-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

୩୧ତମ ଅମରପାଲି କ୍ରିକେଟ କପ୍ - କଳାପଥର କୁ ହରାଇ ଗରଗଡବାହାଲ ସେମି ଫାଇନାଲ ରେ

28-Nov-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା
ବୀରମହାରାଜପୁର  ବ୍ଲକ ବହଲପଦର ପଞ୍ଚାୟତ ଅନ୍ତର୍ଗତ ଅମରପାଲି ସ୍ଥିତ ଭଗବାନ ସହୁ ଗ୍ରାଉଣ୍ଡ ରେ ଫ୍ରେଣ୍ଡସ କ୍ଲବ ଓ ଜେମସ୍ ଷ୍ଟାର କ୍ଲବ ର ମିଳିତ ଆନୁକୁଲ୍ୟରେ ହେଉଥିବା ୩୧ ତମ ଅମରପାଲି କ୍ରିକେଟ କପ୍ ର ଗୁରୁବାର ଥିଲା ଦ୍ଵିତୀୟ ଦିବସ। ଗୁରୁବାର ଦିନ ତିନୋଟି ମ୍ୟାଚ ହୋଇଥିଲା। ପ୍ରଥମ ମ୍ୟାଚ୍ ଟି ଗରଗଡବାହାଲ ଓ ଲୁଦୁମୁଣ୍ଡା ମଧ୍ୟରେ ହୋଇଥିଲା। ଏଥିରେ ଗରଗଡବାହାଲ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୯ ଉଇକେଟ ହରାଇ ୧୦୬ ରନ କରିଥିଲା। ଜବାବରେ ଲୁଦୁମୁଣ୍ଡା ଦଳ ନିର୍ଦ୍ଧାରିତ ୧୦ ଓଭର ରେ ୫ ଉଇକେଟ ହରାଇ ୯୫ରନ କରି ପରାସ୍ତ ହୋଇଥଲା। ଦ୍ଵିତୀୟ ମ୍ୟାଚ୍ ଟି ବଡ଼ମାଳ ( ରେଢାଖୋଲ) ଓ କଳାପଥର ମଧ୍ୟରେ ହୋଇଥିଲା। ଏଥିରେ କଳାପଥର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ସମସ୍ତ ଉଇକେଟ ହରାଇ ୧୦୧ ରନ କରିଥିଲା। ଜବାବରେ ବଡ଼ମାଳ ଦଳ ନିର୍ଦ୍ଧାରିତ ୧୦ ଓଭର ରେ ସମସ୍ତ ଉଇକେଟ ହରାଇ ୯୫ରନ କରି ପରାସ୍ତ ହୋଇଥିଲା। ତୃତୀୟ ମ୍ୟାଚ୍ ଟି ପ୍ରଥମ ମ୍ୟାଚ୍ ର ବିଜେତା ଗରଗଡବାହାଲ ଓ ଦ୍ଵିତୀୟ ମ୍ୟାଚ୍ ର ବିଜେତା କଳାପଥର ମଧ୍ୟରେ ହୋଇଥିଲା। ଏଥିରେ କଳାପଥର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୭ ଓଭର ରେ ୮ ଉଇକେଟ ହରାଇ ୭୨ରନ କରିଥିବା ବେଳେ ଗରଗଡବାହାଲ ଦଳ ଆବଶ୍ୟକୀୟ ୭୩ ରନ କୁ ୬.୪ ଓଭର ରେ ୩ ଉଇକେଟ ହରାଇ ସଂଗ୍ରହ କରି ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ କରିଛି। ପୀତାମ୍ବର ସାହୁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବ ରେ ସମ୍ବଲପୁର ସ୍ଥିତ ଗାୟତ୍ରୀ ଯୁକ୍ତ ଦୁଇ ବିଜ୍ଞାନ କଲେଜର ପରିଚାଳନା ମୁଖ୍ୟ ଅମିତ ଶତପଥୀ ମୁଖ୍ୟ ଅତିଥି ଏବଂ ସରୋଜ କୁମାର ସାହୁ,ଶିକ୍ଷକ ପ୍ରାଣବନ୍ଧୁ ସାହୁ ଓ ବିମ୍ବାଧର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ଗରଗଡବହାଲ ର ରୋହିତ ଧରୁଆ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍ ଏବଂ ହିମାଂଶୁ ଧଳ( ଲାଡେନ) ଙ୍କୁ ଶ୍ରେଷ୍ଠ ବ୍ୟାଟର ଭାବେ ପୁରସ୍କୃତ କରାଯାଇଥିଲା। ମ୍ୟାଚ୍ ଗୁଡ଼ିକ ରେ ସୁରେଶ ବିଶି,ପ୍ରବୀଣ ଦାସ, ଟୁଟୁ ମହାକୁର,ଆଶିଷ ମେହେର ଅମ୍ପାୟାର,ଶୁଭେନ୍ଦୁ ଶେଖର ସାହୁ ଓ ମାଧବ ନାଏକ ସ୍କୋରର ସବ୍ୟସାଚୀ ବଘାର ଓ ଅଂଶୁମାନ ପ୍ରଧାନ ଅନଲାଇନ ସ୍କୋରର ଏବଂ ମାନସ ନନ୍ଦ,ସୁଶିଲ ସାହୁ ଓ ପୀତାମ୍ବର ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like