-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ବି ଏସ ଫିଟନେସ ର ପ୍ରଥମ ବାର୍ଷିକଉତ୍ସବ 

28-Nov-2024



ବଲାଙ୍ଗିର(ପ୍ରେରଣାଖବର): ବଲାଙ୍ଗିର ବି ଏସ ଫିଟନେସ ର ପ୍ରଥମ ବାର୍ଷିକ ଉତ୍ସବ ଗତ ତାରିଖ ସ୍ଥାନୀୟ ବି ଏସ ଫିଟନେସ ପରିସରରେ ଅତି ଆନନ୍ଦଉତ୍ସବରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ l ବି ଏସ ଫିଟନେସ ର ନିର୍ଦେଶିକା ସୁଶ୍ରୀ ସ୍ଵାତିରାଣୀ ପଟ୍ଟନାୟକ ସଭାପତିତ୍ୱ କରିବା ସହ ବଲାଙ୍ଗିର ସହରର ଏକମାତ୍ର ନିର୍ଭରଶୀଳ ଓ ସୁରକ୍ଷିତ ମହିଳା ଜିମ ବି ଏସ ଫିଟନେସ  ମହିଳା ତଥା ଯୁବତୀ ମାନଙ୍କ ମାନସିକ ତଥା ଶାରୀରିକ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ବିଶେଷ ପ୍ରୟାସ କରିଥାଏ ଏବଂ ଏଥିପାଇଁ ଏଠାରେ  କିଶୋରୀ ଠାରୁ ବୃଦ୍ଧl ପର୍ଯ୍ୟନ୍ତ ସମସ୍ତେ ବ୍ୟାୟାମ, ଜୁମ୍ବା, ଏରୋବିକ ତଥା ଯୋଗାଭ୍ୟାସ  କରିଥାନ୍ତି ବୋଲି ପ୍ରକାଶ କରିଥିଲେ l ସଭାକୁ ବୁଲବୁଲ ଅଗ୍ରୱାଲ ଓ କ୍ରିଷ୍ଣା ଭଟ୍ଟାଚାର୍ଯ୍ୟ ସଂଯୋଜନା  କରିଥିଲେ l  ପୌରାଧ୍ୟକ୍ଷା ଲିକା ସାହୁ ବି ଏସ ଫିଟନେସର ପ୍ରୟାସ କୁ ଭୁୟସୀ ପ୍ରଂଶସା କରିବା ସହ ଏହାର  ସ୍ଵାତିଧିକାରୀ ସ୍ଵାତି ପଟ୍ଟନାୟକ ଜଣେ ଜାତୀୟ ସ୍ତରୀୟ ମହିଳା କ୍ରିକେଟ ତାରକା  ଏହି ଅନୁଷ୍ଠାନକୁ ସୁଚାରୁରୂପେ ପରିଚାଳନା କରୁଥିବାରୁ ତାଙ୍କୁ ସାଧୁବାଦ ଜଣାଇଥିଲେ l ଗରିବ ସ୍ତରୀୟ ମହିଳା ମାନଙ୍କୁ ବିନା ଶୁଳ୍କ ରେ ଯୋଗାଭ୍ୟାସ ଓ ଶାରୀରିକ ବ୍ୟାୟାମ ଯୋଗାଇଦେବାଜୁ ନିର୍ଦେଶିକା ସ୍ଵାତି ପଟ୍ଟନାୟକ ଘୋଷଣା କରିଥିଲେ l ଏହି କାର୍ଯ୍ୟକ୍ରମରେ ଶତାଧିକ ମହିଳା ସଭ୍ୟା ଯୋଗ ଦେଇଥିଲେ l ମହିଳା ସଭ୍ୟା ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like