ ନେତୃତ୍ୱରେ  ଏକ ସ୍ପେଶାଲ ଟିମ ଦେବାଶିଷ ସାହୁଙ୍କ ନେତୃତ୍ୱରେ ପେଟ୍ରୋଲିଂ କରୁଥିବା ବେଳେ କୌଣସି ସୁତ୍ରରୁ ଖବରପାଇ ଏକ ଇଚର କମ୍ପାନୀର ଟ୍ରକ ଯାହାର ନମ୍ବର HR63F-9333କୁ ଯାଞ୍ଚ କରିବାରୁ ସେଥିରୁ ୨ କ୍ଵିଣ୍ଟାଲ ୧୦ କେଜି ଗଞ୍ଜେଇ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୨୦ ଲକ୍ଷରୁ ଅଧିକ ହେବ ବୋଲି ସୂଚନା ମିଳିଛି। ସେହିପରି ଟ୍ରକର ମୂଲ୍ୟ ପ୍ରାୟ ୨୦ ଲକ୍ଷ, ଗୋଟିଏ ଫୋନ ୧୦ ହଜାର ମୂଲ୍ୟର ଜିନିଷ ଜବତ କରିଛି ସୋନପୁର ପୋଲିସ। ଅଭିଯୁକ୍ତ ହରିୟାଣାର ଝାଝର ଜିଲ୍ଲା ନିବାସୀ ଦେବେନ୍ଦର୍ ସିଂହ ଓ ସତୀଶ ସିଂହ  ଙ୍କୁ ସୋନପୁର ପିଏସ କେଶ ନମ୍ୱର୍ ୩୮୦ ତାରିଖ ୨୭-୧୧-୨୪ (us 20 ) b ii c ୨୫/୨୯ ଏନଡିପିଏସ ଧାରାରେ ଗିରଫ କରିଛି। ଆଜି ଏ ଘଟଣା ନେଇ ସୋନପୁର ପୋଲିସ ଷ୍ଟେସନରେ ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରସାଦ ସାହୁଙ୍କ ନେତୃତ୍ୱରେ ଏସଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ ଓ ଆଇଆଇସି ରଞ୍ଜିତ କୁମାର ସାହୁଙ୍କ ଉପସ୍ଥିତିରେ ଏକ ସାମ୍ୱାଦିକ ସମ୍ମିଳନୀ ରେ ଏସପି ସାହୁ ସମସ୍ତ ସୂଚନା ଦେଇଛନ୍ତି। ଏବଂ ଏହା ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅଞ୍ଚଳରୁ ମଧ୍ଯ ରାଜସ୍ଥାନକୁ ଏହା ଚାଲାଣ ହେଉଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like