-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||     

HOME   ଜିଲ୍ଲା

ଦୁର୍ଦ୍ଦାନ୍ତ ମାଓନେତା ଦାଶୁରଙ୍କ ଅଙ୍ଗ ରକ୍ଷକ କ୍ୟାଡର ମାଓବାଦୀ ବିଜା ର ଆତ୍ମସମର୍ପଣ

28-Nov-2024



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ ଲାଗିଛି। ଚଳିତ ବର୍ଷ ବୌଦ୍ଧ, କନ୍ଧମାଳ ଜିଲାରେ ପୁଲିସ ଗୁଳିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବାବେଳେ ଗୁରୁବାର ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। ଆତ୍ମସମର୍ପଣ କରିଥିବା ମାଓବାଦୀ ଜଣକ ହେଲେ ବିଜା ମାଡଭୀ ଓରଫ ଟିକେସ। ଛତିଶଗଡ଼ ସୁକମା ଜିଲା କିସ୍ତାରାମ ଥାନା ଅନ୍ତର୍ଗତ ମଙ୍ଗଳଗୁଡା ଗ୍ରାମର ବିଜା ୨୦୧୮ ମସିହାରୁ ମାଓ ସଙ୍ଗଠନର ଦରବା ଡିଭିଜନରେ ସାମିଲ ହୋଇ ପଶ୍ଚିମ ବସ୍ତର, ମାଦ ଏବଂ ଉତ୍ତର ବସ୍ତର ଅଞ୍ଚଳରେ କାର୍ଯ୍ୟ କରି ଆସୁଥିଲେ। ୨୦୨୦ ମସିହାରେ ସେ ଓଡ଼ିଶା କ୍ୟାଡରକୁ ଆସି ଅଷ୍ଟମ କମ୍ପାନୀ (କାଡାମ ଏରିଆ କମିଟି) ର ସଦସ୍ୟ ଭାବେ ନୂଆପଡା ଅଞ୍ଚଳରେ ସକ୍ରିୟ ରହିଥିଲେ। ଏବେ ସେ କନ୍ଧମାଳ ଜିଲାର ରାହୁଲ ଏରିଆ କମିଟିର ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ।ବିଜା ଗତ ଫେବୃଆରୀ ମାସରେ ପୁଲିସ ଗୁଳିରେ ନିହତ ହୋଇଥିବା ଦୁର୍ଦ୍ଦାନ୍ତ ମାଓନେତା ଦାଶୁରଙ୍କ ଅଙ୍ଗ ରକ୍ଷକ ଥିଲେ। ୨୦୨୦ ମସିହା ସିର୍ଲା, ବାଇବାଲି ସମେତ ୧୦ଟି ଗୁଳି ବିନିମୟ ଘଟଣାରେ ସେ ସାମିଲ ଥିଲେ ବୋଲି ଗୁରୁବାର ଜିଲା ପୁଲିସ ମୁଖ୍ୟାଳୟ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଡିଆଇଜି ସାର୍ଥକ ଷଡ଼ଙ୍ଗୀ। ମାଓ ସଙ୍ଗଠନ ପ୍ରତି ଜନସମର୍ଥନ କ୍ରମାଗତ ଭାବେ ହ୍ରାସ ପାଉଥିବା​ବେଳେ​‌ ସଙ୍ଗଠନ ଭିତରେ ଉତ୍ପୀଡ଼ନ ଏବଂ ବିକାଶ ବିରୋଧୀ କାର୍ଯ୍ୟକଳାପ ପ୍ରତି ବିତସ୍ପୃହ ହୋଇ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛନ୍ତି ବିଜା। ତାଙ୍କଠାରୁ ମିଳିଥିବା ସୂଚନା ଆଧାରରେ ପୁଲିସ ବାଲିଗୁଡ଼ା ଥାନା ଅନ୍ତର୍ଗତ ସରୁଲଇ ନିକଟରେ ଚଢାଉ କରି ଜିଲେଟିନ ଷ୍ଟିକ, ବନ୍ଧୁକ, ଖାଦ୍ୟ ସାମଗ୍ରୀ, ପୋଷାକ ସହିତ ବିପୁଳ ମାଓ ସାମଗ୍ରୀ ଜବତ କରିଛି। ଗୁରୁବାର କନ୍ଧମାଳ ଜିଲା ପୁଲିସ ମୁଖ୍ୟାଳୟ ଠାରେ ଦକ୍ଷିଣାଞ୍ଚଳ ଡିଆଇଜି ଡ. ଷଡ଼ଙ୍ଗୀ ଏବଂ କନ୍ଧମାଳ ଏସପି ହରିଶ ବି.ସିଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛି ଏହି ମାଓବାଦୀ। ତାଙ୍କୁ ରାଜ୍ୟ ସରକାରଙ୍କ ଯୋଜନା ଅନୁଯାୟୀ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ଏ ଅବସରରେ ଡିଆଇଜି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026

You Might Also Like